Browsing Category

ଓଡିଶା

୩୦ ପୁରୁଣା ଆମ ବସର ହେବ ସ୍କ୍ରାପିଂ

ଭୁବନେଶ୍ୱର : ସ୍କାର୍ପିଂ ହେବ ୩୦୦ ପୁରୁଣା ଗାଡ଼ି । ବସ୍ ଜଳିବା ପରେ ପରିବାହନ ବିଭାଗର ଚିନ୍ତା । ଆମ ବସ୍ ସେବା ସମ୍ପର୍କିତ ଗଠିତ ଉଚ୍ଚସ୍ତରୀୟ କମିଟିର ବୈଠକ ଅନୁଷ୍ଠିତ । ବୈଠକରେ ସଡ଼କ ସୁରକ୍ଷା, ଯାତ୍ରୀ ଅନୁକୂଳ ଆମ ବସ୍ ସେବା ଓ ଚାଳକଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ବ

ଜଳବିଭାଜିକା ଓ ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ୱାଟରସେଡ ମହୋତ୍ସବ ପାଳିତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ଅନ୍ତର୍ଗତ କାଲଦାପଲ୍ଲୀ ଗ୍ରାମ ଠାରେ ଜଳବିଭାଜିକା ତଥା ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ୱାଟରସେଡ ମହତ୍ସବ ୨୦୨୫-୨୬ ପାଳିତ ହୋଇଯାଇଛି। ଏହି ଅବସରରେ କାଲଦାପଲ୍ଲୀ ଗ୍ରାମରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇ ଜଳବିଭାଜିକା ଓ

ବିଜେଡିରୁ ବିଦା ହେଲେ ଦୁଇ ବିଧାୟକ

ଭୁବନେଶ୍ବର: ବିଜେଡିରୁ ବିଦାହେଲେ ଦୁଇ ବିଧାୟକ । ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ନିଲମ୍ବନ କଲେ ସଭାପତି ନବୀନ ପଟ୍ଟନାୟକ ।ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବିଦା ହେଲେ ଦୁଇ ବିଧାୟକ । ଦୁଇ ବିଧାୟକଙ୍କୁ ଦଳରୁ ନିଲମ୍ବନ କଲେ ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ

ମୁକୁଳା ଡ୍ରେନରେ ପଡି ଯୁବକ ମୃତ

ଭୁବନେଶ୍ବର: ରାଜଧାନୀରେ ଜୀବନ ନେଲା ମୁକୁଳା ଡ୍ରେନ । ସାଲିଆସାହିରେ ମୁକୁଳା ଡ୍ରେନରେ ପଡି ଯୁବକ ମୃତ ।ରାଜଧାନୀ ସହରରେ ପୁଣି ମୁଣ୍ଡ ନେଲା ମୁକୁଳା ଡ୍ରେନ । ଉତ୍ତର ଭୁବନେଶ୍ୱର ସାଲିଆସାହିରେ ଘଟିଛି ଏହି ଅଘଟଣ । ଘଟଣା ଅନୁସାରେ ସଲିଆସାହିରେ ନୂଆ ରାସ୍ତା ନିର୍ମାଣ ପାଇଁ ଡ୍ରେନ ମୁକୁଳା

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ ; ୧୬୩ ଲାଗୁ, ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଗୋଷ୍ଠୀ ସଂଘର୍ଷ । ଘଟଣା ସ୍ଥଳରେ BNS ର ଧାରା ୧୬୩ ଲାଗୁ ।ସୁନ୍ଦରଗଡ଼ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ବଜାରରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି । ଦୁଇଗୋଷ୍ଠୀ ପରସ୍ପର ଉପରେ ଢେଲାପଥର ମାଡ଼

ଗୁଡ଼ି ସୂତାରେ କଟିଲା ଯୁବକଙ୍କ ନାକ

କଟକ: ରୌପ୍ୟ ନଗରୀରେ ଘଟିଲା ବଡ଼ ଅଘଟଣ । ଗୁଡ଼ି ସୂତା କଟିଗଲା ଯୁବକଙ୍କ ନାକ ।ପୁଣି ସାମ୍ନାକୁ ଆସିଲା ଗୁଡ଼ି ସୂତା ଜନିତ ଅଘଟଣ । ରୌପ୍ୟ ନଗରୀ କଟକରେ ଗୁଡ଼ି ସୂତା ଲାଗି ବଡ଼ ଅଘଟଣ ଘଟି ଯାଇଛି । କଟକ ଖାନନଗର ଟ୍ରାଫିକରେ ଏହି ଅଘଟଣ ଘଟି ଯାଇଛି । ଖାନନଗର ଟ୍ରାଫିକରେ ଜଣେ ଯୁବକ ଯାଉଥିବା

ସଚିବ ସ୍ତରୀୟ ବୈଠକ; ଆଗାମୀ ବଜେଟରେ କ’ଣ ରହିବ ଫୋକସ, ସୂଚନା ଦେଲେ ମୁଖ୍ୟ ସଚିବ…

ଭୁବନେଶ୍ୱର: ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଆଜି ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସବୁ ବିଭାଗର ସଚିବ ଉପସ୍ଥିତ ରହିଥିଲେ। ବୈଠକ ପରେ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ସେ କହିଛନ୍ତି ବର୍ତ୍ତମାନ ସୁଦ୍ଧା ବଜେଟ ଖର୍ଚ୍ଚ ୫୦ ପ୍ରତିଶତ ହୋଇଥିବାବେଳେ ୬୦

ବୋମା ଖାଇ ହାତୀ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲାର ବନ୍ତଳା ଅଞ୍ଚଳରେ ଗୁରୁବାର ଦିନ ଏକ ହାତୀ କଞ୍ଚା ବୋମା ଚୋବାଇ ଦେବା ପରେ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ବନ୍ତଳା ରେଞ୍ଜ ଅନ୍ତର୍ଗତ ବାଲୁକାଟା ଗ୍ରାମର ପଥରଗଡ଼ା ସାହି ନିକଟରେ ଏହି ଘଟଣା ଘଟିଛି। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇବା ପରେ ବନ ବିଭାଗ

ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି; ମୋବାଇଲ ଧରି ପ୍ରବେଶ କଲେ ଭକ୍ତ

ପୁରୀ: ବାରମ୍ବାର ପୁରୀ ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି ଦେଖିବାକୁ ମିଳୁଛି । ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦବଜାର ପରିସରରେ ମୋବାଇଲ୍‌ରେ କଥା ହେଉଥିବା ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ କିପରି ଏତେ ସୁରକ୍ଷା ବଳୟକୁ ଭେଦ କରି ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେଇ କଥା ହେଲେ,

ମେଳାକୁ ଯାଉଥିବା ବେଳେ ଦୁର୍ଘଟଣା, ଚାଲିଗଲା ୨ ଜୀବନ

ରାଇଘର : ପଡ଼ୋଶୀ ଛତିଶଗଡ଼ ଅନ୍ତର୍ଗତ ପାଖଞ୍ଜର ଠାରେ ଆୟୋଜିତ ମେଳାକୁ ଯାଉଥିବା ଏକ ଯାତ୍ରୀବାହୀ ଗାଡ଼ି କୋମଲପୁର ନିକଟରେ ଦୁର୍ଘଟଣାର ସାମ୍ନା କରିଛି। ଏହି ଦୁର୍ଘଟଣାରେ ଡ୍ରାଇଭରଙ୍କ ସମେତ ଜଣେ ମହିଳାଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛିl ମୃତକମାନେ ହେଲେ ମାଳତୀ ମଜୁମଦାର ଏବଂ ଓମ୍‌