Browsing Category

ଓଡିଶା

ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀଙ୍କ ବାଙ୍କୀ ଗସ୍ତ

ବାଙ୍କୀ: ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ ଶୁକ୍ରବାର ଅଚାନକ ବାଙ୍କୀ ଗସ୍ତରେ ଆସି ଡମପଡ଼ା ବ୍ଲକ ଅନ୍ତର୍ଗତ ପାଥପୁର ପଞ୍ଚାୟତର କଇଁମୁଣ୍ଡି, ତଳପାଥପୁର, ଚକୂଳେଶ୍ୱର ଏବଂ କୁଶପଙ୍ଗି ପଞ୍ଚାୟତର କୁଶପଙ୍ଗି ଗ୍ରାମ ପରିଦର୍ଶନ କରିଛନ୍ତି। ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ…

କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ର ମନ୍ତ୍ରୀଙ୍କ ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ଅନୁଧ୍ୟାନ

ଭୁବନେଶ୍ବର : କେନ୍ଦ୍ର ସାର ଓ ରସାୟନ, ନୂତନ ଓ ନବୀକରଣୀୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଭଗୱନ୍ତ ଖୁବା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି । ଗୁରୁବାର ଓ ଶୁକ୍ରବାର ଦୁଇ ଦିନ ଧରି କେନ୍ଦ୍ର ମନ୍ତ୍ରୀ ତାଳଚେର ଠାରେ…

୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୭ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡିରେ ପ୍ରବଳ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡର କୁତ୍ରାରେ ସର୍ବାଧିକ ୧୬୮ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଫିରିଙ୍ଗିଆ ୧୧୬.୮ମିମି, ବରମୂଳ ୮୫.୧ ମିମି,…

କ୍ୟାପିଟାଲ ହସ୍ପିଟାଲରେ ପିଜି ପାଠ୍ୟକ୍ରମକୁ ଅନୁମତି

ଭୁବନେଶ୍ବର ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ୨୦୨୨-୨୩ ଶିକ୍ଷାବର୍ଷରୁ ପିଜି ପାଠ୍ୟକ୍ରମ ଖୋଲିବା ଲାଗି ଅନୁମତି ମିଳିଛିି। ପ୍ରଥମ ପର୍ଯ୍ୟାୟରେ ଜେନେରାଲ ସର୍ଜରୀ ବିଭାଗରେ ୫ଟି ପିଜି ସିଟ୍‌ରେ ନାମ ଲେଖାଇବାକୁ ଜାତୀୟ ଭେଷଜଙ୍କ ମେଡିକାଲ ଆସେସ୍‌ମେଣ୍ଟ ଆଣ୍ଡ ରେଟିଂ…

ଶିକ୍ଷକଙ୍କ ମାଡରେ ୨୦ ବିଦ୍ୟାର୍ଥୀ ରକ୍ତାକ୍ତ ଘଟଣା ; ମାତାଲ ଶିକ୍ଷକ ନିଳମ୍ବିତ

ମୋହନା : ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଗୁଲୁବା ପଞ୍ଚାୟତ ଅଧିନ ଲୁଧିଗୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ବେହେରା ମଦ୍ୟପାନ କରି ମାତାଲ ଅବସ୍ଥାରେ ଅନ୍ୟ ଏକ ବିଦ୍ୟାଳୟ ଡେଙ୍ଗାସଖାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ ବିନା କାରଣରେ ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀଙ୍କୁ…

ଯାଜପୁର ଯୋକଡ଼ିଆ ବ୍ୟାରେଜ ଉପରୁ ଖରସ୍ରୋତା ନଦୀକୁ ଡେଇଁ ଯୁବତୀ ନିଖୋଜ

ଯାଜପୁର: ପୁଣି ଯୋକଡ଼ିଆ ବ୍ୟାରେଜ ଉପରୁ ଖରସ୍ରୋତା ନଦୀକୁ ଡେଇଁଲେ ଆଉ ଜଣେ ଯୁବତୀ। ଯାଜପୁର ଜିଲ୍ଲା କୁଆଖିଆ ଥାନା ଯୋକଡ଼ିଆ ବ୍ୟାରେଜ ଉପରୁ ଖରସ୍ରୋତା ନଦୀକୁ ଆଜି ସକାଳୁ ଜଣେ ଯୁବତୀ ଡେଇଁ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଛନ୍ତି। ଯୁବତୀ ଜଣକ ସ୍ଥାନୀୟ ଶ୍ରୀବନ୍ତପୁର…

