Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭକ୍ତଙ୍କ ଗହଣରେ ଗଣେଶ ପୂଜା, ମୂର୍ତ୍ତି ବିସର୍ଜନ ପାଇଁ ୨ଟି ଅସ୍ଥାୟୀ ପୋଖରୀ
ଭୁବନେଶ୍ୱର: ଏଥର ଭକ୍ତଙ୍କ ଗହଣରେ ହେବ ଗଣେଶ ପୂଜା। ପରଦା ଆଢୁଆଳରେ ନୁହେଁ ବରଂ ଠାକୁରଙ୍କୁ ସିଧାସଳଖ ଦର୍ଶନ କରିପାରିବେ ଭକ୍ତ। ରାଜଧାନୀ ଭୁବନେଶ୍ୱରରେ ଗଣେଶ ପୂଜାକୁ ନେଇ BMC କମିଶନର ଏହା କହିଛନ୍ତି। ଯଦିଓ କୋଭିଡ୍ କଟକଣା ହଟିଛି, ତେବେ ମାସ୍କ୍ ଓ ସାନିଟାଇଜର ବ୍ୟବହାର କରିବାକୁ BMC!-->…
ଫୋନ ବ୍ୟାଙ୍କିଙ୍ଗ ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୈତ୍ରୀବିହାରରେ ଆଇସିଆଇସିଆଇ ବ୍ୟାଙ୍କର ଷ୍ଟେଟ ଅଫ ଦ ଆର୍ଟ ଫୋନ ବ୍ୟାଙ୍କିଙ୍ଗ ସେଣ୍ଟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସେଣ୍ଟରରେ ୧୨୦୦ ଜଣଙ୍କୁ ନିଯୁକ୍ତି ମିଳିବ । ଏଥିରୁ ୬୦% ମହିଳା ରହିବେ । ଏହି ବ୍ୟାଙ୍କ କୃତ୍ରିମ ବୁଦ୍ଧିମତ୍ତା ଏବଂ!-->…
କେନ୍ଦୁଝର ସରକାରୀ ମେଡିକାଲ କଲେଜରେ ୧୦୦ ଏମବିବିଏସ୍ ସିଟ୍କୁ ମିଳିଲା ଅନୁମୋଦନ
ଭୁବନେଶ୍ବର/କେନ୍ଦୁଝର: କେନ୍ଦୁଝର ସରକାରୀ ମେଡିକାଲ କଲେଜରେ ୧୦୦ ଏମବିବିଏସ୍ ସିଟ୍ ପାଇଁ ରାଷ୍ଟ୍ରୀୟ ଆୟୁର୍ବିଜ୍ଞାନ ଆୟୋଗ ( ନ୍ୟାସନାଲ୍ ମେଡିକାଲ୍ କମିସନ୍) ଅନୁମୋଦନ ଦେଇଛନ୍ତି। ଏ ନେଇ କମିସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ମେଡିକାଲ କଲେଜ ଡାକ୍ତରୀ ଶିକ୍ଷାକୁ ପ୍ରୋତ୍ସାହନ!-->…
ଯୁକ୍ତ ୨ରେ ହେବ ତ୍ରୟମାସିକ ପରୀକ୍ଷା
ଭୁବନେଶ୍ବର: ଯୁକ୍ତ ୨ରେ ତ୍ରୟମାସିକ ପରୀକ୍ଷା ହେବ । ରାଜ୍ୟରେ ଚଳିତ ୨୦୨୨-୨୩ ଶିକ୍ଷା ବର୍ଷରେ ପରୀକ୍ଷା କରାଯିବା ନେଇ ନିଷ୍ପତ୍ତି ହୋଇଛି । ତେଣୁ ପ୍ରତି ତିନି ମାସରେ ପରୀକ୍ଷା ହେବ। ହାଇୟର ସେକେଣ୍ଡାରୀ ସ୍କୁଲ ସ୍ତରରେ ଏହି ପରୀକ୍ଷା କରାଯିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ!-->…
ଟ୍ରଲି ଚଳାଇ ରିଲିଫ ବାଣ୍ଟିଲେ ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ
ପୁରୀ: ଟ୍ରଲି ଚଳାଇ ରିଲିଫ ବାଣ୍ଟିଲେ ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ । ବନ୍ୟାଜଳ ଘେରରେ ଜଳବନ୍ଦୀ ଜୀବନ ବିତାଉଥିବା ଲୋକଙ୍କ ପାଖରେ ପହଞ୍ଚି ରିଲିଫ ବାଣ୍ଟିଛନ୍ତି ବିଧାୟକ । ଆଜି ସକାଳେ ପୁରୀ କୃଷ୍ଣପୁର ପଞ୍ଚାୟତରେ ବିଜେପିର ଜାତୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ର ଓ ବିଧାୟକ ଜୟନ୍ତ!-->…
