Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାଛ ବଂଶ ବୃଦ୍ଧି ପାଇଁ ଜୁନ ୧୬ ଯାଏଁ ନଦୀ , ସମୁଦ୍ରରୁ ମାଛ ଧରି ପାରିବେନି ମତ୍ସ୍ୟଜୀବୀ
କାକଟପୁର : ନଦୀ ,ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା ୬୧ ଦିନିଆ କଟକଣା । ମାଛ ମାନଙ୍କ ବଂଶ ବୃଦ୍ଧି ପାଇଁ ନଦୀ ସମୁଦ୍ରରୁ ମାଛ ଧରି ପାରିବେନି ମତ୍ସ୍ୟଜୀବୀ । ନଦୀ ଏବଂ ସମୁଦ୍ରରୁ ଜୁନ ୧୬ ତାରିଖ ପର୍ଯ୍ୟନ୍ତ ମାଛ ଧରି ପାରିବେନି ମତ୍ସ୍ୟଜୀବୀ । ମାଛ ଧରିବା ଉପରେ କଟକଣା ଲଗାଇଲେ!-->…
ଖାଁ ଖାଁ ଗହୀରମଥା, ଅଣ୍ଡା ନ ଦେଇ ଫେରିଗଲେ ଅଲିଭ ରିଡ଼ଲେ
ରାଜନଗର : ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ ! ସାମୁଦ୍ରିକ ଅଭୟାରଣ୍ୟ ଗହୀରମଥା ଏବେ ଖାଁ ଖାଁ । ଏପ୍ରିଲ ମାସ ସରିବାକୁ ବସିଲାଣି ମାତ୍ର ଆଜି ଯାଏଁ ବିରଳ ଅଲିଭରିଡଲେ କଇଁଛ ସାମୁହିକ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେଉନାହାଁନ୍ତି । ଦୀର୍ଘ ଦୁଇ ମାସ ଧରି କୂଳରୁ ୫ଶହ ମିଟର ମଧ୍ୟରେ!-->…
ବିଜେଡି ପକ୍ଷରୁ ଆଜି ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ
ମୟୁରଭଞ୍ଜ : ଆଜି ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ। ସକାଳ ୬ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅଖ ଚକ ବନ୍ଦ। ରାସଗୋବିନ୍ଦପୁର ଆଶ୍ରମ ବିଦ୍ୟାଳୟର ଜନୈକ ଛାତ୍ରୀଙ୍କ ବିଷାକ୍ତ ଖାଦ୍ୟ ଖାଇ ଅଭାବନୀୟ ମୃତ୍ୟୁକୁ ନିନ୍ଦା ଏବଂ ପ୍ରତିବାଦ କରି ବିଜେଡି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିଲା| ଏ!-->…
ଶିଖରଚଣ୍ଡୀ ପାହାଡ଼ରେ ବୁଲୁଛନ୍ତି ଦୁଇ ଦନ୍ତା, ଜନବସତି ପ୍ରତି ନାହିଁ ବିପଦ
ବାରଙ୍ଗ : ଆମ୍ବ ଖାଇବାକୁ ଶିଖରଚଣ୍ଡୀ ପାହାଡ଼ରେ ବୁଲୁଛନ୍ତି ହାତୀ । ଦୁଇ ଦିନ ହେବ ଦୁଇଟି ଦନ୍ତାହାତୀ ପାହାଡରେ ଡେରା ପକାଇଛନ୍ତି । ପାଖ ଭରତପୁର ଜଙ୍ଗଲରୁ ହାତୀ ଦୁଇଟି ଖାଦ୍ୟ ଅନ୍ବେଷଣରେ ଶିଖରଚଣ୍ଡି ପାହାଡ଼କୁ ଆସିଥିବା ବନବିଭାଗ କହିଛି । ଦୁଇ ଦନ୍ତା ହେଲେ ବଡ଼ ଫେରେକଟା ଓ ସାନ!-->…
ରାଜସ୍ବ ଆଦାୟରେ ଓଡ଼ଗାଁ ଏନଏସି ଶୀର୍ଷରେ…
ନୟାଗଡ଼:ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଓଡ଼ିଶା ରାଜ୍ୟ ପାଇଁ ରାଜସ୍ବ ଆଦାୟରେ ସର୍ବଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ବେଳେ ଏହାକୁ ନେଇ କାର୍ଯ୍ୟାଳୟ କର୍ମଚାରୀ ମାନଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି ।ରାଜସ୍ବ ଆଦାୟରେ!-->…
ସରକାର ଙ୍କ ଇଚ୍ଛା ଶକ୍ତିର ଅଭାବ ନା ଆଉ କିଛି? :ମାର୍ଚ୍ଚ ସରିଲା ଏବେବି କୌଣସି ବାଲି ଘାଟ କିମ୍ବା ପଥର ଖାଦାନର ଲିଜ…
ଟେଣ୍ଡର ନହେବା ପଛରେ କଣ ମନ୍ତ୍ରୀଙ୍କ ହାତ..??
