Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାରେ ଅଛି ୪୮ଟି ପଞ୍ଜିକୃତ ୱେବ୍ ଚ୍ୟାନେଲ: ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଏବେ ଛତୁ ଫୁଟିବା ଭଳି ୱେବ ମିଡ଼ିଆ ଚ୍ୟାନେଲ ଖୋଲିଛି । ପ୍ରତିଦିନ ଏହି ସଂଖ୍ୟା ବଢିବାରେ ଲାଗିଛି । ସୋସିଆଲ ମିଡ଼ିଆରେ ବିଭିନ୍ନ ନାଁ ଓ ଲୋଗୋ ଥିବା ୱେବ ମିଡ଼ିଆ ଏବେ ସାମ୍ନାକୁ ଆସୁଛି । ଏହି ସଂଖ୍ୟା ଶତାଧିକ ମଧ୍ୟ କମ ନୁହେଁ କିନ୍ତୁ ସରକାରଙ୍କ ତଥ୍ୟ ଆପଣଙ୍କୁ!-->…
ବିଜେଡିରେ ମିଶିଲେ ଶତାଧିକ ଭାଜପା-କଂଗ୍ରେସ କର୍ମୀ
ଭୁବନେଶ୍ୱର: ଗୋପାଳପୁର ଓ ନବରଙ୍ଗପୁରର ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ଦଳ ଛାଡି ମଙ୍ଗଳବାର ବିଜେଡିରେ ଯୋଗ ଦେଇଛନ୍ତି । ରାଜ୍ୟ ଯୁବ ବିଜେଡି କାର୍ଯ୍ୟାଳୟରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ କର୍ମୀମାନେ ଦଳରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନୀତି!-->…
ଲିଫ୍ଟ ମାଗି ବ୍ୟବସାୟୀଙ୍କୁ ଭୁଜାଲିରେ ହାଣି ଲୁଟି ନେଲେ ୧ ଲକ୍ଷ ୭୦ ହଜାର ଟଙ୍କା
ଲିଫ୍ଟ ମାଗିବା ବାହାନାରେ ରାସ୍ତାରେ ଯାଉଥିବା ବ୍ଯବସାୟୀଙ୍କୁ ଅଟକାଇ ଭୂଜାଲିରେ ଆକ୍ରମଣ କରି ୧ ଲକ୍ଷ ୭୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ମଥାନୀ ଅଣ୍ତର ବାଇପାସ ନିକଟରେ ଆଜି ସକାଳା ୯ ଟା ସମୟରେ ଲକ୍ଷ୍ମଣପଡା!-->…
କାଶିପୁର ହଇଜା କୁ ନେଇ ବିଧାସଭାରେ ବିରୋଧୀଙ୍କ ହଟ୍ଟଗୋଳ
ଭୁବନେଶ୍ୱର : ବିଧାନସଭା ପ୍ରଶ୍ନକାଳରେ ପୁଣି ଉଠିଲା କାଶୀପୁରରେ ଝାଡ଼ାବାନ୍ତି ବ୍ୟାପିବା ପ୍ରସଙ୍ଗ । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ଉତ୍କଳ ଆଲୁମିନା ପାଣିକୁ ବିଶୋଧନ ନକରି ଦୂଷିତ ପାଣି ଛାଡୁଥିବାରୁ ଝାନ୍ତାବାନ୍ତି ବ୍ୟାପୁଛି । ଏନେଇ ବିଧାନସଭା!-->…
ବାବୁ ପରିବାର ପାଖକୁ ଫେରି ଖୁସିରେ ସଂସାର କରୁ : ମନ୍ମଥ
ଭୁବନେଶ୍ୱର: ଅଭିନେତା ବାବୁସାନ ମହାନ୍ତି, ତାଙ୍କ ସ୍ତ୍ରୀ ତୃପ୍ତି ଶତପଥୀ, ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ବିବାଦ ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ମଙ୍ଗଳବାର ପ୍ରକୃତିଙ୍କ ବାପା ମନ୍ମଥ ମିଶ୍ର ନିଜ ପ୍ରତିକ୍ରିୟା ରଖି କହିଛନ୍ତି, ସେ ଚାହାନ୍ତି ବାବୁସାନ ତାଙ୍କ ଘରକୁ ଫେରିଯାଆନ୍ତୁ!-->…
