Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଟୁଙ୍ଗୁରୁ ଭୋଳ ପରେ ଶଙ୍କର କହଁର, ସ୍ତ୍ରୀର ମାନ୍ୟତା ପାଇଁ ଥାନାରେ ଧାରଣା
ଭୁବନେଶ୍ୱର: ଟୁଙ୍ଗୁର ଭୋଳକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଏବେ ଶଙ୍କର କହଁର ଘଟଣା ସାମ୍ନାକୁ ଆସିଛି। ମହିଳାଙ୍କ ଜିଦ୍ ଯେ ମୋର ଶଙ୍କର କହଁର ଦରକାର। ସ୍ତ୍ରୀର ମାନ୍ୟତା ପାଇଁ ଥାନାରେ ଧାରଣାରେ ବସିଛନ୍ତି ମହିଳା । ସିଏ ବାହା ହେଲେ ବି ମୁଁ ତା ସହ ରହିବି ବୋଲି ଜିଦ୍ ଧରି ବସିଛନ୍ତି!-->…
ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ ଅଜୟ ପରିଡା, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେଲା ଶେଷକୃତ୍ୟ
ଯାଜପୁର: ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ ଡ.ଅଜୟ ପରିଡା । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟି ଯାଜପୁର ଭଗବାନପୁରରେ ଶେଷକୃତ୍ୟ ସମ୍ପନ୍ନ୍ନ ହୋଇଛି ।ଞ୍ଚବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ଶ୍ରଦ୍ଧାଜଳି ଜ୍ଞାପନ କରିଥିଲେ । ଗୌହାଟୀରେ ଏକ ସରକାରୀ କାର୍ୟ୍ୟକ୍ରମରେ ସାମିଲ ହେବାକୁ!-->…
ରାଜ୍ୟରେ ୯୨ ହଜାର ଶିଶୁ ଶ୍ରମିକ, କୋଭିଡ୍ରେ ବାପା ମାଆଙ୍କୁ ହରାଇଛନ୍ତି ୯୮୮ ପିଲା
ଭୁବନେଶ୍ଵର, ୨୦/୦୭ : ରାଜ୍ୟରେ ଶିଶୁ ଶ୍ରମିକ ଓ କୋଭିଡ୍ରେ ବାପା ମାଆଙ୍କୁ ହରାଇଥିବା ପିଲା ପ୍ରସଙ୍ଗରେ ବିଧାୟକ ଧ୍ରୁବ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ। ୨୦୧୧ ଜନଗଣନା ଅନୁସାରେ ୯୨ ହଜାର ୮୭ ଶିଶୁ ଶ୍ରମିକ ରହିଛନ୍ତି। ଶିଶୁ ଶ୍ରମିକ ନିଷେଧ!-->…
ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଛାତ୍ର କଂଗ୍ରେସ
ଭୁବନେଶ୍ୱର: ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବି କରି ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରାଉ କରିଛି ଛାତ୍ର କଂଗ୍ରେସ । ରୁଚିକାଙ୍କୁ ନ୍ୟାୟ ଦାବିରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ବାସଭବନ ଘେରଉ କରି ପ୍ରତିବାଦ କରିଛନ୍ତି । ରୁଚିକାଙ୍କ ମୃତ୍ୟୁକୁ ତିନି!-->…
୧୩ ଲକ୍ଷ ଟଙ୍କାର ଅଫିମ ଜବତ, ୫ ଗିରଫ
କେନ୍ଦୁଝର: କେନ୍ଦୁଝର ଜିଲା ହରିଚନ୍ଦନପୁର ପୋଲିସ ଚଢ଼ାଉ କରି ବୁଧବାର କଳିଆଦୁମା ନିକଟରୁ ଚୋରା ଅଫିମ ବୋଝେଇ ଏକ କାରକୁ ଜବତ କରିଛି। ଏହା ସହ ୫ ଜଣଙ୍କୁ ଗିରଫ କରିଛି । ୯ କିଲୋ ୯୪୦ ଗ୍ରାମ ଜବତ ଅଫିମର ମୂଲ୍ୟ ପାଖାପାଖି ୧୩ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଗିରଫମାନେ ହେଲେ ଜହ୍ନ!-->…
ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପକରି ପ୍ରଧାନ ଶିକ୍ଷକ ନିଲମ୍ବିତ
ଦଶରଥପୁର: ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପ କରି ପ୍ରଧାନ ଶିକ୍ଷକ ନିଲମ୍ବିତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା ଦଶରଥପୁର ବ୍ଲକରେ। କୁଅଁରପୁର ନୋଡାଲ ସ୍କୁଲର ପ୍ରଧାନ ଶିକ୍ଷକ ସଞ୍ଜୟ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଦଶରଥପୁର ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀ କିଶୋର କୁମାର ମଲ୍ଲିକ ପ୍ରଧାନ!-->…
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି!-->…
ରାଉରକେଲାରେ ମାସ୍କ ବାଧ୍ୟତାମୂଳକ
ରାଉରକେଲା : ରାଉରକେଲା ମହାନଗରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ମାସ୍କ ବାଧ୍ୟତାମୂଳକ ନେଇ କମିଶନର ଶୁଭଙ୍କର ମହାପାତ୍ରଙ୍କ ସୂଚନା । ସର୍ବସାଧାରଣ ସ୍ଥାନ ଓ ଦୋକାନ ବଜାର ଯିବା ବେଳେ ମାସ୍କ ପିନ୍ଧିବା କୁ ପରାମର୍ଶ ଦିଆଯାଇଛି । ପ୍ରଥମେ ଲୋକମାନଙ୍କୁ ସଚେତନ କରାଯିବ କହିଲେ କମିଶନର ।!-->…
ଡଃ ଅଜୟ ପରିଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ହେବ ଶେଷକୃତ୍ୟ
ଭୁବନେଶ୍ବର : ଦେଶର ଜଣାଶୁଣା ଜୀବବିଜ୍ଞାନୀ ତଥା ଆଇଏଲଏସ୍ ନିର୍ଦ୍ଦେଶକ ପଦ୍ମଶ୍ରୀ ଡକ୍ଟର ଅଜୟ କୁମାର ପରିଡ଼ାଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପରିଡା ଜାତୀୟସ୍ତରରେ ଜଣେ ଉଚ୍ଚକୋଟୀର!-->…
ଏଟିଏମରୁ ବାହାରିବ ଚାଉଳ, ୨୪ ଘଣ୍ଟା ହିତାଧିକାରୀଙ୍କୁ ମିଳିବ ରାସନ
ଭୁବନେଶ୍ବର, ୧୯।୭ ଏଣିକି ଏଟିଏମରୁ ଟଙ୍କା ବାହାରିବା ଭଳି ଚାଉଳ ମିଳିବ। ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଲଟାଇମ ଗ୍ରେନ ବ୍ୟବସ୍ଥା କରାଯାଉଛି। ଏହା ଦ୍ବାରା ୨୪ ଘଣ୍ଟା ମିଳିବ ରାସନ। ପାଇଲଟ ଭାବେ ଭୁବନେଶ୍ୱର ଆରମ୍ଭ ହେବ। ଖର୍ଚ୍ଚ ଦାବି ଆଲୋଚନା ବେଳେ ଏହି ସୂଚନା ଦେଇଛନ୍ତି ଖାଦ୍ୟ!-->…