Browsing Category

ଓଡିଶା

ମୂଲ୍ୟ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ରାଜଭବନ ଘେରାଉ

ଭୁବନେଶ୍ବର: ମୂଲ୍ୟ ବୃଦ୍ଧି ଓ ଜିଏସଟି ନେଇ ଆଜି କଂଗ୍ରେସ ପକ୍ଷରୁ ରାଜଭବନ ଘେରାଉ କରାଯାଇଛି। ଦେଶରେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ସହ ବେକାରୀ ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ଉପରେ ଦ୍ରବ୍ୟ ଓ ସେବା କର…

ଆବାସିକ ବିଦ୍ୟାଳୟରେ ବ୍ୟାପିଲା କରୋନା, ୪୧ ଛାତ୍ରୀ ସଂକ୍ରମିତ

ରାୟଗଡ଼ା: ହଇଜା ପରେ କରୋନା ଭୟ । କାଶୀପୁରରେ ହଇଜା ଆତଙ୍କ ପରେ ଚନ୍ଦ୍ରପୁର ବ୍ଲକରେ କାୟା ମେଲାଇଛି କରୋନା । ଚନ୍ଦ୍ରପୁର ବ୍ଲକର ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ୪୧ ଜଣ ଛାତ୍ରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ବିଦ୍ୟାଳୟ ହଷ୍ଟେଲରେ ରହୁଥିବା କିଛି ଛାତ୍ରୀଙ୍କୁ ଜର ଓ ଦେହ…

ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଡାଇରିଆ ଅଞ୍ଚଳ ଗସ୍ତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିକରପାଇ ଓ ବୁଡ଼ାଗୁଡା ପଞ୍ଚାୟତରେ ଲାଗିରହିଥିବା ଡାଇରିଆ ଅଞ୍ଚଳକୁ ଆଜି ଅନୁସୂଚିତ ଜନଜାତି ଓ ଜାତି ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଗସ୍ତ କରିଛନ୍ତି । ସେ ପ୍ରଥମେ…

କାରଣ ଦର୍ଶାଅ ନୋଟିସ୍‌ର ଜବାବ ଦେଲେ ବିଧାୟକ ମହମ୍ମଦ ମୋକିମ

ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିବାବେଳେ ଜବାବ ରଖିଛନ୍ତି ବିଧାୟକ ମହମ୍ମଦ ମୋକିମ । ସେ କହିଛନ୍ତି, ଜାରି ହୋଇଥିବା ନୋଟିସ୍‌ରେ ଜବାବ ରଖିଛି । କ’ଣ ଲେଖିଛି ଏବେ ସ୍ପଷ୍ଟ କରିପାରିବି ନାହିଁ । ତେବେ ମୋକିମଙ୍କ ଜବାବ ପରେ ପିସିସି ସଭାପତି ଶରତ…

ଭିଜିଲାନ୍ସ ଜାଲରେ କ୍ରୀଡା ଶିକ୍ଷକ ଜନାର୍ଦ୍ଦନ ସାହୁ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ କ୍ରୀଡା ଶିକ୍ଷକ । PET ଜନାର୍ଦ୍ଦନ ସାହୁଙ୍କ ବାସଭବନରେ ଭିଜିଲାନ୍ସ ରେଡ । କ୍ରୀଡ଼ା ଶିକ୍ଷକଙ୍କର ରହିଛି ଅମାପ ସମ୍ପତ୍ତି । ମଦ ଭାଟିଠୁ ଆରମ୍ଭ କରି ପେଟ୍ରୋଲ ପମ୍ପ ଓ ଗ୍ୟାସ୍ ଗୋଦାମ ବି ରହିଛି। ଏହାବାଦ ବହୁତଳ ବିଶିଷ୍ଟ କୋଠା ବି ରହିଛି। ଆୟ…

୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠଯନ୍ତ୍ରୀ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଟିକନାଥ ଭଇଁସାଲ ଜଣେ ଭେଣ୍ଡରଙ୍କ ନିକଟରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏ ନେଇ ଭିଜିଲାନ୍ସ ଟିମ୍‌ ଏକ ମାମଲା (ନଂ.୧୫/୨୨) ରୁଜୁକରି ଯନ୍ତ୍ରୀଙ୍କୁ ଅଟକ…