ବାରିପଦା ବିଦେଶୀ ମଦ ଦୋକାନ ଚୋରି ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ବାରିପଦା: ସ୍ଥାନୀୟ ବାରିପଦା ସହରର କୃଷ୍ଣଚନ୍ଦ୍ରଗୋଲେଇ ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନରୁ ଚୋରି ଘଟଣାରେ ଟାଉନ ପୁଲିସ ସୋମବାର ଗିରଫ କରିଥିବା ଅଭିଯୁକ୍ତ ଜଣେ ଆନ୍ତଃରାଜ୍ୟ ଅପରାଧି ବୋଲି ଜଣାପଡ଼ିଛି । ଅପରାଧି ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲା ଲିଙ୍ଗରାଜ ଥାନା ଅଞ୍ଚଳର ପୁରୁଣା ଟାୁନ!-->…
ରାଜଧାନୀ ଉପକଣ୍ଠରେ ବୋମାମାଡ଼ ଘଟଣା : ପ୍ରାଣ ହରାଇଲେ ପଞ୍ଚୁପଲ୍ଲୀର ନିରୀହ ରାଜେଶ ଓରଫ ରାଜୁ
ରାଜଧାନୀ ଉପକଣ୍ଠରେ ବୋମାମାଡ଼ ଘଟଣାରେ ପ୍ରାଣ ହରାଇଲେ ନିରୀହ ରାଜେଶ ଓରଫ ରାଜୁ। ଦୁଇ ଧରି ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ପ୍ରାଣ ହରାଇଛନ୍ତି ରାଜୁ। ରାଜୁଙ୍କ ବୟସ ପାଖାପାଖି ୨୫ ବର୍ଷ ହେବ।ସେପଟେ ବୋମାମାଡ଼ କରିଥିବା ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ଅକ୍ଷୟ ବୋଲି ସୂଚନା ମିଳିଛି। ଏବେ!-->…
ଭୂପୃଷ୍ଠରୁ ଆକାଶମାର୍ଗକୁ ମାରକ କ୍ଷମତା ବିଶିଷ୍ଟ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ବର: ଓଡ଼ିଶା ଉପକୂଳ ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ଘାଟୀ (ଆଇଟିଆର)ରୁ ଆଜି (୨୩ ଅଗଷ୍ଟ, ୨୦୨୨ରେ) ଭୂପୃଷ୍ଠରୁ ଆକାଶମାର୍ଗକୁ ଭୂଲମ୍ବ ମାରକ କ୍ଷମତା ବିଶିଷ୍ଟ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର (ଭିଏଲ-ଏସଆରଏସଏଏମ)ର ସଫଳ ପରୀକ୍ଷଣ କରାଯାଇଛି । ପ୍ରତିରକ୍ଷା ଗବେଷଣା ଓ!-->…
ପୋଲିସ୍ କାର୍ଯ୍ୟାନୁଷ୍ଠାନ ନନେବାରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପ୍ରକୃତି ମିଶ୍ର
କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । ସେ କମିଶନରେଟ ପୋଲିସ ନିକଟରେ ଦେଇଥିବା ଏତଲା ଉପରେ କାର୍ଯ୍ୟାନୁଷ୍ଠାନ ହେଉ ନଥିବାରୁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ପ୍ରକୃତି । ପୋଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ଏକ ପିଟିସନ ମାଧ୍ୟମରେ ସେ!-->…
ବିଦେଶୀ ମୁଦ୍ରା ନାଁରେ ବ୍ୟବସାୟୀଙ୍କ ଠାରୁ ନେଇଗଲେ ୨ ଲକ୍ଷ ଟଙ୍କା
କଟକ: ବିଦେଶୀ ମୁଦ୍ରା ନାଁର ଠକେଇ । କଟକ ବକ୍ସିବଜାରର ବ୍ୟବସାୟୀ ମହମ୍ମଦ ମୋଇଉଦ୍ଦିନଙ୍କୁ ଠକି ନେଲେ ଦୁର୍ବୃତ୍ତ । ବିଦେଶୀ ନୋଟ୍ ନାଁରେ ମୋଇଉଦ୍ଦିନଙ୍କୁ ଠକ ଦେଲେ କାଗଜବିଡ଼ା । ଥାନାରେ ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ ।
ଖବର ଅନୁଯାୟୀ, କଟକ ବକ୍ସିବଜାରର ମହମ୍ମଦ୍!-->!-->!-->…