Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶ୍ରୀଲିଙ୍ଗରାଜଙ୍କ ରୋଷଘରେ ପଶି ପିଠା ଖାଇଦେଲା ଯୁବକ
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଣିଥରେ ନୀତି ମାରା ହୋଇଛି। ଜଣେ ଅଣ-ସେବାୟତ ସାର୍ଟପ୍ୟାଣ୍ଟ୍ ପିନ୍ଧି ରୋଷ ଘରେ ପଶି କୋଠ ଭୋଗ ଖାଇବାରୁ ଏପରି ଅଘଟଣ ଘଟିଛି। ଆଜିକୁ ମିଶାଇ ଚଳିତ ମାସରେ ମହାପ୍ରଭୁଙ୍କ ଚାରିଥର ନୀତି ବିଭ୍ରାଟ ହେବା ଘଟଣା ଭକ୍ତମହଲରେ ଅସନ୍ତୋଷ ସୃଷ୍ଟି କରିଛି।!-->…
ରାଇରଙ୍ଗପୁରରେ ୫୦ କୋଟି ଟଙ୍କାରେ ନିର୍ମାଣ ହେବ ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସର୍କିଟ୍ ହାଉସ
ରାଇରଙ୍ଗପୁର: ରାଇରଙ୍ଗପୁର ମାଟିର ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ତାଙ୍କ ଗସ୍ତ, ରହଣି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକୀୟ ପ୍ରସ୍ତୁତି ଚାଲିଛି। ରାଇରଙ୍ଗପୁର ସହରରେ ତାଙ୍କ ଗସ୍ତ ସମୟରେ ରହଣି ତଥା ଆନୁଷଙ୍ଗିକ ବ୍ୟବସ୍ଥା ନେଇ ଏକ!-->…
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୨ କରୋନା ପଜିଟିଭ
ଭୁବନେଶ୍ବର: ଆଜି ରାଜ୍ୟରେ ୩ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ!-->…
ନୂଆଖାଇ ପାଇଁ ୨ ଦିନ ଛୁଟି ଘୋଷଣା ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶୁକ୍ରବାର ଚିଠି ଲେଖିଛନ୍ତି। ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ‘ନୂଆଖାଇ’ ଅବସରରେ ୨ ଦିନ ସରକାରୀ ଛୁଟି ଘୋଷଣା କରିବା ନେଇ ଶ୍ରୀ ମିଶ୍ର ଦାବି କରିଛନ୍ତି। ଚିଠିରେ ସେ ଲେଖିଛନ୍ତି ଯେ, ଆସନ୍ତା!-->…
ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ନେଇ ସତର୍କ କଲା UGC
ଭୁବନେଶ୍ୱର: ଦେଶରେ ୨୧ଟି ନକଲି ବିଶ୍ୱବିଦ୍ୟାଳୟ ରହିଛି । ଏନେଇ ୟୁନିଭରସିଟି ଗ୍ରାଣ୍ଟ କମିଶନ (UGC) ସତର୍କ କରାଇଛନ୍ତି । ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ଥିବା ଜଣାପଡ଼ିଛି । ଗୋଟିଏ ରାଉରକେଲା ଓ ଗୋଟିଏ ନକଲି ବିଶ୍ୱବିଦ୍ୟାଳୟ ବାରିପଦାରେ ରହିଛି ।
ରାଉରକେଲାରେ ନବଭାରତ!-->!-->!-->…
୨୨ ବର୍ଷ ସରକାରର ଭୁଲ୍ ନୀତି ପାଇଁ ଦୁର୍ଦ୍ଦଶାରେ ବିପନ୍ନ: ପିସିସି ସଭାପତି
ଭୁବନେଶ୍ୱର: ବନ୍ୟା ପାଇଁ ରାଜ୍ୟ ସରକାର ଦାୟୀ । ସରକାରଙ୍କ ଭୁଲ ନୀତି ଯୋଗୁଁ ସାଧାରଣ ଲୋକେ ଅସୁବିଧା ଭୋଗୁଛନ୍ତି। ଏପରି କହିଛନ୍ତି ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଶରତ ପଟ୍ଟନାୟକ। ଏହାପୂର୍ବରୁ ସମାନ କଥା କହି ବିଜେପି ମଧ୍ୟ ଶାସକ ଦଳକୁ ଟାର୍ଗେଟ କରିଥିଲା।
ପିସିସି ସଭାପତି କହିଛନ୍ତି,!-->!-->!-->…
ସାର୍ଟିଫିକେଟ୍ ପାଇଁ ଲାଞ୍ଚ ନେଇ ଧରା ପଡ଼ିଲେ ପ୍ରଧାନ ଶିକ୍ଷକ
ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ । କୁମଝରିଆ ଅନୁସୂଚିତ ଜାତି ଓ ଜନଜାତି ସରକାରୀ ହାଇସ୍କୁଲର ପ୍ରଧାନଶିକ୍ଷକ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ବୋର୍ଡ ସାର୍ଟିଫିକେଟ୍ ପାଇଁ କାର୍ଯ୍ୟକାରୀ ପ୍ରଧାନଶିକ୍ଷକ ସଞ୍ଜୟ ସାମଲ୍ ୧୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼଼ିଛନ୍ତି!-->…
‘ଚାଷୀଙ୍କ ସ୍ୱାର୍ଥରେ କାମ ନକରି ସରକାର ବୀମା କମ୍ପାନୀ ସ୍ୱାର୍ଥରେ କାମ କରୁଛନ୍ତି’
ଭୁବନେଶ୍ୱର: ବନ୍ୟା ପରେ କ୍ଷୟକ୍ଷତି କାହିଁକି ଆକଳନ କରାଯାଉନି ଏବଂ ବୀମା କମ୍ପାନୀକୁ ରାଜ୍ୟ ସରକାରଙ୍କ ଅନୁକମ୍ପା ପାଉଥିବାରୁ ଚାଷୀ ହାଇରାଣ ହେଉଛି ବୋଲି ବିଜେପି କୃଷକ ମୋର୍ଚ୍ଚାର ସଭାପତି ତଥା ପୂର୍ବତନ ବିଧାୟକ ପ୍ରଦୀପ ପୂରୋହିତ କହିଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ସେ ରାଜ୍ୟ!-->…
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ବୌଦ୍ଧ : ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା- ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଆବଶ୍ୟକୀୟ ଅନୁମତି ସଂପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅପରାହ୍ନରେ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦିପ କୁମାର ଅମାତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
କାର ଭିତରୁ ବାହାରିଲା ୪ ବସ୍ତା ଗଞ୍ଜେଇ ସହ ଜଣଙ୍କ ମୃତଦେହ
ବୌଦ୍ଧ: ଦୁର୍ଘଟଣାଗ୍ରସ୍ତ କାର ଭିତରୁ ବାହାରିଲା ୪ ବସ୍ତା ଗଞ୍ଜେଇ ଓ ଜଣଙ୍କ ମୃତଦେହ। ଯାହାକୁ ନେଇ ଆଜି ବୌଦ୍ଧ ମନମୁଣ୍ଡା ଥାନା ମେହେରୁଣୀ ପୋଲ ନିକଟରେ ଚାଞ୍ଚଲ୍ୟ ଖେଳି ଯାଇଛି।
ଖବର ନେବାରୁ ଜଣାପଡ଼ିଛି, ଆଜି ଅପରାହ୍ନରେ ସୋନପୁର ପାର୍ଶ୍ୱରୁ ଏକ କାର ବୌଦ୍ଧ ଆଡ଼କୁ ଦୃତଗତିରେ ଆସୁଥିବା!-->!-->!-->…