Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରଭୁ ଶ୍ରୀ ଅଲାରନାଥଙ୍କୁ ଦର୍ଶନ କରିବା ସହ ମନ୍ଦିରର ସୌନ୍ଦର୍ଯ୍ୟକରଣ କାମର ସମୀକ୍ଷା କଲେ 5ଟି ସଚିବ
ବ୍ରହ୍ମଗିରି: ପ୍ରଭୁ ଅଲାରନାଥଙ୍କ ମନ୍ଦିରରେ 5ଟି ସଚିବ ଭିକେ ପାଣ୍ଡିଆନ୍। 5ଟି ସଚିବ ଆଜି ଅଚାନକ ଭାବେ ପୁରୀ ଜିଲ୍ଲା ବ୍ରହ୍ମଗିରିର ଆରାଧ୍ୟ୍ୟ ପ୍ରଭୁ ଶ୍ରୀ ଅଲାରନାଥ ମନ୍ଦିରରେ ପହଞ୍ଚିଥିଲେ ଠାକୁରଙ୍କ ଦର୍ଶନ କରିଛନ୍ତି । 5T ସଚିବଙ୍କ ସମେତ ଜିଲ୍ଲାପାଳ ଏବଂ ଅନ୍ୟ ପ୍ରଶାସନିକ ଅଧିକାରୀ,!-->…
ସ୍ୱାଧୀନତା ଦିବସରେ ରାଜ୍ୟ ସରକାର ମାଗଣାରେ ବଣ୍ଟନ କରିବେ ଜାତୀୟ ପତାକା
ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରିବାକୁ ଯାଉଛି । ଏହି ଅବସରରେ 'ହର ଘର ତ୍ରିରଙ୍ଗା' ଅଭିଯାନ ପାଇଁ ଘୋଷଣା କରାଯାଇଛି । ସେଥିପାଇଁ ଅଗଷ୍ଟ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ନାଗରିକ ନିଜ ନିଜ ଘରେ ରାଷ୍ଟ୍ରୀୟ ଧ୍ୱଜା ଉଡ଼ାଇବାକୁ ଅପିଲ!-->…
ପିଏମ ଆବାସ ଯୋଜନାରେ ଓଡ଼ିଶାର ଯୋଗ୍ୟ ହିତାଧିକାରୀଙ୍କୁ ଖୁବ ଶୀଘ୍ର ମିଳିବ ଘର : ଧର୍ମେନ୍ଦ୍ର ପ୍ରଧାନ
ପିଏମ ଆବାସ ଘରେ କେବଳ ଭାରତ ସରକାରଙ୍କ ଲୋଗୋ ଲଗାଇବା ପାଇଁ ବିଭାଗୀୟ ମନ୍ତ୍ରୀଙ୍କ ଓଡ଼ିଶା ସରକାରଙ୍କୁ ପରାମର୍ଶରାଜ୍ୟ ସରକାରଙ୍କୁ ସ୍ୱଚ୍ଛତାର ସହ ହିତାଧିକାରୀ ଚୟନ କରିବା, ଆବାସ ପ୍ଲସ ପୋର୍ଟାଲରେ ସଠିକ୍ ତଥ୍ୟ ପ୍ରଦାନ କରିବା, ଯୋଜନାର ତଦାରଖ ଏବଂ ଅନିୟମିତତାରେ ସମ୍ପୃକ୍ତ ଥିବା!-->…
ଅରବିନ୍ଦ ପାଢ଼ୀଙ୍କ ନିର୍ଦ୍ଦେଶ; ଅଫିସରେ ପାନ, ବିଡ଼ି ଓ ଗୁଟଖା ନିଷିଦ୍ଧ
ଭୁବନେଶ୍ୱର: ସରକାରୀ ଅଫିସରେ ପାନ, ଗୁଟଖା, ବିଡ଼ି ଓ ସିଗାରେଟ୍ ସେବନ ନିଷେଦ୍ଧ । କୌଣସି ପ୍ରକାର ନିଶା ଦ୍ରବ୍ୟ ଅଫିସରେ ସବନ କରିପାରିବେ ନାହିଁ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ ଏନେକି ଏକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ।
ବୁଧବାର!-->!-->!-->…
କର୍କଟ ପୀଡ଼ିତାଙ୍କୁ ସହାୟତା ଯୋଗାଇଦେଲା ଓଡ଼ିଶା ମୋ ପରିବାର
ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀ ସର୍ବଦା ଲୋକମାନଙ୍କ ଉପକାର ପାଇଁ ଅନେକ ପଦକ୍ଷେପମାନ ଗ୍ରହଣ କରିଆସିଛନ୍ତି ଏବଂ ଏହି ପରିପ୍ରେକ୍ଷିରେ ଯେପରି କୌଣସି ବ୍ୟକ୍ତି ସ୍ୱାସ୍ଥ୍ୟକୁ ନେଇ କିଛି ଅସୁବିଧାର ସମ୍ମୁଖୀନ ନହୁଅନ୍ତୁ ସେଥିପ୍ରତି ଗୁରୁତ୍ୱ ଦେଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା!-->…
