Browsing Category

ଓଡିଶା

ଉତ୍କଳ ବିଶ୍ୱବିଦ୍ୟାଳୟ ତରଫରୁ ବାଙ୍କୀଠାରେ ‘ବିଶ୍ୱ ଜଳବୁଡ଼ି ନିରୋଧ’ ଦିବସ ପାଳିତ

ଭୁବନେଶ୍ୱର : ସୋମବାର ଉତ୍କଳ ବିଶ୍ୱବିଦ୍ୟାଳୟ ତରଫରୁ ବାଙ୍କୀ ସ୍ଥିତ ମହାନଦୀ କୁଳର ଅରଖ ପଡିଆ ଠାରେ 'ବିଶ୍ୱ ଜଳବୁଡ଼ି ନିରୋଧ' ଦିବସ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପ୍ରଫେସର ସବିତା ଆଚାର୍ଯ୍ୟ, କୁଳପତି, ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ,…

ଯାଜପୁରରୁ ୬୦ ଗ୍ରାମର ବ୍ରାଉନସୁଗାର ଜବତ, ଭାଇଭଉଣୀ ଗିରଫ

ଧଳା ଜହର କାରବାର ବେଳେ ଯାଜପୁର ଅବକାରୀ ବିଭାଗ ପକ୍ଷରୁ ଯାଜପୁର ବ୍ଳକ ମାଳଆନନ୍ଦପୁର ନିକଟରେ ଚଢ଼ାଉ।୬୦ଗ୍ରାମର ବ୍ରାଉନସୁଗାର ଓ ନଗଦ ୫୦୦୦ ଟଙ୍କା ଜବତ ଏବଂ ୨ ଜଣ ଭାଇ ଭଉଣୀଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଭାଇ ଭଉଣୀ ହେଲେ ଭଦ୍ରକ ରହନଜା ଅଞ୍ଚଳର ଅନନ୍ତ ଖଟୁଆ ଏବଂ ବ୍ୟାସନଗର…

ରାଜ୍ୟରୁ ଆଉ ୧୦୦୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୦୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨,୯୧,୬୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିିଆଯାଇଛି।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ନଭୀ ମୁମ୍ବାଇ ମହାନଗର ନିଗମର ୬୧ ଲକ୍ଷ ଟଙ୍କା ଛାଡ଼ କଲେ ଓଡିଶା ସରକାର

କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନଭୀ ମୁମ୍ୱାଇ ମହାନଗର ନିଗମର ଡାକ୍ତର ଓ ନର୍ସ ମାନଙ୍କ ମୁମ୍ୱାଇସ୍ଥିତ ଓଡ଼ିଶା ଭବନରେ ରହଣୀ ବାବଦ ୬୧ ଲକ୍ଷ ୫ ହଜାର ଟଙ୍କା ଦେୟକୁ ଓଡ଼ିଶା ସରକାର ଛାଡ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଏହି ଦେୟ ଛାଡ଼ କରାଯାଇଛି। …

ଅଜଣାଗାଡି ଧକ୍କାରେ ଆଖି ବୁଜିଲେ କାର୍ଯ୍ୟରତ ସାମ୍ବାଦିକ

ଭୁବନ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ କାର୍ଯ୍ୟରତ ସାମ୍ବାଦିକ ଦୁଷ୍ମନ୍ତ ମହାନ୍ତିଙ୍କ ଦେହାନ୍ତ ହୋଇଛି। କଟକ ବଡ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଆଜି ସକାଳେ ଖବର ସଂଗ୍ରହ କରିବାକୁ ଯିବା ସମୟରେ ଦୁର୍ଘଟଣାର ସମ୍ମୁଖିନ ହୋଇଥିଲେ ଦୁଷ୍ମନ୍ତ। ମିଳିଥିବା…

ଦିଲ୍ଲୀରେ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ, ରାଇରଙ୍ଗପୁର ଉତ୍ସବମୁଖର

ରାଇରଙ୍ଗପୁର: ମୟୂରଭଞ୍ଜ ମାଟିର ଝିଅ ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି। ଯାହାକୁ ନେଇ ତାଙ୍କ ନିଜ ଅଞ୍ଚଳ ରାଇରଙ୍ଗପୁରରେ ଉତ୍ସବର ମାହୋଲ ରହିଥିଲା। ଶପଥ ଗ୍ରହଣ ଉତ୍ସବର ସିଧା ପ୍ରସାରଣ ଦେଖିବା ପାଇଁ ରାଇରଙ୍ଗପୁରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।…

ଖୋର୍ଦ୍ଧା ବାଘମାରି ଥାନା ଅଞ୍ଚଳରୁ ୭ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନା ଅଞ୍ଚଳରୁ ଆଜି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ପୋଲିସ ଜବତ କରିଛି। ସୂଚନା ମୁତାବକ ବାଘମାରି ଥାନା ଅନ୍ତର୍ଗତ ପୋଡ଼ାଡିହ ଗ୍ରାମ ମହିଷାସୁଣି ମନ୍ଦିର ପାଖେ ଥିବା ଏକ ଆଜବେଷ୍ଟସ ଘରେ ବ୍ରାଉନସୁଗାର କାରବାର ଚାଲିଥିବାର ଖବର ଏସପି…

ଭୁବନେଶ୍ବରରେ ଭଙ୍ଗାଯିବ ୪୧୦ଟି ସରକାରୀ କ୍ବାର୍ଟର

ଭୁବନେଶ୍ବର: ଭୁବନେଶ୍ବର ୟୁନିଟ୍-୨ରେ ୪୧୦ଟି ସରକାରୀ କ୍ବାର୍ଟର ଭଙ୍ଗାଯିବ । ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ପ୍ରଶ୍ନରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଖିତ ଉତ୍ତର ରଖିଛନ୍ତି । ରାଜ୍ୟ…

କଟକ ଲାଲବାଗ କୁତ୍ତାଖାଇ ଗଳିରେ ମହିଳାଙ୍କୁ ଗଳା କାଟି ହତ୍ୟା ଘଟଣାରେ ପର୍ଦ୍ଦାଫାସ

କଟକ: କଟକ ଲାଲବାଗ ଥାନା କୁତ୍ତାଖାଇ ଗଳିରେ ମହିଳାଙ୍କୁ ଗଳା କାଟି ହତ୍ୟା ଘଟଣାରେ ପର୍ଦ୍ଦାଫାସ। ସିସିଟିଭି ଫୁଟେଜରୁ ଖୋଲିଲା ମର୍ଡର ମିଷ୍ଟ୍ରି। ପୁଅର ଲାପ୍‌ଟପ୍‌ରେ ଥିବା ଆପତ୍ତିଜନକ ଭିଡିଓ ପାଇଁ ଗଲା ମା'ର ପ୍ରାଣ। ହତ୍ୟାରେ ସଂପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଥିବା କଟକ ଡିସିପି…

ରାଜ୍ୟରେ ପ୍ରତିଷ୍ଠା ହେବ ୧୨ଟି ନୂଆ ଇସ୍ପାତ କାରଖାନା

ଭୁବନେଶ୍ବର: ରାଜ୍ୟରେ ପ୍ରତିଷ୍ଠା ହେବ ୧୨ ଟି ନୂଆ ଇସ୍ପାତ କାରଖାନା । ଏହି ନୂଆ ଇସ୍ପାତ କାରଖାନା ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୩ଟି କାରଖାନା ପ୍ରତିଷ୍ଠା ହେବ । ସେହିପରି ଯାଜପୁର ଜିଲ୍ଲାରେ ୨ଟି, ଅନୁଗୁଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର,…