ସୁପ୍ରିମକୋର୍ଟ କଲେଜିୟମର ଅନୁମୋଦନ: ଓଡ଼ିଶା ହାଇକୋର୍ଟକୁ ୩ ନୂଆ ବିଚାରପତି
କଟକ: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ୩ଜଣଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଅନୁମୋଦନ କରାଯାଇଛି। ଆଜି ସୁପ୍ରିମକୋର୍ଟ କଲେଜିୟମର ବୈଠକରେ ଏହା ଉପରେ ମୋହର ବାଜିଛି। ଏସଂକ୍ରାନ୍ତରେ ମଧ୍ୟ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ୩ଜଣଙ୍କ ମଧ୍ୟରେ!-->…
ପ୍ରକୃତି ମିଶ୍ରଙ୍କୁ ଘଣ୍ଟାଏ ଜେରା କଲା ପୋଲିସ
ଭୁବନେଶ୍ୱର : ପ୍ରକୃତିଙ୍କୁ ଘଣ୍ଟାଏ ଜେରା । ଗୋଟିଏ କି ଦୁଇଟା ନୁହେଁ, ଏକାଥରକେ ପୋଲିସର ଡଜନେରୁ ପ୍ରଶ୍ନ ଅଧିକ ପ୍ରଶ୍ନ । ଭୁବନେଶ୍ୱର ସ୍ଥିତ ବାସଭବନରେ ଅଭିଭାବକ ଉପସ୍ଥିତିରେ ପ୍ରକୃତି ମିଶ୍ରଙ୍କୁ ଜେରା କରିଛି ଖାରବେଳନଗର ଥାନା ପୋଲିସ ।
ଖବର ଅନୁଯାୟୀ, ପୂର୍ବ ନୋଟିସ୍ ଆଧାରରେ!-->!-->!-->…
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଆଜି ମଧ୍ୟ ହଜାରେ ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୭୫ ଜଣ ସ୍ଥାନୀୟ ସଂକ୍ରମିତ ।
ସେହିଭଳି!-->!-->!-->…
ଆଉ ଏକ ଗୁଳିବିଦ୍ଧ ଅସୁସ୍ଥ ଦନ୍ତା ହାତୀ ଠାବ
କଟକ: କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ନରସିଂହପୁର ପୂର୍ବ ବନ ବିଭାଗ ଅଧିନ ଦେବଭୂମି ସଂରକ୍ଷିତ ଜଙ୍ଗଲ ନୂଆଗଡ କମ୍ପାଣ୍ଟମେଣ୍ଟ ୩ ଜଙ୍ଗଲରେ ଏକ ଗୁଳିବିଦ୍ଦ ଦନ୍ତାହାତୀ ଅସୁସ୍ଥ ହୋଇ ବୁଲୁଥିବା ସୂଚନା ମିଳିଛି।
ଏକ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏକ ୩୦ ରୁ ୩୨!-->!-->!-->…
ମାଣ୍ଡିଆର ଚାହିଦା ବିଶ୍ୱ ଦରବାରରେ ରହିଛି : ଭାରତ ଏହାର ନେତୃତ୍ଵ ନେବ– ଏପିଡା ମହା ପ୍ରବନ୍ଧକ…
ସୁନ୍ଦରଗଡ଼ ଜିଲ୍ଲା ପ୍ରତିନିଧି // ନିଃସର୍ତ୍ତ
ସୁନ୍ଦରଗଡ଼ : ସୁନ୍ଦରଗଡରେ ଆନ୍ତର୍ଜାତିକ ପୁଷ୍ଟିଶସ୍ୟ ବର୍ଷର ଶଙ୍ଖନାଦ ଭାରତ ସରକାରଙ୍କ ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟର କୃଷି ଏବଂ ପ୍ରକ୍ରିୟାକୃତ ଖାଦ୍ଯ ଉତ୍ପାଦ ରପ୍ତାନୀ ବିକାଶ ପ୍ରାଧିକରଣ(ଏପିଡା) ତରଫରୁ ଓଡିଶା ମିଲେଟ ମିଶନ,!-->!-->!-->…