Browsing Category

ଓଡିଶା

ଆରଆରବି ପରୀକ୍ଷା ପାଇଁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ରେଳପଥ ନିଯୁକ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ଆଶାୟୀ ପରୀକ୍ଷାର୍ଥ ମାନଙ୍କ ସୁବିଧା ପାଇଁ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି । ବିଭିନ୍ନ ସହରରେ କମ୍ପୁଟରୀକୃତ (ସିବିଟି) ପରୀକ୍ଷା ହେବାକୁ ଯାଉଥିବାରୁ ଆରଆରବି ପରୀକ୍ଷା…

ମତ୍ସ୍ୟ ସଂପଦର ସୁରକ୍ଷା ପାଇଁ ବାଲେଶ୍ୱର ଓ ମୟୁରଭଞ୍ଜକୁ ଗଲେ ୩ ଜଣ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଓ ବନ୍ୟାସ୍ଥିତିକୁ ନଜରରେ ରଖି ମତ୍ସ୍ୟ ଓ ପ୍ରାଣୀସଂପଦର ସୁରକ୍ଷା ଓ ବନ୍ୟା ପରିଚାଳନା ପାଇଁ ୩ଜଣ ବରିଷ୍ଠ ଅଧିକାରୀଙ୍କୁ ବାଲେଶ୍ୱର ଓ ମୟୂରଭଞ୍ଜକୁ ପଠାଯାଇଛି। ସ୍ଥିତିର ଆକଳନ କରି ମତ୍ସ୍ୟ ସଂପଦର ସୁରକ୍ଷା ଦିଗରେ ପଦକ୍ଷେପ ନେବା ପାଇଁ…

ବିଜୁ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କୁ ନିଯୁକ୍ତି

ଭୁବନେଶ୍ୱର: ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ଓ ନିର୍ବାଚନ ମଣ୍ଡଳୀ ପାଇଁ ନୂଆ କର୍ମକର୍ତ୍ତାଙ୍କୁ ନିଯୁକ୍ତି ମିଳିଛି । ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ କାର୍ଯ୍ୟକାରୀ ସଭାପତି, ସେକ୍ରେଟାରୀ ଜେନେରାଲ, ବରିଷ୍ଠ ଉପସଭାପତି, ଜୋନ ସଭାପତି,…

ସପ୍ଟୱେୟାର ଇଞ୍ଜିନିୟର ଶ୍ୱେତାଙ୍କ ଆତ୍ମହତ୍ୟା ମାମଲାରେ ନୂଆ ମୋଡ, ବ୍ଲାକମେଲରୁ ଆତ୍ମହତ୍ୟା କରିଥିବା ପରିବାର ଲୋକଙ୍କ…

ଭୁବନେଶ୍ୱର: ସପ୍ଟୱେୟାର ଇଞ୍ଜିନିୟର ଶ୍ୱେତାଙ୍କ ଆତ୍ମହତ୍ୟା ମାମଲାରେ ନୂଆ ମୋଡ । ବ୍ଲାକମେଲରୁ ଶ୍ୱେତା ଆତ୍ମହତ୍ୟା କରିଥିବା ପରିବାର ଅଭିଯୋଗ କରିଛନ୍ତି । ଏହାକୁ ଆଧାର କରି ପୋଲିସ ୩୦୬ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ତେବେ ଶ୍ୱେତାଙ୍କ ରୁମରୁ ଏକ ଡାଏରୀ ଜବତ…

୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ ଜାରି କରାଯାଇଛି। ରାଜ୍ୟର ବାଲେଶ୍ୱର, ଭଦ୍ରକ,…

୧୫ ହଜାର ଲାଞ୍ଚ ନେଉଥିବା ବେଳେ ବିଏମସି ଟ୍ୟାକ୍ସ ଆଦାୟକାରୀ ଅଫିସର ଗିରଫ

ଭୁବନେଶ୍ୱର: ବିଏମସିର ଟ୍ୟାକ୍ସ ଆଦାୟକାରୀ ଅଫିସର ତଥା ଓ୍ୱାର୍ଡ ଅଫିସର ହେମନ୍ତ ସାହୁ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଖଣ୍ଡଗିରି ସ୍ଥିତ ଓ୍ୱାର୍ଡ ନଂ-୨୩ର ଓ୍ୱାର୍ଡ ଅଫିସର ତଥା ଟ୍ୟାକ୍ସ କଲେକ୍ଟର ହେମନ୍ତ ସାହୁ ଏବଂ ପୂର୍ବତନ ଟ୍ୟାକ୍ସ କଲେକ୍ଟର ଯୋଗେନ୍ଦ୍ର ପ୍ରଧାନ…

କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ ହେବ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

ବନ୍ୟା ହେଉ କିମ୍ବା ବାତ୍ୟା। ଏହିଭଳି ପରିସ୍ଥିତିରେ ରାଜ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବୃଦ୍ଧି ପାଇଥାଏ। କିଛି ବ୍ୟବସାୟୀ ପନିପରିବାଠାରୁ ଆରମ୍ଭ କରି ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀର ଅଭାବ ରହିଥିବା ଦର୍ଶାଇ ମନଇଚ୍ଛା ଦର ବୃଦ୍ଧି କରିଆସୁଛନ୍ତି। ଏହି କ୍ଷେତ୍ରରେ ଅଭିଯୋଗ ପାଇ ଜିଲ୍ଲା…

ବିଏସ୍‌ଏଫ୍‌ ଆଇଜି ଅପରେଶନ୍‌ ସତୀଶ ଚନ୍ଦ୍ର ବୁଡାକୋଟିଙ୍କ କୋରାପୁଟ ଗସ୍ତ

କୋରାପୁଟ: ବିଏସ୍‌ଏଫ୍‌ ଆଇଜି ଅପରେଶନ୍‌ ସତୀଶ ଚନ୍ଦ୍ର ବୁଡାକୋଟି ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି କୋରାପୁଟରେ ପହଞ୍ଚିଛନ୍ତି। ସେ ଆଇଜି ମଦନ ଲାଲ, ଡିଆଜି ବିଏସ୍‌ଏଫ୍‌ ସେକ୍ଟର କୋରାପୁଟଙ୍କ ସହ ବିଏସ୍‌ଏଫ୍‌ର ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଭେଟିଥିଲେ। ପରେ କୋରାପୁଟ, କୁମ୍ବାରିପୁଟ,…

IT ଟାୱାର ପରିଦର୍ଶନ କଲେ 5T ସଚିବ, ଅକ୍ଟୋବର ସୁଦ୍ଧା ନିର୍ମାଣ ଶେଷ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ନୂତନ ବିଏମସି ବିଲ୍ଡିଂ ଏବଂ ଓ' ହବ ପରିଦର୍ଶନ କରିଛନ୍ତି 5ଟି ସଚିବ ଭିକେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5ଟି ସଚିବ ସତ୍ୟ ନଗରରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡ଼ିଂ ଓ 'ଓ' ହବ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଉଭୟ ପ୍ରକଳ୍ପର ଅଗ୍ରଗତି ଓ…

IOBରେ ବଡ ଧରଣର ଠକେଇ, ୮୦ଲକ୍ଷ ଟଙ୍କା ହଡପ ଅଭିଯୋଗରେ କ୍ୟାସିୟର ଗିରଫ

ଜୟପୁର: କୋରାପୁଟ ବୈପାରୀଗୁଡା ସ୍ଥିତ ଆଇଓବି ଶାଖାରେ ବଡ ଧରଣର ଠକେଇ । ଚଞ୍ଚକତା କରି ବ୍ୟାଙ୍କରୁ ୮୦ ଲକ୍ଷ ଟଙ୍କା ହଡପ କରିନେଲେ ସେହି ବ୍ୟାଙ୍କର କ୍ୟାସିୟର । ଅଭିଯୁକ୍ତ କ୍ୟାସିୟର ସନ୍ତୋଷ କୁମାର ଦୋରା ବୈପାରୀଗୁଡା ପୋଲିସ ଦ୍ବାରା ଗିରଫ ହୋଇଛନ୍ତି । ପୋଲିସ ଓ ସ୍ବତନ୍ତ୍ର ଅଡିଟ୍ ଟିମ୍…