Browsing Category

ଓଡିଶା

ବେଆଇନ୍‌ ଖାଦାନ ଚାଲିଥିବାର ଦୃଶ୍ୟ ଉ‌ତ୍ତୋଳନ ବିରୋଧରେ ଆରଆଇଙ୍କୁ ଆକ୍ରମଣ

ନୀଳଗିରି/ବାଲେଶ୍ବର: ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ। ପଥର ଖଣିକୁ ତଦନ୍ତ ପାଇଁ ଯାଇଥିବା ବେଳେ ଆରଆଇଙ୍କୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଆଜି ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ସ୍ବର୍ଣ୍ଣଚୂଡ଼ ସଂରକ୍ଷିତ ଜଙ୍ଗଲରେ ବେଆଇନ୍‌ ପଥର ଖାଦାନ ଚାଲିଥିବା ଅଭିଯୋଗ ପାଇ ଆଜି…

ରାମଚନ୍ଦ୍ରପୁର ଗାଁରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣା : ଗୁରୁତର ବାପା ଦେବରାଜ ନାହାକଙ୍କ ମୃତ୍ୟୁ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ବାପା ଦେବରାଜ ନାହାକଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ମୁଖ୍ୟ ଅଭିଯୁକ୍ତ ଇଣ୍ଡେନ ଗ୍ୟାସ୍ ଏଜେନ୍ସୀ ମାଲିକ ତ୍ରିଲୋଚନ ପାଣିଗ୍ରାହୀଙ୍କ ଜାମିନ ଖାରଜ ହୋଇଛି । ସୂଚନାଯୋଗ୍ୟ ଯେ,…

ଚିଲିକା ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ ଦେଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର: ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୋମବାର ସୁପ୍ରିମକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ମାନ୍ୟବର କୋର୍ଟ ତାଙ୍କ ଶୁଣାଣିରେ ବିଧାୟକ ଜଗଦ୍ଦେବଙ୍କୁ ନିଜ ନିର୍ବାଚନ ମଣ୍ଡଳୀକୁ ୧ ବର୍ଷ ପାଇଁ ଯିବାକୁ ବାରଣ…

ମଙ୍କିପକ୍ସ ନେଇ ସମସ୍ତ ମେଡିକାଲ କଲେଜକୁ ବେଡ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ମଙ୍କିପକ୍ସକୁ ନେଇ ଏବେ ସାରା ବିଶ୍ୱରେ ଚିନ୍ତା ବଢିଯାଇଛି । ତେବେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶ ଡାକ୍ତର ନିରଞ୍ଜନ ମିଶ୍ର । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମସ୍ତ ମେଡିକାଲ କେଲଜ, ମୁଖ୍ୟ ଚିକିତ୍ସାଧିକାରୀ, ବିଶେଷଜ୍ଞ ଡାକ୍ତରମାନଙ୍କୁ ମଙ୍କିପକ୍ସ…

ଅଗଷ୍ଟ ୯ରୁ ୭୫ କି.ମି. ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୫ବର୍ଷ ପୁରୁଥିବାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏଆଇସିସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଅଗଷ୍ଟ ୯ରୁ ୧୪ ତାରିଖ ପର୍ଯ୍ୟନ୍ତ କଂଗ୍ରେସ ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ। ଏହି ପଦଯାତ୍ରାରେ…

ବାବୁସାନ-ପ୍ରକୃତି ବିବାଦ ମାମଲା, ଚେନ୍ନାଇରେ ଉତ୍କଳ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଲେନି ବାବୁସାନ

ଭୁବନେଶ୍ୱର: ବାବୁସାନ-ପ୍ରକୃତି ଓ ତୃପ୍ତି ବିବାଦ ମାମଲା । ଏହି ମାମଲାରେ ନୂଆ ନିଷ୍ପତ୍ତି ଆସିବାର ସମ୍ଭାବନା ରହିଛି । କାରଣ ଚେନ୍ନାଇରେ ଉତ୍କଳ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇନାହାନ୍ତି ବାବୁସାନ । ଏହି କାର୍ଯ୍ୟକ୍ରମରେ ଆଗାମୀ ଫିଲ୍ମ ଦମନର ପ୍ରମୋସନ ବାବୁସାନ କରିଥାନ୍ତେ । …

୧୪ ଜିଲ୍ଲାରେ ପ୍ରବଳ ବର୍ଷା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଜାମସେଦପୁର, ଦିଘା ଉପରେ ଦକ୍ଷିଣ ପୂର୍ବ ଦିଗଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି। ଏବଂ ଏହା ସମୁଦ୍ର ପତନଠାରୁ ୧.୫ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଅନ୍ୟପକ୍ଷରେ…

ଖୁବ ଶୀଘ୍ର ପ୍ରକାଶିତ ହେବାକୁ ଯାଉଛି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ

ଚଳିତ ବର୍ଷର ସିଏଚଏସଇ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଖୁବ ଶୀଘ୍ର ପ୍ରକାଶ ପାଇବାକୁ ଯାଉଛି । ନିର୍ଦ୍ଦିଷ୍ଟ ତାରିଖ ଦିନ ଫଳ ପ୍ରକାଶିତ ହେବ ଫଳ । ବୋର୍ଡ ତରଫରୁ ଜାରି ହୋଇଥିବା ଅଫିସିଆଲ ୱେବସାଇଟ orissaresults.nic.in କୁ ଯାଇ ପରୀକ୍ଷା ଫଳ ଜାଣିହେବ । ରାଜ୍ୟ…

ରାଜ୍ୟରେ ଆଜି ଆଉ ୭୩୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ…

ଚାଟାର୍ଡ ଆକାଉଣ୍ଟାଣ୍ଟ ନୀରଜ କୁମାରଙ୍କୁ ବାନ୍ଧିଲା EOW, ୬ କୋଟି ୧୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ

ଭୁବନେଶ୍ଵର: ଠକେଇ ଅଭିଯୋଗରେ ଚାଟାର୍ଡ ଆକାଉଣ୍ଟାଣ୍ଟ ଗିରଫ। ଦିଲ୍ଲୀ ଉତ୍ତମ ନଗରର ଚାଟାର୍ଡ ଆକାଉଣ୍ଟାଣ୍ଟ ନୀରଜ କୁମାରଙ୍କୁ ଗିରଫ କଲା EOW। ୬ କୋଟି ୧୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ ହୋଇଛି। ନୀରଜଙ୍କୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ଭୁବନେଶ୍ଵର ଅଣାଯାଇ SDJMଙ୍କ କୋର୍ଟରେ ହାଜର କରାଯିବ।…