Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପରଲୋକରେ ବିଜୁବାବୁଙ୍କ ବ୍ୟକ୍ତିଗତ ସଚିବ
ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଗୌରମୋହନ ଷଡ଼ଙ୍ଗୀଙ୍କ ପରଲୋକ । ଦୀର୍ଘ ଦିନ ହେବ ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ବେଳେ ଗତକାଲି ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା ।
ଓଡ଼ିଶା ପ୍ରାଶାସନିକ!-->!-->!-->…
ଫୋନ ଯୋଗେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ
ଭୁବନେଶ୍ୱର: ଗତକାଲି ରାଷ୍ଟ୍ରପତି ନିର୍ବାଚନରେ ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁ ବଡ ବିଜୟ ହାସଲ କରିଛନ୍ତି। ସେ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ପରାସ୍ତ କରି ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ଇତିହାସ ରଚିଛନ୍ତି। ଯଦିବା ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ପ୍ରାର୍ଥୀ ଭାବେ!-->…
ରାଜ୍ୟରେ ଆଉ ୧୧୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ଆଜି ବି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୧୨ଶହ ମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୮୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ!-->…
ରାଜ୍ୟ ସରକାର କରିଥିବା ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ କୌଣସି ତ୍ରୁଟି ନାହିଁ: ହାଇକୋର୍ଟ
ଭୁବନେଶ୍ମର: ରାଜ୍ୟ ସରକାର କରିଥିବା ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ କୌଣସି ତ୍ରୁଟି ନାହିଁ ବୋଲି ନିର୍ଦ୍ଦେଶନାମାରେ ସ୍ପଷ୍ଟ କରିଛନ୍ତି ହାଇକୋର୍ଟ। ରାଜ୍ୟର ହାଇସ୍କୁଲ ଗୁଡିକରେ ଶିକ୍ଷକ ନିଯୁକ୍ତି ବିଜ୍ଞପ୍ତିକୁ ଚାଲେଞ୍ଜ କରି ରୁଜ୍ଜୁ ହୋଇଥିବା ତିନୋଟି ମାମଲାକୁ ହାଇକୋର୍ଟ ଖାରଜ!-->…
ବିରୋଧୀଙ୍କ ହଟଗୋଳ, ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀ ଦାବିରେ ବିଜେପି ଓ କଂଗ୍ରେସର ପ୍ରତିବାଦ
ଭୁବନେଶ୍ୱର: ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହଟ୍ଟଗୋଳ । ବିଧାନସଭା ପ୍ରେସ୍ ଗ୍ୟାଲେରୀକୁ ସାମ୍ବାଦିକଙ୍କୁ ଛାଡ଼ିବାକୁ ଦାବି କରି ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ବିଧାୟକ ହୋ ହଲ୍ଲା କରିଥିଲେ । କୋଭିଡ୍ କଟକଣାରେ ଗୃହ ଚାଲିଛି । ସର୍ବଦଳୀୟ ବୈଠକରେ ମଧ୍ୟ ଏନେଇ ନିଷ୍ପତ୍ତି ହୋଇଥିବା!-->…
ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଉତ୍ସବମୁଖର ରାଇରଙ୍ଗପୁର
ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସେଲିବ୍ରେସନ । ପଡୁଛି ଉଠୁଛି ମୟୂରଭଞ୍ଜ ଜିଲ୍ଲା । ରାଜ ରାସ୍ତରେ ଦ୍ରୌପଦୀଙ୍କ ସ୍ୱାଗତ ପାଇଁ ଲଗାଯାଇଛି ହେଡିଂ ଓ ପୋଷ୍ଟର । ବାଣ ଫୁଟାଇ, କେକ କାଟି ଓ ନାଚଗୀତ ସହ ଉତ୍ସବ ମନାଯାଉଛି । କମ୍ପୁଛି ପୈତୃକ ଗାଁ ଉପରବେଡା ଓ ରାଇରଙ୍ଗପୁର । ପାରମ୍ପରିକ ଆଦିବାସୀ!-->…
ଦ୍ରୌପଦୀଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ, ୨୩ରେ ଯିବେ ଦିଲ୍ଲୀ
ଭୁବନେଶ୍ୱର: ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ସେ ଆସନ୍ତା ୨୫ ତାରିଖରେ ଶପଥ ଗ୍ରହଣ କରିବେ। ତେବେ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବେ। ଏନେଇ!-->…
ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରାଷ୍ଟ୍ରପତି ନିର୍ବାଚନ ଜିତିଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ଏନେଇ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି, ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଚୟନ ହୋଇଛନ୍ତି । ଦେଶର ସର୍ବୋଚ୍ଚ ପଦବୀରେ!-->…
ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ହେଲେ ଭାରତର ନୂଆ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଜୁଲାଇ ୨୧, ୨୦୨୨। ଏହି ଦିନଟି ଓଡ଼ିଶା ଲାଗି ପାଲଟି ଯାଇଛି ଏକ ଐତିହାସିକ ଦିନ। ଓଡ଼ିଶା ମାଟିର ଝିଅ, ମୟୂରଭଂଜ ଅଞ୍ଚଳର ଆଦିବାସୀ ନେତ୍ରୀ, ରାଜ୍ୟର ପୂର୍ବତନ ମନ୍ତ୍ରୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ!-->…
ବଢ଼ୁଛି ଜଳସ୍ତର, ହୀରାକୁଦର ଖୋଲିଲା ମୋଟ ୧୦ଟି ଗେଟ୍
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ ଆଜି ଖୋଲାଯାଇଛି । ହୀରାକୁଦ ଡ୍ୟାମରୁ ଏବେ ମୋଟ ୧୦ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ଜଳସ୍ତର କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, ଯାହାକୁ ଦୃଷ୍ଟିରେ ରଖି ଗେଟ୍ ଖୋଲାଯାଇଛି ବୋଲି ଜଣାପଡିଛି । ପୂର୍ବରୁ ୫ଟି ଗେଟ୍ ଖୋଲା ଥିବା ବେଳେ ଆଜି!-->…