Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଚାରି ବରିଷ୍ଠ ପୋଲିସ ଅଧିକାରୀ ଡିଜି ପାହ୍ୟାକୁ ଉନ୍ନୀତ
ଭୁବନେଶ୍ୱର: ଚାରି ବରିଷ୍ଠ ପୋଲିସ ଅଧିକାରୀ ଡିଜି ପାହ୍ୟାକୁ ଉନ୍ନୀତ । ୮୯ ବ୍ୟାଚର ଅଫିସର ପ୍ରଣବିନ୍ଦୁ ଆଚାର୍ଯ୍ୟ, ଏସ.ଏମ୍. ନର୍ଭେଣେ, ଅମ୍ରିତ ମୋହନ ପ୍ରସାଦ, ବି. ରାଧିକାଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏବେ ରାଜ୍ୟ ପୋଲିସର ଡିଜି ଅଛନ୍ତି ସୁନିଲ ବଂଶଲ । ୮୭ ବ୍ୟାଚର!-->…
ଶୁଭଶ୍ରୀ ଆତ୍ମହତ୍ୟା ରହସ୍ୟର ପର୍ଦ୍ଦାଫାସ: ବୟଫ୍ରେଣ୍ଡ ଚିତ୍ତ ରଞ୍ଜନ ଜେନା ଗିରଫ
ଭୁବନେଶ୍ୱର: ଭୁବନେଶ୍ୱର ଶୁଭଶ୍ରୀ ମହାପାତ୍ର ମୃତ୍ୟୁ ମାମଲାରେ ବଡ ଖୁଲାସା ହୋଇଛି । ବଏଫ୍ରେଣ୍ଡ ଚିତ୍ତରଞ୍ଜନଙ୍କୁ ଗିରଫ କରିଛି ପୋଲିସ । ଏନେଇ ପ୍ରେସମିଟରେ ସମସ୍ତ ତଥ୍ୟ ଦେଇଛନ୍ତି ଡିସିପି ପ୍ରତୀକ ସିଂହ । ଡିସିପି କହିଛନ୍ତି, ଚିତ୍ତରଞ୍ଜନ ଓ ଶୁଭଶ୍ରୀଙ୍କ ମଧ୍ୟରେ ସମ୍ପର୍କ ଥିଲା ।!-->…
ମାଛ ଧରୁ ଧରୁ ଜାଲରେ ଲାଗିଲା ନାବାଳିକାର ମୃତ ଦେହ
ଜଳେଶ୍ୱର: ମାଛ ଧରୁ ଧରୁ ଜାଲରେ ଲାଗିଲା ଅଜଣା ନାବାଳିକାର ମୃତ ଦେହ । ଘଟଣାକୁ ନେଇ ପୋଲିସର ତଦନ୍ତ ଜାରି ରହିଛି । ସୂଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ବଡ଼ ତାଳପଦା ଗ୍ରାମରେ ଥିବା ପାଶି ଖାଳରେ ଆଜି ସକାଳ ସମୟରେ ଗ୍ରାମର ବୁଲୁ ଦଳାଇ ନାମକ ଏକ ବ୍ୟକ୍ତି ମାଛ ଧରିବା ପାଇଁ!-->…
ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ପ୍ରସ୍ତୁତି
ଭୁବନେଶ୍ୱର: ଜୀବନ ବ୍ୟାପୀ ସାଧନା ପୁରସ୍କାର ପାଇବେ ନବୀନ । ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ଭୁବନେଶ୍ବରରେ ବ୍ୟାପକ ପ୍ରସ୍ତୁତି । ଭୁବନେଶ୍ବର ବିମାନବନ୍ଦର ଛକ ନିକଟରେ ସୁରକ୍ଷା ବ୍ୟବସ୍ଥାର ତଦାରଖ କଲେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଡିସିପି ପ୍ରତୀକ ସିଂ।
!-->!-->!-->…
୨ ସପ୍ତାହରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
ଆସୁଛି ଆଉ ୨ଟି ଲଘୁଚାପ ! ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଆସନ୍ତା ୮ ତାରିଖ ମଧ୍ୟରେ ପ୍ରଥମ ଲଘୁଚାପ ସୃଷ୍ଟି ହୋଇପାରେ। ସେହିପରି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ୨ୟ!-->…
କାମରେ ଅବହେଳା ନେଇ ୩୦ ଜଣ କର୍ମଚାରୀଙ୍କ ଦରମା ବନ୍ଦ କଲେ ରାୟଗଡ଼ା ଜିଲ୍ଲାପାଳ
