Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟରେ ବାଘ ସଙ୍କଟ ଦୂର କରିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ
ଭୁବନେଶ୍ବର ୨୯।୭: ରାଜ୍ୟରେ ବାଘ ସଙ୍କଟ ଦୂର କରିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଖୁବଶୀଘ୍ର କରାଯିବ ନୂଆ ଷ୍ଟଡ଼ି । ଚିଡ଼ିଆଖାନାରେ ଜନ୍ମିତ ବାଘକୁ ହିଂସ୍ର କରି ଜଙ୍ଗଲରେ ଛାଡ଼ିବାକୁ ଯୋଜନା କରାଯାଉଛି ।
ବେଙ୍ଗାଲୁରୁର ନ୍ୟାସନାଲ ସେଣ୍ଟର ଫର ବାୟୋଲଜିକାଲ ସାଇନ୍ସେସ ସହ ମିଶି!-->!-->!-->…
ବାଜିଛି ୫ଟି ଗୁଳି, ଦୁଇଦିନ ହେଲା ଖାଉନି ହାତୀ
ନରସିଂହପୁର: କଟକ ଜିଲା ନରସିଂହପୁର ପଶ୍ଚିମ ରେଞ୍ଜ ବାରସିଙ୍ଗା ଜଙ୍ଗଲରେ ଗୁଳିବିଦ୍ଧ ଦନ୍ତାହାତୀ ଶୁକ୍ରବାର ଗୁରୁତର ହୋଇପଡିଛି। ଦୁଇଦିନ ହେଲା ହାତୀ ଖାଦ୍ୟ ଗ୍ରହଣ କରୁନାହିଁ। ଫଳରେ ବନ କର୍ମଚାରୀ ଚିନ୍ତାରେ ପଡିଛନ୍ତି।ମିଳିଥିବା ସୂଚନା ମୁତାବକ, ଛଅ ଦିନ ତଳେ ଏକ ଦନ୍ତା ହାତୀ ଶିକାରୀଙ୍କ!-->…
କ୍ୟାନ୍ସର ହୋଇନି, କେମୋ ଦେଇ ଅଙ୍ଗ କାଟିଦେଇଥିବା ଅଭିଯୋଗ
କଟକ ୨୯।୦୭ : କ୍ୟାନ୍ସର ହୋଇନି । କେମୋ ଦେଇ ଅଙ୍ଗ କାଟିଦେଲେ । ଏସସିଵିରେ କ୍ୟାନସର ପରୀକ୍ଷାର ଭୁଲ ରିପୋର୍ଟ ଆସିଥିବା ନେଇ ଅଭିଯୋଗ ଆସିଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ସରୀତ୍ ଦୀପ୍ ଶତପଥୀ ଏନେଇ ଏସସିଵି ମେଡିକାଲ ସୁପରିଣ୍ଟେଡେଣ୍ଟଙ୍କ ନିକଟରେ ଅଭିଯୋଗ କରିଛନ୍ତି।
ଅଭିଯୋଗ!-->!-->!-->…
ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ବିବାଦ: ସରକାରୀ ବିଜ୍ଞପ୍ତି ଉପରେ ଅନ୍ତରୀଣ ରହିତାଦେଶ
କଟକ ୨୯।୭: ସାହିତ୍ୟ ଏକାଡେମୀ ବିବାଦରେ ସରକାରଙ୍କୁ ଝଟ୍କା ଲାଗିଛି । ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ନିୟମାବଳୀ ବିବାଦ ମାମଲାରେ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି ହାଇକୋର୍ଟ । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ଜବାବ ଦାଖଲ!-->…
କଲରାପତରିଆ ବାଘଛାଲ ଜବତ, ଅଭିଯୁକ୍ତ ଗିରଫ
ଭବାନୀପାଟଣା: ପୁଣି ଏକ କଲରାପତରିଆ ବାଘଛାଲ ଜବତ ହୋଇଛି। କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଡିଲ୍ ଚାଲିଥିବା ବେଳେ ଭବାନୀପାଟଣା ନର୍ଥ ରେଞ୍ଜ୍ ଓ ଏସ୍ଟିଏଫ୍ର ମିଳିତ ଚଢ଼ାଉଇରେ ଏହି ବାଘଛାଲ ଜବତ ହୋଇଥିବା ସୂଚନା ରହିଛି। ବାଘଛାଲ ଜବତ ହେବା ସହ କଳାହାଣ୍ଡି ଜିଳ୍ଳାର ଗୁନୁପୁର!-->…
ଶାଶୁ, ଶ୍ୱଶୁରଙ୍କୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ
ଭବାନୀପାଟଣା: କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଧୀନ ବଲାଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘରେ ଶୋଇଥିବା ବେଳେ କବାଟ ଫାଙ୍କରୁ ପେଟ୍ରୋଲ ଢାଳି ନିଆଁ ଲଗାଇ ଶାଶୁ, ଶ୍ୱଶୁରଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଏଥିରେ ଶ୍ୱଶୁର ବରୁଣ ମାଝି ଓ ଶାଶୁ!-->…
ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣା : ବାପାଙ୍କ ପରେ ପୁଅର ବି ଗଲା ଜୀବନ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ରାମଚନ୍ଦ୍ରପୁରରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣା । ବାପାଙ୍କ ପରେ ଏବେ ପୁଅଙ୍କର ବି ଚାଲିଗଲା ଜୀବନ । ମୃତକଙ୍କ ନାମ ଅଶୋକ ନାୟକ ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ଗତ ୨୨ ତାରିଖରେ ଘର ଭିତରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା ।!-->!-->!-->…
ଆଜି ରାଜ୍ୟରେ ୧୦୨୦ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି!-->…
ଅଶ୍ଳୀଳ ଭିଡିଓ ଭାଇରାଲ ଧମକ ଦେଇ ୬ ଲକ୍ଷ ଟଙ୍କା ଲୁଟିଲା ପ୍ରେମିକ
ଭୁବନେଶ୍ୱର: ମହିଳାଙ୍କ ଅଶ୍ଳୀଳ ଭିଡିଓ ସୁଟିଂ କରି ଭାଇରାଲ୍ କରିବାକୁ ଧମକ ଦେଇ ବ୍ଲାକ୍ମେଲିଂ କରିବା ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୁଲିସ୍ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ନୟାଗଡ଼ର ଉପେନ୍ଦ୍ର ସାହୁ । ୧୧ ମାସ ହେବ ଉପେନ୍ଦ୍ର ଫେରାର ଥିଲେ । ଗତକାଲି ରାତିରେ!-->…
ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଇଛି କରୋନା
ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯,୧୩୮କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ମୃତକ ଜଣଙ୍କ ଭଦ୍ରକର ଜଣେ ୪୧ ବର୍ଷୀୟ!-->…