Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆଉ ଏକ ଲଘୁଚାପ ସମ୍ଭାବନା, ପ୍ରଭାବରେ ୧୪ରୁ ବଢିବ ବର୍ଷା
ଭୁବନେଶ୍ୱର: ୩୬ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ସେହିପରି ବର୍ତ୍ତମାନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ରହିଛି । ଏହି ଲଘୁଚାପ ବଳୟର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ!-->…
ମିଳିଲାନି ଚାକିରି, ସାର୍ଟିଫିକେଟ ବିକ୍ରି ପାଇଁ ବିଜ୍ଞାପନ ଦେଲେ ଛାତ୍ର
ନବରଙ୍ଗପୁର: ସାର୍ଟିଫିକେଟ ବିକ୍ରି ପାଇଁ ବିଜ୍ଞାପନ ଦେଲେ ଛାତ୍ର । ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ନଥିବାରୁ ନିରାଶ ହେଲେ ନବରଙ୍ଗପୁର ବିଶ୍ୱନାଥ ବଡ଼ନାୟକ । ଲକ୍ଷେ ଟଙ୍କାରେ ସାର୍ଟିଫିକେଟ ବିକ୍ରି ପାଇଁ ସୋସିଆଲ ମିଡିଆରେ ବିଜ୍ଞାପନ ଦେଇଛନ୍ତି ବିଶ୍ୱନାଥ । ଦିନେ ଶିକ୍ଷକ ହୋଇ ପିଲାଙ୍କ!-->…
ସୀମାନ୍ତରେ ୧୦ଲକ୍ଷ ଇନାମୀ ମାଓ ଦମ୍ପତିଙ୍କ ଆତ୍ମସମର୍ପଣ…
ମାଲକାନଗିରି : ସୀମାନ୍ତ ରାଜ୍ୟ ଛତିଶଗଡ ର ସୁକମା ଜିଲ୍ଲାରେ 10ଲକ୍ଷ ଇନାମୀ ମାଓ ଦମ୍ପତି ସୁକମା ଏସପି ସଂମୁଖରେ ଆତ୍ମସମର୍ପଣ କରିଛନ୍ତି l ସୁକମା ଜିଲ୍ଲା ଏସପି ଶ୍ରୀ ସୁନୀଲ ଶର୍ମା ଏବଂ ଅନ୍ୟ ପୋଲିସ ଅଧିକାରୀଙ୍କ ସଂମୁଖରେ ନକ୍ସଲ ମଡ଼କମ ହିଡ଼ମା ଓ ତାର ସ୍ତ୍ରୀ କୁରାମ ହୁଙ୍ଗୀ!-->!-->!-->…
ଶ୍ରୀଜିଉଙ୍କ ଅଧରପଣା ନୀତି ସଂପନ୍ନ
ପୁରୀ: ଗତକାଲି ସୁନାବେଶରେ ଦର୍ଶନ ପରେ ଆଜି ତ୍ରୟୋଦଶୀ ତିଥିରେ ରଥାରୁଢ଼ ଶ୍ରୀଜିଉଙ୍କ ଅଧରପଣା ଭୋଗ ନୀତି ଅନୁଷ୍ଠିତ ହୋଇଛି । ଅଧରପଣା ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ଓଡିଆ ମଠ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥିଲା । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ!-->…
ନର୍ସଙ୍କ ଗାଁରେ ପହଞ୍ଚିଲେ ରାଜ୍ୟପାଳ
ଯାଜପୁର: ନର୍ସଙ୍କ ଗାଁରେ ପହଞ୍ଚିଲେ ରାଜ୍ୟପାଳ । ଆଜି ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା ଯାଜପୁର ଜିଲ୍ଳା ରସୁଲପୁର ଖଇରାବାଦ ଗାଁରେ । ବାଲେଶ୍ୱର ଗସ୍ତରେ ଥିବା ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଜଭବନରେ ନର୍ସ ଚାକିରୀ କରୁଥିବା ସାଗରିକା ବେହେରାଙ୍କ କୁଆଖିଆ ନିକଟସ୍ଥ!-->…
୧୬ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା ଦୁଇ ମୃତ, ୯ ଆହତ
ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ବଘେଇପୁଟ ଛକ ନିକଟରେ ଘଟିଛି ସିରିଜ ଦୁର୍ଘଟଣା।ଦୁର୍ଘଟଣା ରେ ୨ ଜଣଙ୍କ ମୃତ୍ୟୁ ମୃତକର ପରିଚୟ ମିଳିନାହିଁ।ଆହତ ମାନଙ୍କୁ ଖୋର୍ଦ୍ଧା ମେଡ଼ିକାଲକୁ ସ୍ଥାନାନ୍ତରିତ।ଘଟଣାରୁ ଜଣାପଡିଛି ଗୋଟିଏ ବୋଲୋରୋ!-->…
ଋଣ ପରିଶୋଧ ନ ହେବାରୁ ଶାରଳା ସୂତାକଳକୁ ସିଲ୍ କଲା ଭାରତୀୟ ଷ୍ଟେଟ ବ୍ୟାଙ୍କ
ଜଗତସିଂହପୁର: ସିଲ୍ ହେଲା ଶାରଳା ସୂତାକଳ । ତିର୍ତ୍ତୋଲ ବ୍ଲକ ନାଉସିରା ଠାରେ ଥିବା ଶାରଳା ସୁତାକଳକୁ ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ୱର ଇଣ୍ଡଷ୍ଟ୍ରିଆଲ ଶାଖା ପକ୍ଷରୁ ସିଲ୍ କରାଯାଇଛି । ସୂତାକଳ ସହ ୧୫ ଏକର ୧୨ ଡିସିମିଲ୍ ଜାଗା ମଧ୍ୟରେ ଥିବା ସମସ୍ତ ସୌଧକୁ ଜବତ କରାଯାଇ ସିଲ କରିଛି!-->…
ରାଜ୍ୟରୁ ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍ ଏହାକୁ ମିଶାଇ ରାଜ୍ୟରେ ୧୨,୮୧,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ!-->!-->!-->…
ମୁକୁଳା ଟ୍ରାନ୍ସଫର୍ମରେ ଲାଗି ଦନ୍ତା ହାତୀର ମୃତ୍ୟୁ
ନିରାକାରପୁର: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା। ହେଲେ ରବିବାର ରାତିରେ ହାତୀଟି ଗୋଲାବାଇ ଆଡୁ ଆସି ମୁଣ୍ଡାଆମ୍ବ ମୌଜାରେ ପଶୁଥିବା ବେଳେ!-->…
ବର୍ଷା-ଅନୁଭବ ପାରିବାରିକ ବିବାଦ, ସରିଲା ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ
ଭୁବନେଶ୍ବର: ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ କୋର୍ଟରେ ବିଚାରଧୀନ ରହିଛି । ଦୁହେଁ ପରସ୍ପରଙ୍କ ନାଁରେ ଅଭିଯୋଗ ଆଣିଛନ୍ତି । ଏହି ମାମଲାରେ କୋର୍ଟ ମାମଲା ବିଚାରଧୀନ ଥିବାରୁ ଉଭୟଙ୍କୁ ସୋସିଆଲ ମିଡିଆରେ କୌଣସି ମନ୍ତବ୍ୟ ନଦେବାକୁ!-->…