Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭଦ୍ରକରେ ଏନଡିଆରଏଫ ଏବଂ ଅଗ୍ନିଶମ ବାହିନୀ ମୁତୟନ, ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ଵାଡି କେନ୍ଦ୍ର ବନ୍ଦ ଘୋଷଣା
ଭଦ୍ରକ: ଲଘୁଚାପ ବର୍ଷାକୁ ନେଇ ଜିଲ୍ଲା ପ୍ରଶାସନ ତରଫରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ବର୍ଷା ପରେ ସମ୍ଭାବ୍ୟ ବନ୍ୟାକୁ ସାମ୍ନା କରିବା ପାଇଁ ଜିଲ୍ଲାରେ ୮ଟି ଅଗ୍ନିଶମ ବାହିନୀ ସହ ୨ଟି ଓଡ୍ରାଫ ଟିମ ଓ ଏନଡିଆରଏଫ ଟିମ ମୁତୟନ ହେବେ। ତଳିଆ ଅଞ୍ଚଳ ର ଲୋକଙ୍କୁ ସଚେତନ କରାଯାଉଛି । ତେବେ!-->…
ସ୍କୁଲରେ ବଜ୍ରପାତ, ୧୦ପିଲା ଗୁରୁତର
ଦେବଗଡ : ରାଜ୍ୟରେ ଗୋଟିଏ ପଟେ ବନ୍ୟାର ଭୟଙ୍କର ସ୍ଥିତି ପାଇଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ପୁଣି ଲଘୁଚାପ ସୃଷ୍ଟି ହୋଇଥିବାରୁ ରାଜ୍ୟବାସୀଙ୍କ ପାଇଁ ଏହା ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି । ଏହାରି ଭିତରେ ଏକ ଦୁôଖଦ ଘଟଣା ସାମ୍ନାକୁ ଆସିଛି । ସ୍କୁଲରେ!-->…
ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧର୍ଯ୍ୟ ହେଲା ଲଗ୍ନ । ସୁବର୍ଣ୍ଣପୁର ଜିଲ୍ଲା ପାଇଁ ନୂଆଖାଇ ଲଗ୍ନ ଧାର୍ଯ୍ୟ । ସକାଳ ୧୦.୦୭ରୁ ୧୦.୨୧ ମଧ୍ୟରେ ସୁବର୍ଣ୍ଣପୁରରେ ଲାଗିହେବ ନବାନ୍ନ । ସେପଟେ ମାଆ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ପାଇଁ ମଧ୍ୟ ଲଗ୍ନଧାର୍ଯ୍ୟ ହୋଇଛି ।
!-->!-->!-->…
ଗାଧୋଉଥିବା ବେଳେ ନଦୀର ପ୍ରଖର ସ୍ରୋତରେ ଭାସିଗଲା ବାଳକ
ଭଦ୍ରକ: ନଦୀରେ ଭାସି ଗଲା ୧୪ ବର୍ଷର ବାଳକ । ଗେଙ୍ଗୁଟି ନଦୀରେ ଗାଧୋଉଥିବା ବେଳେ କୌଣସି କାରଣରୁ ଗୋଡ ଖସିଯାଇ ବାଳକଟି ନଦୀରେ ଭାସିଯାଇଛି । ନିଖୋଜ ବାଳକ ଜଣକ ହେଲା ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଭଇରିଆବାଙ୍କ ଗ୍ରାମର ରାହୁଲ ସେଠୀ ।
ରାହୁଲକୁ ନ ପାଇ ପରିବାର ଲୋକେ ଖୋଜାଖୋଜି କରିଥିଲେ!-->!-->!-->…
ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ
ଭୁବନେଶ୍ୱର – ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାନସଭା ସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଚୟନ କମିଟିର ସଦସ୍ୟ ଭାବେ ଓଡ଼ିଶା!-->…
କଟକରେ ଡେଙ୍ଗୁ ଜ୍ୱରରେ ଯୁବକଙ୍କ ମୃତ୍ୟୁ
କଟକ: ଡେଙ୍ଗୁରେ ପୀଡ଼ିତ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । କଟକ ପୌର ନିଗମରେ ଚଳିତ ବର୍ଷ ଏହା ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ ହୋଇଛି । ୨୦୨୨ ଜାନୁଆରୀରୁ ଜୁଲାଇ ମାସ ମଧ୍ୟରେ ଜିଲ୍ଲାରେ ମୋଟ୍ ୯ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ବୋଲି ଏସସିବି ଡାକ୍ତରଖାନା ପକ୍ଷରୁ!-->…
କର୍ତ୍ତବ୍ୟରେ ଅନିୟମିତତା ଅଭିଯୋଗରେ ନିଲମ୍ବିତ ହେଲା ମାଲକାନଗିରିର ୫ ପୁଲିସ୍ କର୍ମଚାରୀ
ମାଲକାନଗିରି ଜିଲ୍ଲାର ୫ ପୁଲିସ୍ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅନିୟମିତତା ଓ ଅହେତୁକ ଅନୁକମ୍ପା ପ୍ରଦର୍ଶନ ଅଭିଯୋଗରେ ନିଲମ୍ବିତ। ଏମାନେ କୁଡୁମୁଲୁଗୁମ୍ମା ସ୍ଥିତ ପୁଲିସ୍ ଫାଣ୍ଡିରେ କାର୍ଯ୍ୟରତ ଥିଲେ। ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି!-->…
ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବାକୁ ଜିଲାପାଳଙ୍କ ପରାମର୍ଶ
ବାଲେଶ୍ୱର: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାର ପର୍ଯ୍ୟଟନ କ୍ଷେତ୍ରକୁ ନ ଯିବା ପାଇଁ ଜନସାଧାରଣଙ୍କୁ ବାରଣ କରାଯାଇଛି। ଏ ନେଇ ଶୁକ୍ରବାର ଜିଲାପାଳ ଦତ୍ତାତ୍ରେୟ ଭାଉସାହେ ଶିନ୍ଦେ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାର ଚାନ୍ଦିପୁର, ତାଳସାରୀ, କଷାଫଳ, ଡଗରା ଓ!-->…
ନୂଆପଡା ରୋଡ଼ ଷ୍ଟେସନରେ ରହଣି କରିବ ତିନି ଯୋଡ଼ା ଟ୍ରେନ
ଯାତ୍ରୀମାନଙ୍କ ଚାହିଦାକୁ ଦୃଷ୍ଟିରେ ରଖି ନୂଆପଡା ରୋଡ ଷ୍ଟେସନ ଠାରେ ୩ ଯୋଡ଼ା ଟ୍ରେନକୁ ୬ ମାସ ପର୍ଯ୍ୟନ୍ତ ପରୀକ୍ଷାମୂଳକ ଭାବରେ ରହଣି କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସପ୍ତାହରେ ଚାରି ଦିନ ଚଳାଚଳ କରୁଥିବା ପୁରୀ-ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସ, ଦୈନିକ ଚଳାଚଳ କରୁଥିବା!-->…
ମଧ୍ୟାହ୍ନ ଭୋଜନ ଖାଇ ୫୦ ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ, ୬ ଗୁରୁତର
ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ୫୦ରୁ ଅଧିକ ଛାତ୍ରଛାତ୍ରୀ । ଏମାନଙ୍କ ମଧ୍ୟରୁ ୬ ଜଣକ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
ଏହି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ସୋଗର ସରକାରୀ ଉଚ୍ଚ!-->!-->!-->…