Browsing Category

ଓଡିଶା

କଣ୍ଟାବାଞ୍ଜି ସହରର ଏକ ଲଜରୁ ୬୦ ଲକ୍ଷ ଜବତ: ୭ ଗିରଫ

କଣ୍ଟାବାଞ୍ଜି ୧୬/୦୯: ପାର୍ବଣ ଆରମ୍ଭରୁ ପୋଲିସକୁ ସଫଳତା । ଲଜରୁ ମିଳିଲା ୬୦ ଲକ୍ଷରୁ ଅଧିକ ଟଙ୍କା । କଣ୍ଟାବାଞ୍ଜି ସହରର ଏକ ଲଜ୍ ଉପରେ ପୋଲିସ ଚଢ଼ାଉ କରି ଏହି ଟଙ୍କା ଜବତ କରିଛି ପୋଲିସ । ବିଳମ୍ବିତ ରାତି କଣ୍ଟାବାଞ୍ଜି ପୋଲିସ ସହରର ଏକ ଲଜ ରେ ଚଢ଼ାଉ କରିଥିଲା । ଚଢ଼ାଉ ସମୟରେ ୭ ରାଜ୍ୟ…

ଲୋକଙ୍କ ପାଇଁ କାମ କଲେ କ୍ଲାନ୍ତ ଅନୁଭବ ହୁଏନି: ନବୀନ

ଭୁବନେଶ୍ୱର ୧୬/୦୯: ଲୋକଙ୍କ ପାଇଁ କାମ କଲେ କଷ୍ଟ ଲାଗେନି । ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନଙ୍କ ପ୍ରଶ୍ନରେ ଇଏ ଥିଲା ନବୀନଙ୍କ ଉତ୍ତର । ମୁମ୍ବାଇରେ ନିବେଶକଙ୍କ ସହିତ ଗୋଟିଏ ପରେ ଗୋଟିଏ ବୈଠକ କରି ଓଡିଶାରେ ପୁଞ୍ଜି ନିବେଶ ପାଇଁ ନିମନ୍ତ୍ରଣ କରିଥିଲେ ନବୀନ । କୁହାଯାଉଛି ଗୋଟିଏ…

ଖୁବଶୀଘ୍ର ଓଡ଼ିଶାରେ 5G ଟେଲିକମ ସେବା

ନୂଆଦିଲ୍ଲୀ ୧୬/୦୯: ଖୁବ୍ ଶୀଘ୍ର ଓଡ଼ିଶାରେ ଉପଲବ୍ଧ ହେବ 5-G ସେବା । ଭୁବନେଶ୍ବରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ୟୁନିଭର୍ସିଟିରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହା କହିଛନ୍ତି କେନ୍ଦ୍ର ଆଇ.ଟି. ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଏଥି ସହ ଖୁବ୍ ଶୀଘ୍ର ସୋଆରେ 5-G ଲ୍ୟାବ୍ ଓ…

ଆଜି ଓଡ଼ିଶା ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ବର: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗୁରୁବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ଶିକ୍ଷା ଓ ଅନୁସନ୍ଧାନ ବିଶ୍ବବିଦ୍ୟାଳୟ (ସୋଆ) ପକ୍ଷରୁ ଆୟୋଜିତ ମୋଦୀ @୨୦ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ । ସକାଳ ୮.୪୫ମିନିଟରେ…

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବେଡରୁ ପଡି ମହିଳାଙ୍କ ମୃତ୍ୟୁ

ଜୟପୁର ୧୫।୦୯ : ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ । ଡାକ୍ତରଖାନା ବେଡରୁ ପଡି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ଭାନୁ ଜାନୀ। ଜୟପୁର ଟାଉନ ଥାନାରେ ସଂପର୍କୀୟଙ୍କ ଅଭିଯୋଗ । ସ୍ବାମୀ ମଙ୍ଗଳା ଜାନୀଙ୍କ କେୟାର ଟେକର ଭାବେ ଗତକାଲି ଡାକ୍ତରଖାନା ଯାଇଥିଲେ…

