Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହାତୀଦାନ୍ତ ଜବତ ସହ ୩ ଶିକାରୀ ଗିରଫ
ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ ବନାଞ୍ଚଳ କାନବିନ୍ଧା ଜଙ୍ଗଲରୁ ମୃତଦେହ ଉଦ୍ଧାର ଘଟଣାରେ ୨ଟି ହାତୀଦାନ୍ତ ଜବତ ସହ ୩ ଶିକାରୀକୁ ଗିରଫ କରିଛି ବନବିଭାଗ ।
ସୂଚନାଅନୁସାରେ, ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ ରେଞ୍ଜ କାନବିନ୍ଧା ସଂରକ୍ଷିତ ଜଙ୍ଗଲରେ ଗତ!-->!-->!-->…
ଋଣ ଟଙ୍କାକୁ ନେଇ ସ୍ବାମୀ ସ୍ତ୍ରୀ ମଧ୍ୟରେ କଳହ ପରେ ଆତ୍ମହତ୍ୟା କଲେ ସ୍ବାମୀ
ଯାଜପୁର ୧୫।୦୭: ଋଣ ଟଙ୍କା ସୁଝିବାକୁ ନେଇ ସ୍ବାମୀ ସ୍ତ୍ରୀ ମଧ୍ୟରେ କଳହ ପରେ ଆତ୍ମହତ୍ୟା କଲେ ସ୍ବାମୀ। ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ସାପଗଡ଼ିଆ ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ କଳହ ପରେ ବେକରେ ରଶି ଲଗାଇ ସ୍ବାମୀ ଆତ୍ମହତ୍ୟା!-->…
ସ୍ତ୍ରୀକୁ କଟୁରୀରେ ହାଣି କଟା ମୁଣ୍ଡ ଧରି ବୁଲିଲା ସ୍ୱାମୀ
ଢେଙ୍କାନାଳ: ସ୍ତ୍ରୀକୁ ହତ୍ୟା କରି କଟା ମୁଣ୍ଡ ଧରି ବୁଲିଲା ନୃଶଂସ ସ୍ୱାମୀ। ରାସ୍ତାରେ ୧୨ କିଲୋମିଟର ଧରି ଚାଲିଲା । ଢେଙ୍କାନାଳ ଗଂଦିଆ ଥାନା ଚନ୍ଦ୍ରଶେଖରପୁର ଗାଁରେ ଏହି ନିର୍ମମ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ହତ୍ୟା କରିଛି ଅଭିଯୁକ୍ତ ସ୍ୱାମୀ ନାକଫୋଡି!-->…
ରାଜ୍ୟରେ ୨୩୨୦ କେନ୍ଦ୍ରରେ ଚାଲିଛି ଟିକାକରଣ: ପରିବାର କଲ୍ୟାଣ ନିର୍ଦ୍ଦେଶକ
ଭୁବନେଶ୍ଵର : ୧୮ ରୁ ୫୯ ବର୍ଷ ବୟସ ବର୍ଗଙ୍କ ପ୍ରିକସନ ଡୋଜ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦେଶକ ଡାକ୍ତର ବିଜୟ କୁମାର ପାଣିଗ୍ରାହୀଙ୍କ ସୂଚନା । ଆଜି ରାଜ୍ୟରେ ୨୩୨୦ କେନ୍ଦ୍ରରେ ଚାଲିଛି ଟିକାକରଣ । ଏ ବୟସ ବର୍ଗରେ ୨ କୋଟି ୬୫ ଲକ୍ଷରୁ ଅଧିକ ଲୋକ ଅଛନ୍ତି । ଭୁବନେଶ୍ୱରରେ ଏହି ବୟସ!-->…
ଉଚ୍ଚଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନଙ୍କୁ ଦିଆଯିବ ଟିକା
ଭୁବନେଶ୍ବର: ଏବେ ରାଜ୍ୟରେ କୋଭିଡ୍ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ । ହେଲେ ସହରାଞ୍ଚଳରେ ସଂକ୍ରମଣ ବଢ଼ୁଥିବାରୁ ଟିକାକରଣ, ସତର୍କତା, ସଚେତନତା ଏବଂ ସଠିକ୍ ସୂଚନା ପ୍ରସାରଣ ଉପରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର ଗୁରୁତ୍ୱ ଆରୋପ କରିଛନ୍ତି । ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ!-->…
ଖରସ୍ରୋତାରେ ଗାଧୋଇବାକୁ ଯାଇ ଯୁବକ ନିଖୋଜ
ବିଂଝାରପୁର: ଯାଜପୁର ଜିଲ୍ଲା ବିଂଝାରପୁର ଥାନା ବାଙ୍କିପାଳ ନିକଟରେ ଖାରସ୍ରୋତାକୁ ଗାଧୋଇବାକୁ ଯାଇ ଯୁବକ ନିଖୋଜ। ପ୍ରକାଶ ଯେ କଏଣା-ରଘୁନାଥପୁର ପଞ୍ଚାୟତରେ ନିର୍ମାଣଧିନ ମେଗା ପ୍ରକଳ୍ପରେ କାର୍ଯ୍ୟରତ ୭ ଜଣ ଶ୍ରମିକ ଆଜି ମଧ୍ୟାହ୍ଣରେ ବାଙ୍କିପାଳ ନିକଟ ଖରସ୍ରୋତା ନଦୀକୁ ଗାଧୋଇବାକୁ!-->…
ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଘୋଷଣା କଲା ଜେଏମଏମ
ରାଞ୍ଚି : ଆସନ୍ତା ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବୋଲି ଗୁରୁବାର ଘୋଷଣା କରିଛି। ଏହା ସହିତ ଆଉ ଏକ ବିରୋଧୀ ଦଳ ଦ୍ରୌପଦୀଙ୍କ ସମର୍ଥନରେ ଆଗକୁ ଆସିଛି। ଦ୍ରୌପଦୀ!-->…
ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା, ୮ ଜିଲ୍ଲାକୁ ଅରେଞ୍ଜ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
!-->!-->!-->…
ରାଜ୍ୟରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍ ରାଜ୍ୟରେ ୧୨,୮୩,୧୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖେର୍ଦ୍ଧାରୁ!-->…
କିଆବୁଦା ମୂଳରେ ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ପଡିଛି ନିଖୋଜ ମହିଳାଙ୍କ ମୃତଦେହ
ଯାଜପୁର: ନିଖୋଜ ମହିଳାଙ୍କ କିଆବୁଦା ମୂଳରେ ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ପଡିଛି ମୃତଦେହ। ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ପାଟପୁର ପଞ୍ଚାୟତ ସୁନାରୀ ଗ୍ରାମରେ। ମୃତ ମହିଳା ହେଲେ ସୁରେନ୍ଦ୍ର ଦାଶଙ୍କ ପତ୍ନୀ ଗୀତାଞ୍ଜଳି ଦାଶ। ସେ ମଙ୍ଗଳବାର ରାତିରୁ ନିଖୋଜ ଥିବା ବେଳେ ଗତକାଲି!-->…