Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୂଜା ମଣ୍ଡପରୁ ଚୋରିକଲା ବେଳେ ଧରାପଡ଼ିଲେ ବ୍ଲେଡ୍ ଗ୍ୟାଙ୍ଗ
ଭୁବନେଶ୍ୱର ୦୩/୧୦: ରାଜଧାନୀରୁ ଧରାପଡିଲେ ବ୍ଲେଡ୍ ଗ୍ୟାଙ୍ଗ। ଏହି ଗ୍ୟାଙ୍ଗ ରାଜଧାନୀର ବିଭିନ୍ନ ଦୁର୍ଗାପୂଜା ମଣ୍ଡପରୁ ଚୋରି କରୁଥିଲେ। ନୟାପଲ୍ଲୀ ଦୁର୍ଗା ମଣ୍ଡପରୁ ଚୋରିକଲା ବେଳେ ଏହି ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗକୁ ପୋଲିସ କାବୁ କରିଛି। ସେମାନଙ୍କ ପାଖରୁ ବ୍ଲେଡ୍!-->…
୩ ବର୍ଷର ପୁଅକୁ ପ୍ରେମିକ ସହ ମିଶି ମାରିଦେଲା ମା’
ପଟ୍ଟାମୁଣ୍ଡାଇ: ପ୍ରେମ ପାଇଁ ପାଗଳି ୩ଟି ଛଆର ମା’। ନିଜ ପ୍ରେମକୁ ସଫଳ କରିବା ପାଇଁ ପ୍ରେମିକ ସହ ମିଶି ନିଜ ରାସ୍ତାର କଣ୍ଟା ସାଜିଥିବା ୩ ବର୍ଷର ପୁଅକୁ ମରିଦେଲା ମା’। ଏଭଳି ସ୍ପର୍ଶକାତର ଘଟଣା ହେଉଛି ପଟ୍ଟାମୁଣ୍ଡାଇ ଥାନା ଅନ୍ତଗର୍ତ ମାଟିଆପଡା ଗାଁରେ!-->…
ଗୁଦଗୁଦା ଜଳପ୍ରପାତରୁ ୨ଦିନ ପରେ ନିଖୋଜ ଯୁବକଙ୍କ ମୁତ ଦେହ ଉଦ୍ଧାର
ଗଜପତି: ଗଜପତି ଜିଲ୍ଲା ରାୟଗଡ ଥାନା ଅନ୍ତର୍ଗତ ରଘୁରାଜପୁର ସ୍ଥିତ ଗୁଦଗୁଦା ଜଳପ୍ରପାତରୁ ୨ଦିନ ପରେ ନିଖୋଜ ଯୁବକଙ୍କ ମୁତ ଦେହ ଉଦ୍ଧାର। ଚଳିତ ମାସ ୧ ତାରିଖରେ କିଛି ବନ୍ଧୁଙ୍କ ସହ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା ପାତପାଟନମ୍ ଗ୍ରାମର ପି.ବମ୍ମସି ଗୁଦଗୁଦା ବୁଲିବାକୁ ଯାଇ!-->…
ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ: ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠୁ ବର୍ଷାର ବିସ୍ତୃତ ବଢିବ । ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ୱେଲୋ ୱାର୍ଣ୍ଣିଂ ଦେଇଛି । ଉପକୂଳ ଜିଲ୍ଲାଗୁଡିକ ସମେତ ନୟାଗଡ଼, ଗଜପତି,!-->…
ପଦ୍ମପୁର ବିଧାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି!-->…
ଗୀତ ଗାଇ ଗାଇ ଷ୍ଟେଜରେ ହିଁ ଟଳି ପଡିଲେ କଣ୍ଠଶିଳ୍ପୀ
