Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶୋକାକୂଳ ପରିବେଶରେ ହେଲା ଶେଷକୃତ୍ୟ; ରାଗିଂ ଅଭିଯୋଗ ଆଣି ଆତ୍ମହତ୍ୟା କରିଥିଲେ ଆଇଟିଆଇ ଛାତ୍ର
ଭଦ୍ରକ ୧୨/୦୯: ପିଇ ଆତ୍ମହତ୍ୟା କରିଥିବା ଆଇଟିଆଇ ଛାତ୍ରଙ୍କ ମୃତଦେହକୁ ଶୋକାକୁଳ ପରିବେଶରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅନ୍ତର୍ଗତ ଛନ୍ଦାସାହି ଗାଁର ଆଇଟିଆଇ ଛାତ୍ର ଆଶୁତୋଷ ମଳିକ ସେପ୍ଟେମ୍ୱର ୯ରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର!-->…
ଓଡ଼ିଶାର ଖଣି ଦୁର୍ନୀତି ‘ଭ୍ରଷ୍ଟାଚାର’ ନୁହେଁ, ଏକ ବିରାଟ ସ୍କାମ: ଅପରାଜିତା
ଭୁବନେଶ୍ୱର: “ଓଡ଼ିଶାର ଖଣି ଦୁର୍ନୀତି ‘ଭ୍ରଷ୍ଟାଚାର’ ନୁହେଁ, ଏକ ବିରାଟ ସ୍କାମ।” ଏପରି କହି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ସେ କହିଛନ୍ତି, ରାଜ୍ୟରେ ଥିବା ବିଭିନ୍ନ ଖଣି ଘରୋଇ ମାଲିକାନାରେ ରହିଛି। ଏଥିରୁ ବାହାରୁଥିବା ଉଚ୍ଚମାନର!-->…
ପ୍ରଧାନଶିକ୍ଷକଙ୍କ ବଦଳି ଦାବିକୁ ନେଇ ବ୍ଲକ କାର୍ଯ୍ୟାଳୟ ପରିସର ପାଲଟିଲା ରଣକ୍ଷେତ୍ର
ସୋର: ଜଣେ ପ୍ରଧାନଶିକ୍ଷକଙ୍କ ବଦଳି ରୋକିବା ଦାବି ନେଇ ତୁମୁଳକାଣ୍ଡ। ରଣକ୍ଷେତ୍ର ପାଲଟିଲା ବ୍ଲକ ଅଫିସ୍। ଦାବି ନେଇ ଆସିଥିବା ବିଜେପି ସମର୍ଥିତ ସରପଞ୍ଚ ଓ ଅଭିଭାବକଙ୍କ ସହ ବ୍ଲକ ଅଫିସ୍ ପରିସରରେ ବିଜେଡି କର୍ମୀଙ୍କ ସଂଘର୍ଷ ହୋଇଛି। ଏହି ସଂଘର୍ଷ ବେଳେ ସମସ୍ୟାର ସମାଧାନ କରିବାକୁ ଆସିଥିବା!-->…
ଅନଲାଇନ ଠକେଇ ରୋକିବା ଲାଗି ରାଜ୍ୟ ସରକାରଙ୍କ ପରାମର୍ଶ
ଭୁବନେଶ୍ବର: ରାଜ୍ୟରେ ଅନଲାଇନ ଠକେଇ ବଢ଼ିଥିବାରୁ ଏହାକୁ ରୋକିବାକୁ ରାଜ୍ୟ ସରକାରଙ୍କ ଇ ଆଣ୍ଡ ଆଇଟି ବିଭାଗ ପକ୍ଷରୁ ନୂଆ ପରାମର୍ଶ ଦିଆଯାଇଛି। ଏନେଇ ଛୋଟ ପିଲା ଓ ଅଭିଭାବକଙ୍କୁ ସଚେତନ କରାଇଛି ବିଭାଗ।
ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ କହିବା ଅନୁଯାୟୀ, ପିଲାମାନେ ମୋବାଇଲ!-->!-->!-->…
ମୁମ୍ବାଇରେ ସେପ୍ଟେମ୍ବର ୧୪ରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ: ଶିଳ୍ପମନ୍ତ୍ରୀ