ରାୟଗଡା : ଆକ୍ସନ ରେ ରାୟଗଡ଼ା ଜିଲ୍ଲାପାଳ । କାଶୀପୁର ତହସିଲ ଅଧିନରେ ଥିବା ୩୦ ଜଣ କର୍ମଚାରୀଙ୍କ ଦରମା ବନ୍ଦ କରିଛନ୍ତି । ଜିଲ୍ଲାପାଳ ସ୍ବଧା ଦେବ ସିଂ ଏହି ପଦକ୍ଷେପ ନେଇଛନ୍ତି । ତହସିଲଦାରଙ୍କ ସମେତ ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି ।
ଅଫିସ କାଗଜ ପତ୍ର ଠିକ ନଥିବା ଓ!-->!-->!-->…
ଛତିଶଗଡ ମୁଖ୍ୟମନ୍ତ୍ରୀ ପାଳିଲେ ନୂଆଁଖାଇ
ଝାରସୁଗୁଡା: ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ପାଳିଲେ ନୂଆଁଖାଇ । କୃଷି ଭିତ୍ତିକ ଗଣପର୍ବ ନୂଆଖାଇ କେବଳ ଯେ ପଶ୍ଚିମ ଓଡ଼ିଶାରେ ସୀମିତ ଅଛି ତାହା ନୁହେଁ ବରଂ ପଡୋଶୀ ଛତିଶଗଡ଼ ପର୍ଯ୍ୟନ୍ତ ପରିବ୍ୟତ ତାହା ପ୍ରମାଣ କରିଛି ।
ରାୟଗଡ଼ା ଜିଲ୍ଲାର ଲୋଇଙ୍ଗ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବଘେଲ ପହଞ୍ଚି!-->!-->!-->…
କଟକ ପକ୍ସୋ କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟା
ଭୁବନେଶ୍ୱର: କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟର ବିଚାରପତି ସୁବାସ ବିହାରୀଙ୍କ ଆତ୍ମହତ୍ୟା । ସିଡିଏ ସେକ୍ଟର-୯ ସ୍ଥିତ ଘରେ ଜଷ୍ଟିସ ବିହାରୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଜଷ୍ଟିସ ବିହାରୀଙ୍କ ଘର ଯାଜପୁର ଜିଲ୍ଲା ବୋଲି ଜଣାପଡ଼ିଛି ।
ଜଷ୍ଟିସ ସୁବାସ ବିହାରୀଙ୍କ ସହକର୍ମୀଙ୍କ ସୂଚନା!-->!-->!-->…
ବିଶ୍ୱସ୍ତରୀୟ ହେବ ବାଲେଶ୍ୱର ଷ୍ଟେସନ
ବାଲେଶ୍ୱର : ବିଶ୍ୱସ୍ତରୀୟ ହେବ ବାଲେଶ୍ୱର ରେଳ ଷ୍ଟେସନ । ଭୁବନେଶ୍ୱର ଭଳି ଏହି ଷ୍ଟେସନ ଚମକିବ । କେନ୍ଦ୍ର ରେଳ ମନ୍ତ୍ରଣାଳୟ ଓଡ଼ିଶାର ୪ଟି ଷ୍ଟେସନ ଏହି ଯୋଜନାରେ ସାମିଲ କରିଛନ୍ତି । ବାଲେଶ୍ୱର ସହ କଟକ, ସମ୍ବଲପୁର ଓ ରାଉଲକେଲା ରେଳ ଷ୍ଟେସନ ବିଶ୍ୱସ୍ତରୀୟ ହେବା ନେଇ ଯୋଜନା ଜାରି ରହିଛି!-->…
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ‘ମୋ ଗୁହାଳ’ର ବିଲ୍ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ
ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଗଞ୍ଜାମ ଜିଲାର ବେଗୁନିଆପଡ଼ା ବ୍ଲକରେ କାର୍ଯ୍ଯରତ କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଧରିଛି। 'ମୋ ଗୁହାଳ'ର ବିଲ୍ କରାଇଦେବା ପାଇଁ ଜଣଙ୍କ ଠାରୁ ୭ ହାଜର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଜାଲରେ!-->…