ଜଳ ସମ୍ପଦ ବିଭାଗ -ଏନ୍ ଆଇଓଟି ବୁଝାମଣା, ଉପକୂଳ ସୁରକ୍ଷା ପାଇଁ ମିଳିବ ବୈଷୟିକ ସହାୟତା
ଭୁବନେଶ୍ୱର: ଓଡ଼ିଶାରେ ସମୁଦ୍ର ତଟ ସୁରକ୍ଷା ଓ ଲୁଣିବନ୍ଧ ସୁଦୃଢ଼ୀକରଣ ପାଇଁ ରାଜ୍ୟ ସରକାର ଏବଂ ରାଷ୍ଟ୍ରୀୟ ପ୍ରାଦ୍ୟୋଗିକ ସଂସ୍ଥାନ(ଏନଆଇଓଟି) ମଧ୍ୟରେ ଏକ ବୁଝାମଣା ପତ୍ର ବୁଧବାର ଅପରାହ୍ଣରେ ସ୍ୱାକ୍ଷରିତ ହୋଇଛି। ନିଜସ୍ୱ ଉଦ୍ୟମରେ ରାଜ୍ୟ ସରକାର ରାଜ୍ୟର ୪୮୦ କିଲୋମିଟର ଦୈର୍ଘ୍ୟ!-->…
ରାଜ୍ୟରେ ୧୦ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ, ୭୫ ହଜାର କୋଟିର ହେବ ନିବେଶ
ଭୁବନେଶ୍ବର: ରାଜ୍ୟରେ ପ୍ରାୟ ୭୪ ହଜାର ୬୨୦ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍ । ହାଇଲେଭଲ କ୍ଲିୟରାନ୍ସ କମିଟି ବୈଠକରେ ୧୦ଟି ପ୍ରକଳ୍ପକୁ ମଂଜୁରୀ ପରେ ଏନେଇ ସୂଚନା ମିଳିଛି । ଏହି ୧୦ଟି ପ୍ରକଳ୍ପରେ ନିଯୁକ୍ତି ସୁଯୋଗ ପାଇବେ ୨୪ ହଜାର ୦୪୭ ଜଣ । ରାୟଗଡ଼ା କାଶୀପୁରରେ!-->…
ସୁନ୍ଦରଗଡ଼ରେ ୨୮୭ଟି ସ୍କୁଲର ଛାତ୍ରଛାତ୍ରୀଙ୍କୁ ଏକକାଳୀନ ଯୋଡ଼ିପାରୁଛି ‘ଭର୍ଚୁଆଲ କ୍ଲାସ’
ସୁନ୍ଦରଗଡ଼: ଜଣେ ଶିକ୍ଷକ ଗୋଟିଏ ଶ୍ରେଣୀଗୃହରେ ରହି ହୁଏତ ୨୫ରୁ ୩୦ ଜଣ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଥାନ୍ତି। କିନ୍ତୁ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଯେତେବେଳେ ସେହି ଶିକ୍ଷକଙ୍କୁ ଶତାଧିକ ସ୍କୁଲରେ ଥିବା ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ଯୋଡ଼ି ଦିଆଯାଏ ସେ ଏକ ସମୟରେ ୫ରୁ ୧୦ ହଜାର!-->…
ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ : ୯ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର,୧୦।୮ ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର ଆଭିମୁଖ୍ୟ ଜାରି । ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୫ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍ସନ୍!-->…
ରାକ୍ଷୀ ପୁର୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ
ଭୁବନେଶ୍ୱର: ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ଆଗାମୀ କାଲି ରକ୍ଷା ବନ୍ଧନ ପାଇଁ ନବୀନ!-->…