Browsing Category

ଓଡିଶା

ଚଳିତ ବନ୍ୟାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେପି

ଭୁବନେଶ୍ବର: ଚଳିତ ବର୍ଷ ବନ୍ୟା ସଂପୂର୍ଣ୍ଣ ଭାବେ ମନୁଷ୍ୟକୃତ ଏବଂ ରାଜ୍ୟ ସରକାର ଚାହିଁଥିଲେ ଏହାକୁ ରୋକି ପାରିଥାନ୍ତେ। ହୀରାକୁଦ ବନ୍ଧର ଉପର ଓ ତଳ ଅଂଚଳରେ ଜଳ ପରିଚାଳନାରେ ବିଫଳତା କାରଣରୁ ଚଳିତ ବନ୍ୟା ଭୟଙ୍କର ହୋଇ ପଡିଥିଲା। ସେହିପରି ବନ୍ୟା ପରବର୍ତୀ ସ୍ଥିତିର ପରିଚାଳନା ପାଇଁ…

ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି

ସମ୍ବଲପୁର : ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ। ଏଥିପାଇଁ ବେଶ୍‌ ଉତ୍ସବମୁଖର ପୁରପଲ୍ଲୀ। ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା'ସମଲେଶ୍ୱରୀଙ୍କ ନିକଟରେ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ନବାନ୍ନ ଲାଗି ହୋଇଛି। ଏହି ସମୟରେ ଘଣ୍ଟଘଣ୍ଟା ଧ୍ୱନିରେ…

ଖେଳୁଥିବା ବେଳେ ପୋଖରୀରେ ପଡି ୨ ବର୍ଷର ଶିଶୁପୁତ୍ର ମୃତ

ସୋର: ଖେଳୁଥିବା ବେଳେ ପୋଖରୀରେ ପଡି ୨ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି । ବାଲେଶ୍ଵର ଜିଲ୍ଲା ବାହାନଗା ବ୍ଲକ ଇଚ୍ଛାପୁର ଗ୍ରାମରେ ଏହି ଘଟଣା ଘଟିଛି। ମୃତ ଶିଶୁପୁତ୍ର ଜଣକ ହେଲେ ଇଚ୍ଛାପୁର ଗ୍ରାମର ଶରତ ମଲ୍ଲିକଙ୍କ ୨ ବର୍ଷର ଶିଶୁପୁତ୍ର ଜୟପ୍ରକାଶ ମଲ୍ଲିକ। ବାଲେଶ୍ଵର ଜିଲ୍ଲା…

୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୮୭ କୋଭିଡ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ଗ୍ରାଫ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୮ ଜଣ…

ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ପ୍ରକୃତିର ପାର୍ବଣ ନୂଆଁଖାଇ। ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ଭାଇ ଭଉଣୀ ବିଶେଷକରି…

ମାଲକାନଗିରିରେ ଗଣେଶ ମୂର୍ତ୍ତିକୁ ନେଇ ବିବାଦ: ଥାନାରେ ଏତଲା

ମାଲକାନଗିରି: ମାଲକାନଗିରିରେ ଗଣେଶ ମୂର୍ତ୍ତିକୁ ନେଇ ବିବାଦ ଉପୁଜିଛି। ଏନେଇ ମାଲକାନଗିରି ଥାନାରେ ଏତଲା ଦିଆଯାଇଛି। ପୁରୁଣା ମେଡିକାଲ ଛକ ପୂଜା କମିଟି ପକ୍ଷରୁ ପ୍ରତି ବର୍ଷ ଭିନ୍ନ ଭିନ୍ନ ଢଙ୍ଗରେ ଗଣେଶ ପୂଜା କରାଯାଇଥାଏ। ତେବେ ଚଳିତ ବର୍ଷ 'ସବକା ମାଲିକ ଏକ ହେ' ଶୀର୍ଷକରେ କମିଟିର…

ପିସିଆର ଡ୍ରାଇଭରଙ୍କୁ ଆକ୍ରମଣ କଲେ ଦୁର୍ବୃତ୍ତ

ପୁରୀ: ମାଟିତୋଟା ବାସେଳୀ ସାହି ଥାନା ପିସିଆର ଡ୍ରାଇଭରଙ୍କୁ ଆକ୍ରମଣ । କର୍ମଚାରୀ ଜଣକ ହେଲେ ଗୃହରକ୍ଷୀ ଦୀପକ ମାଝି । ଦୀପକଙ୍କ ଉପରକୁ ଚାରି ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏନେଇ ଦୀପକ ବାସେଳୀ ସାହି ଥାନାରେ ଏତଲା ଦେଇଛନ୍ତି । ବୁଧବାର ରାତିରେ ଦୀପକ ବାସେଳୀ ସାହି…

ହାତୀମୃତ୍ୟୁ ଘଟଣାରେ ବିଦ୍ୟୁତ୍ ବିଭାଗ ସୁପରଭାଇଜର୍ ବହିଷ୍କୃତ

କେନ୍ଦୁଝର: କେନ୍ଦୁଝର ହାତୀମୃତ୍ୟୁ ଘଟଣାରେ ବିଦ୍ୟୁତ୍ ବିଭାଗ ସୁପରଭାଇଜର୍ ବହିଷ୍କୃତ। କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ ଜୁଡ଼ିଆ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଗତ ୨୫ ତାରିଖରେ ୨ଟି ମାଈହାତୀଙ୍କର ମୃତ୍ୟୁ ହୋଇଥିଲା। ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଜିଭି ଇଲେକ୍ଟ୍ରିକାଲସ୍‌ର…

ବିଜେଡି ମହିଳା ସଂଗଠନର ପୁର୍ନଗଠନ

ଭୁବନେଶ୍ୱର: ଛାତ୍ର ଓ ଯୁବ ପରେ ମହିଳା ସଂଗଠନର ପୁନର୍ବିନ୍ୟାସ କରିଛି ବିଜୁ ଜନତା ଦଳ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବିଜୁ ମହିଳା ଜନତା ଦଳର ରାଜ୍ୟ, ଜିଲ୍ଲା ଓ ଜୋନ୍ ସ୍ତରୀୟ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ବିଜେଡି ସଂଗଠନ ସମ୍ପାଦକ…

ରାଜ୍ୟରେ ଖୋଲିବ ୩୬ ନୂଆ ଥାନା: ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩୬ଟି ନୂଆ ପୁଲିସ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ଥାନା ଗୁଡିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। …