Browsing Category

ଓଡିଶା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ମଧ୍ୟ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୫ଶହ ତଳେ ରହିଛି। ଗତକାଲି ୪୮୨ ଜଣ କରୋନା କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨୪ ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା…

ବାତ୍ୟା ହେବ ନାହିଁ, କିନ୍ତୁ ଆମେ ପ୍ରସ୍ତୁତ ଅଛୁ: SRC

ଭୁବନେଶ୍ବର: ରାଜ୍ୟରେ ଲଘୁଚାପର ସ୍ଥିତି ନେଇ ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଗଭୀର ଅବପାତର ରୂପ ନେଇ ଆଗାମୀ ୭-୮ ଘଣ୍ଟା ଭିତରେ ଏହା ସ୍ଥଳ ଭାଗ ଛୁଇଁବ। ଏହାର ପ୍ରଭାବରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପବନ ବହିବ।…

ମାଓବାଦି କ୍ୟାମ୍ପ ଉପରେ ଚଢ଼ାଉ ବିପୁଳ ମାଓ ସାମଗ୍ରୀ ଜବତ…

ଫୁଲବାଣୀ : କନ୍ଧମାଳ ଏସପି ଭିନୀତ ଅଗ୍ରୱାଲଙ୍କ ନିର୍ଦ୍ଦେଶରେ ଏସଓଜି ଓ ଡ଼ିଭିଏଫ ଯବାନମାନେ ଲଗାଣ ବର୍ଷା ସତ୍ୱେ ଗତ ମଙ୍ଗଳବାର ଓ ବୁଧବାର ଦୁଈଦିନ ଗୋଛାପଡା ଥାନା ସୁମଙ୍ଗି ଗ୍ରାମ ନିକଟ ଜଙ୍ଗଲରେ କମ୍ବିଙ୍ଗ ଅପରେସନ କରିବା ସହ ମାଓବାଦି କ୍ୟାମ୍ପ ଉପରେ ମଧ୍ୟ ଚଢ଼ାଉ କରି ବିପୁଳ ପରିମାଣର…

୩୦ ଜିଲ୍ଲା ପାଇଁ ବିଜେଡିର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ବର : ରାଜ୍ୟର ୩୦ଟି ଜିଲ୍ଲା ପାଇଁ ବିଜୁ ଜନତା ଦଳ ପକ୍ଷରୁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜଣ ବରିଷ୍ଠ ନେତାଙ୍କୁ ୩୦ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ…

ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

ଭୁବନେଶ୍ୱର: ଆଜି ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟର ବନ୍ୟା ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା, ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟର ନଦୀଗୁଡ଼ିକର ଜଳପ୍ରବାହର…

ହୀରାକୁଦରେ ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍ ବନ୍ଦ, ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର: ମହାନଦୀରେ ଉପରମୁଣ୍ଡରେ ପାଗ ଶୁଖିଲା ରହିଥିବାରୁ ଏବେ ନଦୀରେ ଜଳସ୍ତର କମିବାରେ ଲାଗିଛି। ତେଣୁ ହୀରାକୁଦରେ ଜଳ ପ୍ରବେଶ ମଧ୍ୟ କମିଛି। ଏହି କାରଣରୁ ଆଜି ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍ ବନ୍ଦ ହୋଇଛି। ଏବେ ୨୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସଂଧ୍ୟା ୭ ପୂର୍ବରୁ ୪ଟି…

ଆସିଲା ବନ୍ୟା କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ

ଭୁବନେଶ୍ୱର: ବନ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି, ପ୍ରାଥମିକ ସୂଚନା ଅନୁଯାୟୀ ବନ୍ୟା ଯୋଗୁଁ ୧୩ଟି ଜିଲ୍ଲାର ୭୧ଟି ବ୍ଲକ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଥିରେ ୨୦୬୬ଟି ଗ୍ରାମ ପ୍ରଭାବିତ ହୋଇଛି । ବନ୍ୟାରେ ୪୭୦ ଟି ଗ୍ରାମ ଜଳବନ୍ଦୀରେ…

ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ

କୋରାପୁଟ: କୋରାପୁଟ ଜିଲା ବୈପାରୀଗୁଡା ଗୁପ୍ତେଶ୍ୱର ମାଳିପଦର ଜଙ୍ଗଲରେ ଗୁରୁବାର ଏକ ଅଘଟଣ ଘଟିଛି। ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି।ସୂଚନାଯୋଗ୍ୟ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବା ପାଇଁ ମଙ୍ଗଳବାର ୫ ଜଣ ବ୍ୟକ୍ତି ଜଙ୍ଗଲକୁ ଯାଇଥିଲେ। ହେଲେ ଲଗାଣ…

କମୁଛି ବନ୍ୟା ଜଳ, ବଢ଼ୁଛି ଦୁର୍ଦ୍ଦଶା

ପାରାଦୀପ: ବେଘର କରିଛି ଜଳ ପ୍ରଳୟ । ବନ୍ୟା ଉଜାଡ଼ି ଦେଇଛି ସବୁକିଛି । କିଏ ଛାତ ଉପରେ ରୋଷେଇ କରୁଛି ତ ଆଉ କିଏ ରାସ୍ତା ଉପରେ ପାଲ ଟାଣି ଘରର ସମସ୍ତ ଜିନିଷକୁ ଜଗି ରହିଛି । ମହାନଦୀରେ ବନ୍ୟା ଆସିବା ପରେ ଜଳରେ ବିତୁଛି ଜୀବନ । ଗାଁ ଦାଣ୍ଡରେ ଡଙ୍ଗା ଚାଲିଛି । ଲୋକଙ୍କ ଘର ଭିତରେ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ଘୋଷଣା କଲେ ରିଲିଫ ସହାୟତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ,…