Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜରାସ୍ତାରେ ଦୁବୃତ୍ତ ଜାଳି ଦେଲେ ଟ୍ରକ
ଭୁବନେଶ୍ୱର : ଭୁବନେଶ୍ୱର-ପୁରୀ ବାଇପାସ ରାସ୍ତା ଓଡ଼ିଆଣୀ ହୋଟେଲ ସମ୍ମୁଖରେ ଦୁବୃତ୍ତ ମାନେ ବିଳମ୍ବିତ ରାତିରେ ଏକ ଟ୍ରକକୁ ଜାଳି ଦେଇଛନ୍ତି । ଧଉଳି ଥାନା ଅଧିନସ୍ଥ ଓଡ଼ିଆଣୀ ହୋଟେଲ ନିକଟରେ ଏହି ଘଟଣା ଘଟିଛି । ଏହି ଟ୍ରକ କଟକରୁ କିଛି ସାମଗ୍ରୀ ନେଇ ଆସୁଥିଲା। ଘଟଣାସ୍ଥଳରେ ବାଲିଅନ୍ତା!-->…
ଖୋଲିବ ଲେଡି ବ୍ଲାକମେଲରଙ୍କ ଗୁମର, ରିମାଣ୍ଡରେ ଆଣିବାକୁ କୋର୍ଟରେ ଆବେଦନ କରିବ ପୋଲିସ୍
ଭୁବନେଶ୍ୱର: ଖୋଲିବ ଭୁବନେଶ୍ୱରରୁ ଗିରଫ ଲେଡି ବ୍ଲାକମେଲରଙ୍କ ଗୁମର । ଗିରଫ ଅର୍ଚ୍ଚନା ନାଗଙ୍କୁ ରିମାଣ୍ଡରେ ଆଣି ତଥ୍ୟ ବାହାର କରିବ ଖଣ୍ଡଗିରି ଥାନା ପୋଲିସ । ଏଥିପାଇଁ କୋର୍ଟରେ ଆବେଦନ କରିବ । ରିମାଣ୍ଡରେ ଆଣି ଅର୍ଚ୍ଚନାଙ୍କ ପାଖରୁ ବ୍ଲାକମେଲିଂର ଗୋଟି ଗୋଟି ସତ ବାହାର କରିବ!-->…
ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୨ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୦୮।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ!-->…
ସାତ ଟିକିଆ ହାତୀପଲଙ୍କ ଉପଦ୍ରବ, ନଷ୍ଟ କଲେ ଏକର ପାଚିଲା ଧାନ ଫସଲ
ତେଲକୋଇ ୦୮/୧୦: କୃଷ୍ଣପୁର ଓ ପଡାଙ୍ଗ ଗାଁରେ ହାତୀପଲଙ୍କ ଆତଙ୍କ । ଲୋକେ ଭୟଭୀତ । ଗତକାଲି ବିଳମ୍ବିତ ରାତିରେ ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟ ପଡାଙ୍ଗ ଓ କୃଷ୍ଣପୁର ଗାଁରେ ହାତୀପଲଙ୍କ ଆତଙ୍କ ସୃଷ୍ଟି କରିଛନ୍ତି । ଏକର ଏକର ପାଚିଲା ଧାନଫସଲକୁ ଦଳିମକଚି ନଷ୍ଟ କରିଦେଇଛନ୍ତି ।
ଏନେଇ!-->!-->!-->…
ଆସୁଛି ଆଉ ଏକ ଲଘୁଚାପ ! କୁମାର ପୂର୍ଣ୍ଣିମାରେ ବି ବର୍ଷିବ
ଭୁବନେଶ୍ୱର ୦୮।୧୦ : ଲଗାଣ ବର୍ଷା ଯୋଗୁ ଦଶହରା ଫିକା ପଡ଼ିଥିଲା । ନବମୀ ଓ ଦଶମୀ ଦୁଇ ଦିନ ପ୍ରବଳ ବର୍ଷିଥିଲା । ଏବେ କୁମାର ପୂର୍ଣ୍ଣିମାରେ ବି ବର୍ଷାରୁ ତ୍ରାହି ମିଳିବନି । ୯ରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୧୦ରେ ବି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷିବ ।!-->…
ବୃଦ୍ଧଙ୍କୁ ଧକ୍କା ଦେଇ ଖୁଣ୍ଟରେ ପିଟି ହେଲା ବାଇକ୍, ୩ ମୃତ