ରାଜ୍ୟରେ ଝାଡାବାନ୍ତି ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟରେ ଦେଖାଦେଇଥିବା ଝାଡାବାନ୍ତି ନେଇ ଆଜି ମୁଖ୍ୟଶାସନ ସଚିବ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ସେ ଗ୍ରାମ ଓ ୱାର୍ଡ ରୁ କମ୍ୟୁନିଟି ହେଲଥ୍ ସେଣ୍ଟର, ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ତ୍ୱରିତ ଡାଇରିଆ ସୂଚନା ପ୍ରସାରଣ ବ୍ୟବସ୍ଥା ଉପରେ…

୧୮ ବର୍ଷ ହେଲେ ଭୋଟର କାର୍ଡ ପାଇଁ ଆଉ ବର୍ଷେ ଅପେକ୍ଷା କରିବାକୁ ପଡ଼ିବ ନାହିଁ: ସୁଶୀଲ ଲୋହାନି

ଭୁବନେଶ୍ବର: ୧୮ ବର୍ଷ ହେଲେ ଭୋଟର କାର୍ଡରେ ସାମିଲ ପାଇଁ ଆଉ ବର୍ଷେ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଏଣିକି ବର୍ଷକୁ ୪ ଥର ଆବେଦନ କରିପାରିବେ ନୂଆ ଭୋଟର। ଜାନୁଆରୀ ୧,ଏପ୍ରିଲ ୧, ଜୁଲାଇ ୧ ଓ ଅକ୍ଟୋବର ୧ ତାରିଖ ସୁଦ୍ଧା ୧୮ ବର୍ଷ ପୂରୁଥିଲେ ନା ସାମିଲ ପାଇଁ ଆବେଦନ କରିପାରିବେ ବୋଲି…

ଦୁଇ ମାସର ଗର୍ଭବତୀ ପ୍ରେମିକାକୁ ଛାଡି ପ୍ରେମିକ ଫେରାର

ବାଲେଶ୍ୱର: ଲଭ, ସେକ୍ସ , ଧୋକ୍କା । ପ୍ରଥମେ ଭଲ ପାଇଲେ ପରେ ପରିବାରର ଅଜାଣତରେ ବିବାହ କଲେ । କିନ୍ତୁ ଏବେ ୨ମାସର ଗର୍ଭବତୀ ପ୍ରେମିକାକୁ ଛାଡି ପ୍ରେମିକ ଫେରାର । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ନୂଆଗାଁରେ ଘଟିଛି ଏପରି ଘଟଣା । ପିଡୀତା କୋରାପୁଟର ଏକ ନର୍ସିଂହୋମରେ କାମ କରନ୍ତି ।…

ଯାଜପୁରରେ ଟ୍ରକ୍‌ ଚଢ଼ାଇ ମାଆ ଝିଅଙ୍କୁ ହତ୍ୟା ଘଟଣା: ଗିରଫ ହେଲା ଅଭିଯୁକ୍ତ ଡ୍ରାଇଭର

ଯାଜପୁର: ଯାଜପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥର ବରଡ଼ା ଛକରେ ଟ୍ରକ୍‌ ଚଢ଼ାଇ ମାଆ ଝିଅଙ୍କୁ ହତ୍ୟା ଘଟଣା । ଆରୁହା ଛକରେ ମାଆ, ଝିଅ ଓ ଡ୍ରାଇଭର ମଧ୍ୟରେ ଝଗଡ଼ାର ଭିଡିଓ ମୋବାଇଲରେ ସୁଟ୍‌ କରିଥିଲେ ଝିଅ ସୋନାଲି । ସେହି ମୋବାଇଲକୁ ଜେନାପୁର ପୋଲିସ ଜବତ କରିଛି । ମୋବାଇଲକୁ ତଦନ୍ତ ପରିସର…