ହୋଟେଲର ୬ ମହଲାରୁ ଖସି ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ : ୬ ମହଲା କୋଠା ଉପରୁ ଖସିପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ। ପୁରୀ ବଳିଆପଣ୍ଡା ଥାନା ସ୍ଥିତ ଏକ ହୋଟେଲରେ ଅଘଟଣ । ମୃତକ ହେଲେ ଅସ୍ତରଙ୍ଗ ଥାନା ଗାଙ୍ଗପୁରର ଲିଙ୍ଗରାଜ ସାହୁ । ଅଗଷ୍ଟ ୨୩ରେ ସେ ଏକ ବୈଠକରେ ଯୋଗଦେବାକୁ ଏହି ହୋଟେଲକୁ ଆସି ରହୁଥିଲେ। ସିକ୍ୟୁରିଟି କର୍ମଚାରୀ ଆଜି…

୬୫ ବର୍ଷୀୟ ବୃଦ୍ଧଙ୍କ କୁକର୍ମ, ନାତୁଣୀ ବୟସର ନାବାଳିକାଙ୍କୁ କଲେ ୭ ମାସର ଗର୍ଭବତୀ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅଂଚଳରେ ଜନୈକ ୬୫ ବର୍ଷର ବୃଦ୍ଧ ଜଣେ ନାବାଳିକା ଝିଅକୁ ଧମକଚମକ ଦେଇ ଲଗାତାର ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି। ଏବେ ସଂପୃକ୍ତ ନାବାଳିକା ଜଣଙ୍କ ୭ ମାସର ଗର୍ଭବତୀ ହୋଇଥିବା ଜଣାପଡିବା ପରେ ନାବାଳିକାଙ୍କ ପରିବାର ପକ୍ଷରୁ ଆଳି…

କୋଟିଆ ସମେତ ରାଜ୍ୟର ୧୦ଟି ସ୍ଥାନରେ ହେବ ଇକୋ ରିଟ୍ରିଟ୍‌

କୋଟିଆ ସମେତ ରାଜ୍ୟର ୧୦ଟି ସ୍ଥାନରେ ହେବ ଇକୋ ରିଟ୍ରିଟ୍‌ । ୧୦ ନୂଆ ଇକୋ ରିଟ୍ରିଟ୍‌ ସହ ୩ଟି ନେଚର୍‌ କ୍ୟାମ୍ପକୁ ମିଳିଛି ମଞ୍ଜୁରୀ । ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ମଞ୍ଜୁରୀ ପ୍ରଦାନ କରାଯାଇଛି । କୋରାପୁଟର ଦେଓମାଳି ପାହାଡ଼, କଳାହାଣ୍ଡିର ଯକମ୍‌,…

ନିଶାସକ୍ତ ଅବସ୍ଥାରେ ପଡ଼ୋଶୀ ମହିଳାଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ରାଉରକେଲା : ରାଉରକେଲା ବିଶ୍ରା ଥାନା ଅନ୍ତର୍ଗତ ବୁଦେଲଜୋର ଗ୍ରାମରେ ଶୁକ୍ରବାର ଦିନ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସୋମା ଓରାମ ନାମକ ଜଣେ ଯୁବକ ନିଶାସକ୍ତ ଅବସ୍ଥାରେ ତାଙ୍କର ପଡୋଶୀ ହଉରୀ ଟିଗା ନାମ୍ନୀ ଜଣେ ମହିଳାଙ୍କୁ ହତ୍ୟା କରିଛି। ଶୁକ୍ରବାର ଅପରାହ୍ନରେ ଉକ୍ତ ମହିଳା ଗ୍ରାମରେ…