ଜୟପୁର; ମନପସନ୍ଦର ଗୀତ ଗାଇଲେ ଆଉ ଗୀତ ଗାଉଥିବା ଅବସ୍ଥାରେ ହିଁ ଷ୍ଟେଜ ଷ୍ଟେଜ ଉପରେ ଟଳି ପଡିଲେ ଜଣାଶୁଣା କଣ୍ଠଶିଳ୍ପୀ। ମାତ୍ର ୧୦ମିନଟ ବ୍ଯବଧାନରେ ଘଟିଗଲା ଅଘଟଣ, ଯାହାକି ଶତାଧିକ ଦର୍ଶକଙ୍କ ମନରେ କୋହ ଭରିଦେଲା। ଦର୍ଶକଙ୍କ ଡିମାଣ୍ଡରେ ମନପସନ୍ଦର ଗୀତ ଗାଉଥିଲେ ଜୟପୁରର!-->…
ବିଶ୍ୱେଶ୍ୱର ଟୁଡୁଙ୍କ କୁଶ ପୁତ୍ତଳିକା ଦାହ କଲା କୁଡୁମୀ ସେନା
ପାଟଣା, ୦୩/୧୦: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଛକ ନିକଟରେ ଓଡିଶା କୁଡୁମୀ ସେନା ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି । ଓଡିଶା କୁଡୁମୀ ସେନା କୁଡୁମୀ ଜାତି ପ୍ରତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଅଶାଳୀନ ମନ୍ତବ୍ୟ ଦେଇଥିବାରୁ!-->…
ଉପନିର୍ବାଚନ ପାଇଁ ଆମ ଦଳ ସବୁବେଳେ ପ୍ରସ୍ତୁତ: ଜୟନାରାୟଣ ମିଶ୍ର
ଭୁବନେଶ୍ୱର ୦୩।୧୦ : ଉପନିର୍ବାଚନ ପାଇଁ ଆମ ଦଳ ସବୁବେଳେ ପ୍ରସ୍ତୁତ । ସେମି ଫାଇନାଲ ଆମେ ଖେଳିବୁ ଫାଇନାଲ ବି ଆମେ ଖେଳିବୁ ।ଧାମନଗର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପ୍ରସଙ୍ଗରେ ଏପରି କହିଛନ୍ତି ବିରୋଧୀ ଦଳନେତା ଜୟନାରାୟଣ ମିଶ୍ର ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ,!-->!-->!-->…
ବେକାର ଯୁବକ ଓ ଯୁବତୀଙ୍କୁ ଚାକିରି ନାମରେ ଲକ୍ଷାଧିକ ଟଙ୍କା ଠକେଇ
ମାଲକାନଗିରି, ୦୩/୧୦: ମାଲକାନଗିରି ଜିଲ୍ଲାର ଶିକ୍ଷିତ ବେକାର ଯୁବକ ଓ ଯୁବତୀଙ୍କୁ ବିଭିନ୍ନ ଘରୋଇ ସଂସ୍ଥାରେ ନିଯୁକ୍ତି କରାଇଦେବା କଥା କହି ଲକ୍ଷାଧିକ ଟଙ୍କା ଠକାମି । ଠକିଥିବା ବ୍ୟକ୍ତି କାଲିମେଳା ବ୍ଳକର ସୁରେଶ ପଣ୍ଡା ବୋଲି ସୂଚନା ମିଳିଛି । ଏକ ଆୟୁର୍ବେଦ କମ୍ପାନୀରେ ଚାକିରି କରେଇ!-->…
ପୋଖରୀରେ ବୁଡି ମହିଳା ମୃତ
ତେଲକୋଇ ୦୩।୧୦ : ପୋଖରୀରେ ବୁଡି ମହିଳା ମୃତ । କେନ୍ଦୁଝର ତେଲକୋଇ ଥାନା ସରୁଆଳି ଗାଁରେ ଘଟିଛି ଘଟଣା । ମୃତକଙ୍କ ନାମ ଗୀତାଞ୍ଜଳି ପଲେଇ ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ସୋମବାର ଦିନ ୧୦ଟା ସମୟରେ ଗୀତାଞ୍ଜଳି ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲା । ଗାଧୋଉଥିବା ସମୟ କୌଣସି!-->!-->!-->…