Browsing Category

ଓଡିଶା

ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା

ଭୁବନେଶ୍ୱର : ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା ଓରଫ କାଗଜି ପଲାଇ । ସ୍ବାମୀ ଶ୍ରୀକ୍ଷେତ୍ର ପ୍ରସାଦ ସାମନ୍ତ ସିଂହାରଙ୍କ ସହ ବିବାଦ ମାମଲାରେ ହାଜର ହେଲା ପୁଅ । ଶିଶୁ ମଙ୍ଗଳ କମିଟି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ବେଞ୍ଚରେ

‘ୱି ଓମେନ୍ ୱାଣ୍ଟ କନକ୍ଲେଭ ୨୦୨୫’: ଶୈଫାଳିକା ପଣ୍ଡା ଶକ୍ତି ପୁରସ୍କାର ସହ ସମ୍ମାନିତ

ଭୁବନେଶ୍ବର: ଗୁରୁବାର ନୂଆଦିଲ୍ଲୀର ଦି ଇମ୍ପେରିଆଲ୍ ରେ ନ୍ୟୁଜ୍ ଏକ୍ସ ଦ୍ୱାରା ଆୟୋଜିତ “ୱି ଓମେନ୍ ୱାଣ୍ଟ କନକ୍ଲେଭ ଆଣ୍ଡ୍ ଶକ୍ତି ଆୱାର୍ଡ଼ ୨୦୨୫” ରେ ପ୍ରତିଷ୍ଠିତ ଶକ୍ତି ପୁରସ୍କାର ସହ ସମ୍ମାନିତ ହୋଇଛନ୍ତି ଇମ୍ଫାର କର୍ପୋରେଟ ସାମାଜିକ କଲ୍ୟାଣ ଶାଖା, ବଂଶୀଧର ଏବଂ ଇଲା ପଣ୍ଡା

ଆସନ୍ତା ୧୨ ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ସୃଷ୍ଟି ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ସର୍ବାଧିକ

ଓଡ଼ିଶାରେ ଗୋହତ୍ୟା ନିଷେଧ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ: ଓଡ଼ିଶାରେ ହୋଇପାରିବନି ଗୋହତ୍ୟା। ଏଥିପାଇଁ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ। ରାଜ୍ୟରେ ଗୋ’ହତ୍ୟା ବନ୍ଦ ପାଇଁ ସ୍ୱତନ୍ତ୍ର ଆଇନ ରହିଛି। ତେଣୁ ସେହି ଆଧାରରେ ଓଡ଼ିଶାରେ ଗୋ’ହତ୍ୟା ହୋଇପାରିବ ନାହିଁ ବୋଲି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। ଗୋ’ହତ୍ୟା

ହୋମଗାର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ଖୋର୍ଦ୍ଧା: ହୋମ୍‌ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି ।  ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍‌ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା; ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ମାମଲା । ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ । ତେବେ ଚେନ୍ନାଇରୁ ଯୁବକକୁ ପୋଲିସ ଓଡ଼ିଶା ଆଣୁଥିବା ସୂଚନା ରହିଛି । ଘଟଣାର ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତ ଯୁବକଙ୍କ ନାଁରେ

ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ

ବେଗୁନିଆ: ବେଗୁନିଆର ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ରଣବିଜୁଳିଙ୍କୁ ଖୋର୍ଦ୍ଧାରେ ଆକ୍ରମଣ ଅଭିଯୋଗ । ତାଙ୍କୁ ଜୀବନରେ ମାରିଦେବାକୁ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଓ ତାଙ୍କ ସମର୍ଥକ ଧମକ ଦେଇଥିବା ଖୋର୍ଦ୍ଧା ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା; ୨ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

କଟକ: ଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଆସନ୍ତା ୧୧ ଓ ୧୨ ଦୁଇ ଦିନ ପାଇଁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ପଚରା ଉଚରା କରିବ । ସେମାନେ ହେଲେ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଏବଂ

ନାବାଳିକା ଝିଆରିକୁ ଦୁଷ୍କର୍ମ, ଗର୍ଭବତୀ କରିବା ଅଭିଯୋଗରେ ପିଉସା ଗିରଫ

ଜଳେଶ୍ୱର : ନାବାଳିକା ଝିଆରିକୁ ଦୁଷ୍କର୍ମ । ଗର୍ଭବତୀ କରିବା ଅଭିଯୋଗରେ ସମ୍ପର୍କୀୟ ପିଉସା ଗିରଫ । ପିଉସା-ଝିଆରୀ ସମ୍ପର୍କରେ ଲାଗିଲା କଳଙ୍କର ଛିଟା । ବାଲେଶ୍ବର ଜିଲ୍ଲା ସିଂଲା ଥାନା ଭାନୁପୁରରେ ଅଭିଯୁକ୍ତ ପିଉସାକୁ କାବୁ କରି ରାତି ସାରା ବାନ୍ଧି ରଖିଥିଲେ ପରିବାର । ଘଟଣାସ୍ଥଳରେ

ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗ: ବୟସ ସୀମା ୪ ବର୍ଷ କୋହଳ

ଭୁବନେଶ୍ବର: ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗରେ ସର୍ବାଧିକ ବୟସସୀମା ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି ହାଇକୋର୍ଟ । ସର୍ବାଧିକ ବୟସ ସୀମା କୋହଳ ନେଇ ହୋଇଥିବା ପିଟିସନ ଉପରେ ଆସିଲା ରାୟ । ସର୍ବାଧିକ ବୟସ ସୀମା ୪ ବର୍ଷ କୋହଳ କଲେ ରାଜ୍ୟ ସରକାର । ଏନେଇ