ସରକାରଙ୍କ ଲକ୍ଷ ଲକ୍ଷ ଟଙ୍କା ର ରାଜସ୍ୱ କ୍ଷତି ମାଫିଆ ଓ ନେତା ମାଲେମାଲ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଅଧିକାଂଶ ବାଲି ଘାଟ ଓ ପଥର ଖାଦାନର ଲିଜ ର ସମୟ ସୀମା ସରିଯାଇଛି। ଜିଲ୍ଲାର ଅଧିକାଂଶ ବାଲି ଘାଟରୁ ବେଆଇନ ଭାବେ ବାଲି!-->!-->!-->!-->!-->…
ଗ୍ରୀଷ୍ମ ଋତୁରେ ପିକ୍ ଆୱାର୍ ସମୟରେ ଜଳବିଦ୍ୟୁତ୍ ଉତ୍ପାଦନ ସର୍ବାଧିକ କରିବାକୁ ଗୁରୁତ୍ବ
ଭୁବନେଶ୍ବର: ଆଗାମୀ ଗ୍ରୀଷ୍ମ ମାସଗୁଡ଼ିକରେ ପିକ୍ ଆଓ୍ବାର ସମୟରେ ରାଜ୍ୟର ହାଇଡ୍ରୋ ପାଓ୍ବାର ଜେନେରେସନ୍ ସର୍ବାଧିକ କରିବା ପାଇଁ ଓଡ଼ିଶା ଜଳବିଦ୍ୟୁତ୍ ନିଗମ୍ (ଓଏଚ୍ପିସି) ସହିତ ଆଲୋଚନା କରାଯାଇଛି ବୋଲି ଶୁକ୍ରବାର ହୋଇଥିବା ଶକ୍ତି ବିଭାଗର ସମୀକ୍ଷା ବୈଠକରୁ!-->…
ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ଉପରେ ସମୀକ୍ଷା କରି ସାରର ଲାଷ୍ଟ ମାଇଲ ଡେଲିଭରୀ ଉପରେ ଗୁରୁତ୍ବ ଆରୋପ କରିଛନ୍ତି। ପ୍ରତ୍ୟେକ ଚାଷୀ, କ୍ଷୁଦ୍ର ହୁଅନ୍ତୁ ବା ନାମମାତ୍ର, ସମସ୍ତେ!-->…
ଗ୍ୟାସ ସଙ୍କଟ ବେଳେ କାଠ ମାଫିଆଙ୍କ ଉତ୍ପାତ; କାଠ ବୋଝେଇ ପିକଅପ ଜବତ
ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ପୋଇପାଣି ବିଟ କାଠବାରୀ ଗ୍ରାମ୍ୟ ଜଙ୍ଗଲରୁ କାଠ ମାଫିଆ ଆକାଶିଆ ଗଛ କାଟି ବାହାର ରାଜ୍ୟକୁ ଚୋରା ଚାଲାଣ କରୁଛନ୍ତି। ଗତକାଲି ବିଳମ୍ବିତ ରାତିରେ କାଠ କାଟି ପିକଅପ ଗାଡିରେ ନେଉଥିବା ସମୟରେ ଧରିଛି ବନବିଭାଗ।
ବିଶେଷ ସୂତ୍ରରୁ ଖବର ପାଇ ପାଟଣା!-->!-->!-->…
ଗୁଣି ସନ୍ଦେହରେ ହତ୍ୟା; ଜଣେ ମହିଳା ସମେତ ୨ଜଣଙ୍କୁ ବାନ୍ଧିଲା ପୁଲିସ…
ବ୍ରହ୍ମପୁର : ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପଞ୍ଚମା ଗ୍ରାମରେ ଦେଖିବାକୁ ମିଳିଛି ଏକ ଅମାନବୀୟ ଘଟଣା। ଗୁଣି ଗାରେଡି ସନ୍ଦେହରେ ଏକାଦଶୀ ନାହାକ ବ୍ୟକ୍ତିଙ୍କୁ ହତ୍ୟା। ଘଟଣାରେ ଜଣେ ମହିଳାଙ୍କ ସମେତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ଗିରଫ ଅଭିଯୁକ୍ତମାନେ ହେଲେ ଉକ୍ତ!-->…