Browsing Category

ଓଡିଶା

ନାଳରୁ ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

ଯାଜପୁର, ୧୧/୦୭: ଯାଜପୁର ଜିଲ୍ଲା କୋରାଇ ଥାନା ଗଜେନ୍ଦ୍ରପୁର ଗ୍ରାମ ନିକଟରେ ଥିବା ଏକ ନାଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ସ୍ଥାନୀୟ ଅସନଝର ଗ୍ରାମର ପ୍ରଫୁଲ୍ଲ ନାୟକଙ୍କ ପୁଅ ବିଜୁ ନାୟକ ବୋଲି ଜଣାପଡିଛି। ସେ ଗତ ଶନିବାର ଠାରୁ ନିଖୋଜ ଥିଲେ । ତେବେ ମୃତ୍ୟୁର କାରଣ…

ପୁରୀରୁ ଭୁବନେଶ୍ୱର ଆସୁଥିବା ବସ୍ ଓଲଟିଲା: ୩୫ ଯାତ୍ରୀ ଗୁରୁତର ଆହତ

ପୁରୀ: ପୁରୀରୁ ଭୁବନେଶ୍ୱର ଆସୁଥିବା ଏକ ଘରୋଇ ବସ୍ ଓଲଟି ପଡ଼ିବା ଫଳରେ ପ୍ରାୟ ୩୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବାର ଖବର ମିଳିଛି । ପୁରୀରୁ ଶହେ ପାଖାପାଖି ଯାତ୍ରୀଙ୍କୁ ନେଇ ନେଇ ଫେରୁଥିବା ବେଳେ ଆଜି ମଧ୍ୟାହ୍ନରେ ସାତଶଙ୍ଖର ଯଶୁଆପୁରଠାରେ ସାରଳା ବସ୍ ଦୁର୍ଘଟଣାଗ୍ରସ୍ତ…

୨୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରାପଡିଲେ ଅତିରିକ୍ତ ଥାନା ଅଧିକାରୀ

ନବରଙ୍ଗପୁର: ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଉମରକୋଟ ଥାନା ଅତିରିକ୍ତ IIC ଲିମାରାଜ ପ୍ରଧାନ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ତାଙ୍କୁ ଗତକାଲି ରାତିରେ ଭିଜିଲାନ୍ସ ବିଭାଗ ଗିରଫ କରିଛି । ସୂଚନା ଅନୁସାରେ, ଗୋଟିଏ ପୁରୁଣା କେସକୁ କୋହଳ କରିବାକୁ ଲିମାରାଜ ଜଣେ ବ୍ୟକ୍ତିଙ୍କ…

‘ବିଇଓଙ୍କ ଚିଠି, ବିଭାଗୀୟ ନିର୍ଦ୍ଦେଶ ନୁହେଁ’, ସ୍କୁଲ୍ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ମନା ନେଇ…

ଭୁବନେଶ୍ୱର: ପ୍ରତିବାଦ, ସମାଲୋଚନା ପରେ ବଦଳିଲା ମନ୍ତ୍ରୀଙ୍କ ବୟାନ । ଢେଙ୍କାନାଳ କଙ୍କଡ଼ାହାଡ଼ ବିଇଓଙ୍କ ଚିଠି ପରେ ମନ୍ତ୍ରୀ ବିବୃତି ରଖିଥିଲେ । କହିଥିଲେ କିଛି ଅଣସ୍ୱୀକୃତି ପ୍ରାପ୍ତ ୱେବ ସାମ୍ବାଦିକ ବିଦ୍ୟାଳୟରେ ପଶି ଶିକ୍ଷାଦାନରେ ବାଧା ସୃଷ୍ଟି କରୁଛନ୍ତି । ତେଣୁ ବିଇଓମାନେ…

ଗୋଟିଏ ଦିନ ବିଳମ୍ୱରେ ଲାଗିଲା ବ୍ରହ୍ମ ତାଳଧ୍ବଜ

କେନ୍ଦ୍ରାପଡ଼ା, ୧୧/୦୭: ଶେଷରେ ଗୋଟିଏ ଦିନ ବିଳମ୍ବରେ ଚକଡ଼ାରେ ଲାଗିଲା କେନ୍ଦ୍ରାପଡ଼ାର ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ବଜ l ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁଁ ରାସ୍ତା ପାର୍ଶ୍ବ ଅସ୍ଥାୟୀ ଦୋକାନ ଉପରକୁ ମାଡିଯାଇ ଥିବାରୁ ରଥ ଟାଣିବାରେ ଗୋଟିଏ ଦିନ ବିଳମ୍ବ ହୋଇଥିଲା l ତେବେ ଆଜି ରଥ ଉପରେ…