ସମ୍ବଲପୁର ୦୮।୧୦ : ସମ୍ବଲପୁର ପାଂଚଗୋଛିଆ ନିକଟରେ ବାଇକ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୩ଜଣଙ୍କ ମୃ୍ତ୍ୟୁ ହୋଇଛି। ହୀରାକୁଦର ୨ ଜଣ ଯୁବକ ପ୍ରାଣ ହରାଇଛନ୍ତି। ସେମାନଙ୍କ ନାମ ଇଣ୍ଡଲ କଲୋନୀର ସନ୍ତୋଷ ନାୟକ ଓ ଅନ୍ୟ ଜଣେ କଦମପଡାର ପିୟୁଷ ରାଉତ ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ଉଭୟ!-->!-->!-->…
ଦୃଷ୍ଟିବାଧିତ ହୋଇ ମଧ୍ୟ ସମାଜ ପାଇଁ ସାଜିଲେ ଉଦାହାରଣ:OASରେ କୃତକାର୍ଯ୍ୟ ହେଲେ ଦୁଇ ଦୃଷ୍ଟିହୀନ
OASରେ କୃତକାର୍ଯ୍ୟ ହୋଇଛନ୍ତି ଦୁଇ ଦୃଷ୍ଟିହୀନ । ପ୍ରସନ୍ନ ପଣ୍ଡା ଓ ପ୍ରାଚୁର୍ଯ୍ୟ ପ୍ରଧାନ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ଶତପ୍ରତିଶତ ଦୃଷ୍ଟିହୀନ । ପ୍ରସନ୍ନ ପଣ୍ଡା ୨୬୬ ସ୍ଥାନରେ କୃତକାର୍ଯ୍ୟ ହୋଇଛନ୍ତି । ସେହିଭଳି ୨୯୨ ସ୍ଥାନରେ ଅଛନ୍ତି!-->…
ରାଜ୍ୟରେ ୧୯ଶହ ୨୩ କୋଟିର ନିବେଶକୁ ମଞ୍ଜୁରୀ: ମୋଟ୍ ୧୦ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ରାଜ୍ୟରେ ୧୯ଶହ ୨୩ କୋଟିର ନିବେଶକୁ ମଞ୍ଜୁରୀ । ମୋଟ୍ ୧୦ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ଦେଇଛି ରାଜ୍ୟସ୍ତରୀୟ ସିଙ୍ଗଲ୍ ଓ୍ଵିଣ୍ଡୋ କ୍ଲିୟରାନ୍ସ ଅଥିରିଟି । ଗତକାଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା କମିଟି ବୈଠକରେ ପ୍ରସ୍ତାବଗୁଡ଼ିକୁ ମଞ୍ଜୁରୀ ମିଳିଛି ।!-->…
ଆସନ୍ତା ୧୩ରୁ ୟୁଜି ଓ ୧୭ରୁ ଆରମ୍ଭ ହେବ ପିଜି ପ୍ରଥମ ବର୍ଷ ପାଠପଢ଼ା
ଭୁବନେଶ୍ୱର: ରାଜ୍ୟର ସମସ୍ତ ଡିଗ୍ରି କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପ୍ରଥମ ପର୍ଯ୍ୟାୟ ୟୁଜି(ସ୍ନାତକ) ଏବଂ ପିଜି(ସ୍ନାତକୋତ୍ତର) ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଥିବା ବେଳେ ପାଠପଢ଼଼ା ଆସନ୍ତା ସପ୍ତାହରୁ ଆରମ୍ଭ ହେବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ!-->…
ରାଜ୍ୟ ସ୍ୱାସ୍ଥ୍ୟ ସେବାରେ ଯୋଗଦେଲେ ୧୪୩ ଆୟୁର୍ବେଦିକ ମେଡିକାଲ ଅଧିକାରୀ
ଭୁବନେଶ୍ୱର: ଆୟୁର୍ବେଦ ହେଉଛି ଜୀବନ ବିଜ୍ଞାନର ଏକ ପୁରୁଣା ଜ୍ଞାନ ଯାହା ପାରମ୍ପାରିକ ଭାବରେ ଭାରତର ଲକ୍ଷ ଲକ୍ଷ ଲୋକଙ୍କୁ ଭଲ ସ୍ୱାସ୍ଥ୍ୟ ବଜାୟ ରଖିବା ଏବଂ ରୋଗ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିଆସୁଛି । ବର୍ତ୍ତମାନ ଏହି ଜ୍ଞାନ, ଆଧୁନିକ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ସହିତ ସମାଜକୁ ଅଧିକ!-->…