Browsing Category

ଓଡିଶା

ଭୁବନେଶ୍ୱର ରେ ଟାଙ୍ଗୀ ପୋଲିସ୍ ର ଚଢାଉ, ଦୁଇ ଗିରଫ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ୨ ନଂ ମାର୍କେଟରେ ଟାଙ୍ଗୀ ପୋଲିସ୍ ଚଢାଉ କରିଛି। ଚଢାଉ ସମୟରେ ଗୋଟିଏ ଚୋରା ଜୁପିଟର ସ୍କୁଟି ଜବତ ସହ ୨ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ଗଂଜାମ ଜିଲ୍ଲା କୋଦଳା ଥାନା ବେଲଝରି ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନ (୮ ବର୍ଷ) ଓ…

ଆସନ୍ତାକାଲିଠୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣ : ବିଜୟ ପାଣିଗ୍ରାହୀ

ଭୁବନେଶ୍ଵର: ଆସନ୍ତାକାଲି ଠାରୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣ। ଏନେଇ ପ୍ରତିକ୍ରିୟା ରଖିଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି ଯେ, ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ବୃଦ୍ଧି ଘଟୁଛି। ତେଣୁ ସମସ୍ତ ବର୍ଗର ଲୋକଙ୍କୁ ଟିକାକରଣ ଉପରେ ଗୁରୁତ୍ଵ…

ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସର ଆକ୍ଷେପକୁ ନେଇ ବିଧାନସଭାରେ ହଟ୍ଟଗୋଳ

ଭୁବନେଶ୍ବର: ଆଜି ବିଧାନସଭାରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସର ଅକ୍ଷେପକୁ ନେଇ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଧାର୍ଯ୍ୟ ସମୟରେ ପ୍ରଶ୍ନୋତ୍ତର କାର୍ଯ୍ୟକାଳ ଆରମ୍ଭ ହେବା କ୍ଷଣି ବିରୋଧୀ କଂଗ୍ରେସ ଓ ବିଜେପି ସଭ୍ୟ ଗୃହ ମଝିରେ ହଟଗୋଳ କରିଥିଲେ। ଏନଡିଏ…

ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର ୧୩।୦୪ : ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ । ସର୍ବଦଳୀୟ ବୈଠକରେ ବାହାରିପାରିଲାନି କୌଣସି ନିଷ୍କର୍ସ । ଶେଷରେ ୪ ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି । ଖବର ଅନୁଯାୟୀ, ବିଧାନସଭାରେ ଆଜି ଚିତ୍ରକୋଣ୍ଡା SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ…

୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବ୍ଲକ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ଯନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ କନିଷ୍ଠ ଯନ୍ତ୍ରୀ ସଂଘମିତ୍ରା ସାହୁଙ୍କୁ ଧରିଲା ଭିଜିଲାନ୍ସ । ବିଲ୍ ପାସ୍ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ସଂଘମିତ୍ରା ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏପରିକି…

ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଭଲ ସ୍ଥିତିକୁ ଆସିପାରେ ଓଡ଼ିଶା : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର, ୧୩/୦୭ : ସରିଛି ରଥଯାତ୍ରା, ବଢ଼ିପାରେ ସଂକ୍ରମଣ। ରଥଯାତ୍ରା ସରିଥିବାରୁ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି ଜନସାଧାରଣ। ତେଣୁ ତାକୁ ନଜର ରଖାଯାଇଛି l କମ୍ୟୁନିଟିରେ ମଧ୍ୟ ପଜିଟିଭିଟି କେସ୍ ରହିଛି। ତେଣୁ ବିଭିନ୍ନ ଜିଲ୍ଲାରେ କଣ ପରିସ୍ଥିତି ରହୁଛି ତାକୁ ତର୍ଜମା କରାଯଉଛି l…

ମହାନଦୀ ପଠାରେ ବାଲି ପୋତା ଯାଇଥିବା ଜାଗାର ଅନୁଧ୍ୟାନ କଲା NGT ଟିମ୍

କଟକ: ସିଲଭର ସିଟି କଟକର ମହାନଦୀ ହାଡିଆ ପଠାରେ ଅନୁଧ୍ୟାନ କରିଛି ଏନଜିଟି ଟିମ୍(NGT Team) । ମହାନଦୀ ଶଯ୍ୟାକୁ ବାଲିରେ ପୋତିବା ପ୍ରସଙ୍ଗରେ ଏନଜିଟିର ଏକ ୭ ଜଣିଆ ଟିମ୍ ବିସ୍ତୀର୍ଣ୍ଣ ନଦୀ ପଠାର ସରଜମିନ ତଦନ୍ତ କରିଛନ୍ତି । ବାଲି ପୋତା ଯାଇଥିବା ୪୨୪ ଏକର ଜାଗାର ଟିମ୍ ଅନୁଧ୍ୟାନ…

ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ: BMC

ସ୍କୁଲକୁ ପୁଣି ଫେରିଲା କୋଭିଡ୍‌ କଟକଣା। ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଥଣ୍ଡା, ଜ୍ୱର ହେଉଥିଲେ ସ୍କୁଲ ଆସିବା ମନା। BMC ପକ୍ଷରୁ ସମସ୍ତ ସ୍କୁଲ ମାନଙ୍କୁ ମାସ୍କ ପରିଧାନ ଓ ଟୀକାକରଣ ଉପରେ ଗୁରୁତ୍ୱ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଖୋର୍ଦ୍ଧାରେ କରୋନା ସଂକ୍ରମଣ…

ମାଛ ଧରିବାକୁ ଯାଇ ନାଳରେ ଭାସିଗଲେ ଯୁବକ

ମାଲକାନଗିରି, ୧୩/୦୭ : ମାଛ ଧରିବାକୁ ଯାଇ ନାଳରେ ଭାସିଗଲେ ଯୁବକ । ମାଲକାନଗିରି ଜିଲ୍ଲା କରୁକୋଣ୍ଡା ବ୍ଲକ ଅନ୍ତର୍ଗତ MV-31 ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ସୂଚନାନୁଯାୟୀ, MV-31 ଗ୍ରାମର…

ଆସନ୍ତାକାଲି ବନ୍ଦ ରହିବ ମା​‌’ ତାରିଣୀଙ୍କ ଦର୍ଶନ

କେନ୍ଦୁଝର: ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ମା​‌' ତାରିଣୀଙ୍କ ଦର୍ଶନ । ସକାଳ ୬ଟାରୁ ସଂଧ୍ୟା ସଢ଼େ ୬ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ସୂଚନା ଦିଆଯାଇଛି । ଆଷାଢ଼ୀ ପର୍ବ ପାଇଁ ମା' ତାରିଣୀଙ୍କ ଦର୍ଶନ ବନ୍ଦ ରଖିବାକ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ କୁହାଯାଇଛି ।…