Browsing Category

ଓଡିଶା

ଏସସିବି ମେଡିକାଲରେ ପ୍ରଥମଥର ପାଇଁ ବ୍ଲାକ ଫଙ୍ଗସ ପ୍ଲାଷ୍ଟିକ ସର୍ଜରି ସଫଳ

କଟକ: ଓଡିଶା ଇତିହାସରେ ପ୍ରଥମ ଥର ପାଇଁ କଟକର ଏସସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସଫଳ ହୋଇଛି ବ୍ଲାକ ଫଙ୍ଗସ ପ୍ଲାଷ୍ଟିକ ସର୍ଜରି । ବ୍ରହ୍ମପୁରୁର ଏମ୍.ମେନକା ମାରାତ୍ମକ ରୋଗ ବ୍ଲାକ୍ ଫଙ୍ଗସର ଶିକାର ହୋଇଥିଲେ । ଫଳରେ ସେ ତାଙ୍କର ମାଢି ଓ ଦାନ୍ତକୁ ହରାଇ ଏକ ପ୍ରକାର ଭିନ୍ନକ୍ଷମ…

ସରେଣ୍ଡର ପରେ ଗିରଫ ହେଲେ ଚର୍ଚ୍ଚିତ ମିଶ୍ର

ସରେଣ୍ଡର ପରେ ଗିରଫ ହେଲେ ଚର୍ଚ୍ଚିତ ମିଶ୍ର । ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତଙ୍କୁ ଗିରଫ କଲା ସିବିଆଇ । CBIର ଅଭିଯୁକ୍ତ ତାଲିକାରେ ଥିଲେ ଚର୍ଚ୍ଚିତ । ଆଜି ଭୋର ୪ଟାରେ ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ ପହଞ୍ଚି ସରେଣ୍ଡର କରିଥିଲେ । ଏହାପରେ ତାଙ୍କର ଡାକ୍ତରୀ ପରୀକ୍ଷା…

ଭାଲୁ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କୋରାପୁଟ : କୋରାପୁଟ ଜିଲ୍ଲାର ଦଶମନ୍ତପୁର ବ୍ଲକ ପୋଡ଼ାଗଡ଼ ଗ୍ରାମପଞ୍ଚାୟତର ଦୁରିଆଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବିଧବାମହିଳା ପାହାଡ଼ରେ ବାଉଁଶ ଗଜା (କୋରଡ଼ି) ସଂଗ୍ରହ କରୁଥିବା ବେଳେ ଭାଲୁ ଆକ୍ରମଣରେ ଶିକାର ହୋଇ। ମୃତ୍ୟୁ ବରଣ କରିଥିବା ଦେଖିବାକୁ ମିଳିଛି।…

ରାଜ୍ୟରେ ଆଉ ୮୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୪୯୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩୪୬ଜଣ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ଜଣ ଆକ୍ରାନ୍ତ ଜନ୍ମରୁ ୧୮ ବର୍ଷ…

ବିବାହିତ ମହିଳାଙ୍କ ସହ ସମ୍ପର୍କ ରଖିବା ଅଭିଯୋଗରେ ଯୁବକଙ୍କୁ ଛେଚିଲେ

ବ୍ରହ୍ମପୁର: ଜଣେ ବିବାହିତ ମହିଳାଙ୍କ ସହ ସମ୍ପର୍କ ରଖିବା ଅଭିଯୋଗରେ ଛତ୍ରପୁର ଅଞ୍ଚଳର ଜଣେ ଯୁବକଙ୍କୁ ଉକ୍ତ ମହିଳାଙ୍କ ଭାଇ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହା ସହ ଯୁବକ ଜଣଙ୍କୁ ମାଡ଼ ମାରିବା ପରେ ତାଙ୍କୁ ଅପହରଣ କରି ନେଉଥିଲେ । ଏହି ସମୟରେ କୌଶଳ କ୍ରମେ ଯୁବକ ଜଣଙ୍କ ଖସି ପଳାଇ ଏକ…

ଆମ୍ବୁଲାନ୍ସ ଓ ଟାଟା ଏସି ମୁହାଁମୁହିଁ ଧକ୍କା, ଦୁଇ ଚାଳକ ଓ ରୋଗୀ ଆହତ

କାମାକ୍ଷାନଗର:ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାର ମହୁଲି ଛକ ନିକଟରେ ଆମ୍ବୁଲାନ୍ସ ଓ ଟାଟା ଏସି ମୁହାଁମୁହିଁ ଧକ୍କା ହେବାଫଳରେ ୩ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ଆମ୍ବୁଲାନ୍ସ ଡ୍ରାଇଭର ମଙ୍ଗରାଜ…

କ୍ରୀଡ଼ା ଶିକ୍ଷକଙ୍କ ୪.୬୭ କୋଟିର ସମ୍ପତ୍ତି ଠାବ: ଘରୁ ମିଳିଲା ୭୨୧ ଗ୍ରାମର ସୁନା, ୧୨୮୪ ଗ୍ରାର ରୂପା

ବ୍ରହ୍ମପୁର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭୋରୁ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ କ୍ରୀଡା ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଚଢ଼ଉ ହୋଇଛି । ଜନାର୍ଦ୍ଦନ ଜରଡା ଥାନା ଅନ୍ତର୍ଗତ ଜରୟନ୍ତୀପୁରସ୍ଥିତ ଦିବ୍ୟସିଂହ ବିଦ୍ୟାପୀଠର କ୍ରୀଡା ଶିକ୍ଷକ ଭାବରେ କାର୍ଯ୍ୟ କରୁଛନ୍ତି ।…

ମଦ ପିଇ ରାସ୍ତାରେ ଗଡ଼ିଲେ ପିଇଓ!

ବୁଗୁଡ଼ା : ଡ୍ୟୁଟି ସମୟରେ ଡ୍ୟୁଟି ନ କରି ମଦ ପିଇ ରାସ୍ତାରେ ଗଡୁଛନ୍ତି ସରକାରୀ କର୍ମଚାରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ସହରରେ । ଅଫିସ୍ ସମୟରେ ଅଫିସ୍‌ରେ ନରହି ଜଣେ ସରକାରୀ କର୍ମଚାରୀ ରାସ୍ତାକଡ଼ରେ ମଦ ପିଇ ଅଚେତ ଅବସ୍ଥାରେ ପଡ଼ି ରହିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେଉଥିବା ସ୍ବାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ରାଜ୍ୟ ମହିଳା କମିଶନ

ଭବାନୀପାଟଣା: ଦୁଇଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ରାଜ୍ୟ ମହିଳା କମିଶନ ମିନତୀ ବେହେରା । ପ୍ରଥମ ଦିନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦଭାବନା ଗୃହରେ ଓଡିଶା ରାଜ୍ୟ ମହିଳା ଆୟୋଗ ଶିବିର ଅଦାଲତରେ ଯୋଗ ଦେଇଥିଲେ। ୫୦ଟି ପାରିବାରିକ କଳହ ଓ ବିଭିନ୍ନ ଅଭିଯୋଗ ପତ୍ର…