ଭୁବନେଶ୍ବର: ନୂଆଦିଲ୍ଲୀ ପରେ ମୁମ୍ବାଇରେ ସେପ୍ଟେମ୍ବର ୧୪ରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଏଥିରେ ଦେଶର ବିଶିଷ୍ଟ ଶିଳ୍ପପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି। ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅନୁରୋଧ କରିବେ। ଏନେଇ!-->…
ସର୍ବଭାରତୀୟ ସ୍ତରରେ ବାରିପଦା ସରକାରୀ ଆଇଟିଆଇର ଦୁଇ ଛାତ୍ରଛାତ୍ରୀ ଟପର
ବାରିପଦା: ଡାଇରେକ୍ଟର ଜେନେରାଲ ଅଫ୍ ଟ୍ରେନିଂ ପକ୍ଷରୁ ଅନୁଷ୍ଠିତ ସର୍ବଭାରତୀୟ ଟ୍ରେଡ୍ ଟେଷ୍ଟରେ ବାରିପଦା ସରକାରୀ ବୈଷୟିକ ଶିଳ୍ପ ତାଲିମ ପ୍ରତିଷ୍ଠାନର ୨ ଜଣ ଛାତ୍ରଛାତ୍ରୀ ଟପର୍ ହୋଇଛନ୍ତି। ସେମାନେ ହେଲେ ଉମେଶ କୁମାର ମହାନ୍ତ ଓ ନିକମଣି ସୋରେନ୍। କାରପେଣ୍ଟର୍ ଟ୍ରେଡ୍ରେ ନିକମଣି!-->…
ଗୁଳି କରି ଯୁବକଙ୍କୁ ହତ୍ୟା
କେନ୍ଦୁଝର : ମୟୂରଭଞ୍ଜ ଜିଲ୍ଲା ଚଢ଼େଇଭୋଳ ନିକଟରେ ଗୁଳି କରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ଝାଡ଼ଖଣ୍ଡ ପଶ୍ଚିମସିଂହଭୂମ ଜିଲ୍ଲା ଜଗନ୍ନାଥପୁର ଥାନା ଅନ୍ତର୍ଗତ ଛଣପଦା ଗ୍ରାମର ରାଜକିଶୋର ବେହେରାଙ୍କ ପୁଅ ମୃତ୍ୟୁଞ୍ଜୟ ବେହେରା। ଏହି ଘଟଣାରେ କେନ୍ଦୁଝର ଜିଲ୍ଲା ବାରିଆ!-->…
ପରିତ୍ୟକ୍ତ ଘରେ ଚାଲିଥିଲା ବିଦେଶୀ ମଦ କାରଖାନା
ବ୍ରହ୍ମପୁର:ଏକ ପରିତ୍ୟକ୍ତ ଘରେ ବିଦେଶୀ ମଦ କାରଖାନା ଚାଲିଥିବା ଗ୍ୟାଙ୍ଗ୍କୁ ଧରିଛି ପୋଲିସ । ମିଳିଥିବା ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ଗୋଳନ୍ଥରା ଥାନା ଅନ୍ତର୍ଗତ ଟାମଣା ଓ ସିଅଳା ରୋଡ୍ରେ ପାଟ୍ରୋଲିଂ ଚାଲିଥିଲା । ଏହି ସମୟରେ ୪ଜଣ ଯୁବକ ବିଦେଶୀ ମଦ ବିକ୍ରି କରିବାକୁ ନେଉଥିଲେ!-->…
୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସ ଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଥିଲେ । ୭୫ତମ!-->…
ଶିକ୍ଷାମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଆମରଣ ଅନଶନ
ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଯୁକ୍ତ ସମୀର ରଞ୍ଜନ ଦାସଙ୍କ ୟୁନିଟ ୧ ସ୍ଥିତ ବାସଭବନ ସମ୍ମୁଖରେ ଓଡିଶା ଅଭିଭାବକ ମହାସଂଘ ତରଫରୁ ସାତ ଦଫା ଦାବୀ ନେଇ ଆମରଣ ଅନଶନ କରା ଯାଇଥିଲା ।
ଦାବୀ ଗୁଡିକ ହେଲା
୧ ସ୍କୁଲରେ ଯେଉଁ ସୁବିଧା ଯୋଗାଉଛନ୍ତି, ସେହି ଅନୁସାରେ ଫିସ!-->!-->!-->!-->!-->…