ଘରକୁ ଡାକି ଦୁଇ ଭାଇଙ୍କୁ ହାଣିଲା ପଡୋଶୀ

କେନ୍ଦ୍ରାପଡ଼ା ୧୫।୦୯ : ଘରକୁ ଡାକି ଦୁଇ ଭାଇଙ୍କୁ ହାଣିଲା ପଡୋଶୀ । କେନ୍ଦ୍ରାପଡ଼ା ଟାଉନ୍ ଥାନା ଅନ୍ତର୍ଗତ ଜଇପୁରାରେ ଘଟିଛି ଅଘଟଣ । . ଆକ୍ରମଣରେ ସେକ ଅବଦୁଲ କାଦିର, ସେକ୍ ଅବଦୁଲ ସାଜିଦ ଆହତ ହୋଇଛନ୍ତି । ଉଭୟଙ୍କୁ ଆହତ ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୂର୍ବ…

ମୁମ୍ବାଇରେ ଓଡ଼ିଶା ନିବେଶକ ସମ୍ମିଳନୀ; ୨୫ ହଜାର କୋଟି ଟଙ୍କାର ନିବେଶ କରିବାକୁ ଘୋଷଣା କଲା ବେଦାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ଆଉ ୨୫ ହଜାର କୋଟି ଟଙ୍କାର ନିବେଶ କରିବ ବେଦାନ୍ତ । ଆଲୁମିନିୟମ ଫେରୋକ୍ରୋମ ଓ ମାଇନିଂ କ୍ଷେତ୍ରରେ ଏହି ପୁଞ୍ଜିନିବେଶ କରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୁମ୍ବାଇ ଗସ୍ତ ସମୟରେ ଏହି ଘୋଷଣା କରିଛି ବେଦାନ୍ତ । ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ରେ ଏହି…

ଜୈବ ବର୍ଜ୍ୟବସ୍ତୁ ପରିଚାଳନା ମାମଲା, ବ୍ୟବସ୍ଥା ଅନୁଧ୍ୟାନ କରି ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟର ପ୍ରମୁଖ ତିନି ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ‌ଜୈବ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ରହିଥିବା ବ୍ୟବସ୍ଥାର ତଦାରଖ କରି ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ମୈତ୍ରୀ ସଂସଦର ତିନି ଜଣ ପ୍ରତିନିଧି…

ବିଜେପି ପ୍ରାଦେଶିକ ପ୍ରଶିକ୍ଷଣ ଶିବିରର ଦ୍ବିତୀୟଦିନ: ‘ତୃଣମୂଳ ସ୍ତରରେ ଦଳକୁ ସୁଦୃଢ଼ କରାଯିବ’

ପୁରୀ : କେନ୍ଦ୍ର ସରକାରଙ୍କ ବିକାଶମୂଳକ ଯୋଜନା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚାଇବାକୁ ବିଜେପି ପକ୍ଷରୁ ପ୍ରାଥମିକତା ଦିଆଯିବ। ୨୦୨୪ ମସିହାରେ ସାଧାରଣ ନିର୍ବାଚନରେ ବିଜୟ ଏବଂ ଓଡ଼ିଶାରେ ସରକାର ଗଠନ ମୂଳଲକ୍ଷ୍ୟ ଥିବାରୁ ତୃଣମୂଳ ସ୍ତରରେ ଦଳକୁ ପ୍ରସ୍ତୁତ କରାଯିବ। ଏକ ସ୍ଥାନୀୟ…

ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଏଏସ୍‌ପିଙ୍କ ମାଡ଼

ନବରଙ୍ଗପୁର: ଖାକିର ଦାଦାଗିରି । ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଏଏସ୍‌ପିଙ୍କ ମାଡ଼ । ଗଣମାଧ୍ୟମ ପ୍ରତିନିଧିଙ୍କୁ ପୋଲିସ ଲାଠିରେ ଆକ୍ରମଣ କରିଥିବା ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନାର ଏହି ଘଟଣା ଘଟିଛି । ସାମ୍ବାଦିକଙ୍କୁ ମାଡ଼ ଅଭିଯୋଗରେ…