Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦୁର୍ନୀତିଗ୍ରସ୍ତ ୨୧୧ କର୍ମଚାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡିଥିବା କେତେ ଜଣ ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ? ଗୃହରେ ଏନେଇ ପ୍ରଶ୍ନ କରିଥିଲେ ବିଧାୟକ ସୁଧୀର ସାମଲ । ଏହି ପ୍ରଶ୍ନର ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
!-->!-->!-->…
ଓଡ଼ିଶା ସଚିବାଳୟ କାର୍ଯନିର୍ବାହୀ ଓ ବ୍ୟକ୍ତିଗତ ସହାୟକ ନିଯୁକ୍ତି ପ୍ରଣାଳୀରେ ସଂଶୋଧନ
ଭୁବନେଶ୍ବର: କନିଷ୍ଠ କାର୍ଯନିର୍ବାହୀ ସହାୟକ ( ଆଦ୍ଯ ନିଯୁକ୍ତ ) ମୂଳ ପଦବୀରେ ନିଯୁକ୍ତି ପରିଚାଳନା ପ୍ରକ୍ରିୟାରେ ଥିବା କେତକ ସମସ୍ୟାକୁ ଦୃଷ୍ଟିରେ ରଖି ପ୍ରାର୍ଥୀ ଚୟନ କରିବା ପାଇଁ କେବଳ ସ୍ନାତକ ଦକ୍ଷତାରେ ସୀମିତ ନ ରଖି ଏହାକୁ ସ୍ନାତକ ସହ ମୁଦ୍ରଣ ଓ ମୌଳିକ କମ୍ପ୍ୟୁଟର ଦକ୍ଷତାକୁ!-->…
ବ୍ରହ୍ମପୁରରେ ବାଧ୍ୟତାମୂଳକ ହେଲା ମାସ୍କ
ବ୍ରହ୍ମପୁରରେ ବାଧ୍ୟତାମୂଳକ ହେଲା ମାସ୍କ । କୋଭିଡ ସଂକ୍ରମଣ ବଢୁଥିବାରୁ ବ୍ରହ୍ମପୁରରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ପ୍ରଶାସନ ପକ୍ଷରୁ ବଧ୍ୟତମୂଳକ କରାଯାଇଛି।
ମନ୍ଦିର, ପାର୍କ, ବଜାରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ସପିଂ ମଲ୍ ଓ!-->!-->!-->…
ଖୋର୍ଦ୍ଧା ବରୁଣେଇରେ ହେବ ପାଇକ ବିଦ୍ରୋହ ସ୍ମାରକୀ, ମିଳିବ ୯.୬୮ ଏକର ଜମି
ଭୁବନେଶ୍ବର: ଶେଷରେ ଖୋର୍ଦ୍ଧାରେ ପାଇକ ବିଦ୍ରୋହ ସ୍ମାରକୀ ପାଇଁ ଜମି ଯୋଗାଇଛନ୍ତି ରାଜ୍ୟ ସରକାର । ଖୋର୍ଦ୍ଧା ବରୁଣେଇରେ ୯.୬୮ ଏକର ଜମି ଦିଆଯିବ । ଏଥିପାଇଁ ୩୧ କୋଟି ୯୭ ଲକ୍ଷ ମଧ୍ୟ ଛାଡ କରାଯାଇଛି। ଆଜି ରାଜ୍ୟ କ୍ୟାବିନେଟର ବସିଥିବା ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତି!-->…
୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି
ଭୁବନେଶ୍ୱର: ବିଜେପି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦେବା ଦାବିରେ ମଙ୍ଗଳବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ପୋଲିସ ଓ ନବନିର୍ମାଣ ଯୁବଛାତ୍ର ସଂଗଠନ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ସଙ୍ଗଠନର ଶତାଧୀକ କର୍ମକର୍ତ୍ତା!-->…
ରାଜ୍ୟର ସମସ୍ତ ରୂପାନ୍ତରିତ ସ୍କୁଲକୁ ମିଳିବ ଇଣ୍ଟରନେଟ୍, ଲାଗିବ ସିସିଟିଭି
ଭୁବନେଶ୍ୱର: ରାଜ୍ୟର ସମସ୍ତ ରୂପାନ୍ତରିତ ବିଦ୍ୟାଳୟରେ ଇଣ୍ଟରନେଟ୍ ବ୍ୟବସ୍ଥା ଲାଗୁ କରାଯିବ। ୩ଶହଟି ହାଇସ୍କୁଲରେ ଖୁବଶୀଘ୍ର ଆକାଂକ୍ଷୀ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ସରକାରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଲାଭ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବାକୁ 'ମୋ!-->…
ରାଜ୍ୟରୁ ଆଜି ୯୪୫ କରୋନା ପଜିଟିଭ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ ୩୭୧
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୯୨ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୫୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୧୦ ଆକ୍ରାନ୍ତ ଥିବା ଜଣାପଡିଛି ।!-->…
ରାଜ୍ୟ କ୍ୟାବିନେଟ ନିଷ୍ପତି, ଅବଢ଼ା ଯୋଜନାରେ ପୁରୀଠାରେ ୧୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଧର୍ମଶାଳା
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି ।ଏହି କ୍ୟାବିନେଟ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ୧୭ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର ବାଜିଛି। ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନେଇ!-->…
୧୭ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟରେ ବାଜିଲା ମୋହର
ଭୁବନେଶ୍ବର: ଓଡ଼ିଶା IT ପଲିସି ୨୦୨୨କୁ କ୍ୟାବିନେଟ୍ ମୋହର । ମୋଟ୍ ୧୭ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟରେ ମୋହର ଲାଗିଛି । ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବରୁଣେଇରେ ପାଇକ ସ୍ମାରକୀ ପାଇଁ ଜମି ପ୍ରଦାନ କରିବେ ରାଜ୍ୟ ସରକାର । ୯ ଏକର ୬୮୫!-->…
କୁମ୍ବିଙ୍ଗ ଅପେରସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ
ଫୁଲବାଣୀ -: କନ୍ଧମାଳ ଏସପି ଭିନୀତ ଅଗ୍ରୱାଲଙ୍କ ନିର୍ଦେଶରେ ଏସଓଜି ଓ ଡ଼ି ଭି ଏଫ ଯବାନଙ୍କ ମିଳିତ କମ୍ବିଙ୍ଗ ଗତକାଲି ସୋମବାର ବାଲିଗୁଡା ଥାନା ଅନ୍ତର୍ଗ୍ରତ ତିଲକୀ ଗ୍ରାମ ନିକଟ ଜଙ୍ଗଲରେ ହୋଇଥିଲା।ଏହି ଅପରେସନ ବେଳେ ମାଓବାଦି କ୍ୟାମ୍ପ ଉପରେ ମଧ୍ୟ ଚଢ଼ାଉ କରି ବିପୁଳ ପରିମାଣର ମାଓ!-->!-->!-->…