ଭୁବନେଶ୍ୱର, କଟକ, ରାଉରକେଲା ଓ ପୁରୀରେ କୋଭିଡ ସଂକ୍ରମଣ ବଢୁଛି: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତିକୁ ନେଇ ନିଜର ମତ ରଖିଛନ୍ତି ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ। ସେ ତାଙ୍କର ମତ ରଖି କହିଛନ୍ତି କି 'ଭୁବନେଶ୍ୱର, କଟକ, ରାଉରକେଲା ଓ ପୁରୀରେ କୋଭିଡ ସଂକ୍ରମଣ ବଢୁଛି। ସ୍ଥିତି ନିୟନ୍ତ୍ରଣରେ ଅଛି। ରାଜ୍ୟରେ ସକ୍ରିୟ ମାମଲା ପ୍ରାୟ ୩୨୦୦ ରହିଛି। ମାତ୍ର ୧…

ରାଜ୍ୟରେ ଲଘୁଚାପ ଜନିତ ବର୍ଷା: ୮ ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ଆଣୁଛି ବଡ଼ ବର୍ଷା। କାଲିଠୁ ବଢ଼ିବ ବର୍ଷା ପରିମାଣ। ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରୀ ଘନୀଭୂତ ହେବାର…

ବାଲେଶ୍ବରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ବାଲେଶ୍ବର: ବାଲେଶ୍ବରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର । ବଜ୍ରପାତରେ ଅନେକ ଜୀବନ ଯାଉଛି । ସେଥିପାଇଁ ଲାଇଟେନିଂ ରିସର୍ଚ୍ଚି ସେଣ୍ଟରରେ ସଠିକ ପୂର୍ବ ସୂଚନା ଦିଆଯାଇପାରିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଜୁନ ଦ୍ଵିତୀୟ ସପ୍ତାହ ପରେ…

ଧାରଣାରେ ବସିଥିବା ରୁଚିକାଙ୍କ ମାଆ, ଭଉଣୀ ଓ ପରିବାର ଲୋକଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟାକୁ ୧୦ଦିନ ବିତିଲାଣି। ଏବେ ବି ଆତ୍ମହତ୍ୟା ସସପେନ୍ସରୁ ହଟୁନି ପରଦା। ଆଜି ବିଜେବି କଲେଜ ଗେଟ୍‌ ସମ୍ମୁଖରେ ଧାରଣାରେ ବସିଥିବା ରୁଚିକାଙ୍କ ମାଆ, ଭଉଣୀ ଓ ପରିବାର ଲୋକଙ୍କୁ ଉଠାଇ ନେଲା ପୋଲିସ। ଶୈକ୍ଷିକ ବାତାବରଣକୁ ନଷ୍ଟ…

‘ଅମିତ ଶାହ ଓ ବିଜେପିର ଯାତ୍ରା’ ପୁସ୍ତକର ଓଡିଆ ସଂସ୍କରଣ ଉନ୍ମୋଚିତ

ଭୁବନେଶ୍ବର ୧୧।୭: 'ଅମିତ ଶାହ ଓ ବିଜେପିର ଯାତ୍ରା' ପୁସ୍ତକ ଉନ୍ମୋଚିତ । 'ଅମିତ ଶାହ ଓ ବିଜେପିର ଯାତ୍ରା'ର ମୂଳ ଇଂରାଜୀ ପୁସ୍ତକର ଲେଖକ ହେଉଛନ୍ତି ଅନିର୍ବାଣ ଗାଙ୍ଗୁଲି ଏବଂ ଶବାନନ୍ଦ ଦ୍ବିବେଦୀ । ସୋମବାର ବହିର ଓଡ଼ିଆ ସଂସ୍କରଣ ଉନ୍ମୋଚିତ ହୋଇଛି । ଭୁବନେଶ୍ବର ସ୍ଥିତ ଘରୋଇ ହୋଟେଲରେ…