Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କମ୍ବିଂରୁ ଫେରୁଥିବା ସମୟରେ ନାଳରେ ଭାସିଗଲେ ଯବାନ..
ମାଲକାନଗିରି :-୦୯/୦୭ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ କମ୍ବିଂ ସାରି ଫେରୁଥିବା ସମୟରେ ନାଳରେ ଭାସି ଯାଇ ଜଣେ ସିଆରପିଏଫ ଯବାନ ନିଖୋଜ ଥିବା ଜଣା ପଡ଼ିଛି। ବିଜାପୁର ଜିଲ୍ଲାରେ ଗତ କିଛି ଦିନ ହେଲା ବର୍ଷା ଲାଗି ରହିଥିବା ବେଳେ ସିଆରପିଏଫ ର କୋବ୍ରା!-->!-->!-->…
ଜମି ବିବାଦକୁ ନେଇ ବାପାକୁ ହତ୍ୟା କରି ଜାଳି ଦେଲା ପୁଅ
ବରଗଡ଼: ଜମି ଲୋଭରେ ସଇତାନ ପାଲଟିଗଲା ପୁଅ। ଜନ୍ମକଲା ବାପକୁ ବି ଛାଡିଲାନି। ଲୁହା ରଡରେ ପିଟି ପିଟି ମାରିବା ପରେ ପୋଡି ଦେଇଛି ପୁଅ। ଏମିତି ଲୋମହର୍ଷଣକାରୀ ଘଟଣା ବରଗଡର ଜିଲ୍ଲାରେ ଘଟିଛି। ପୋଲିସ ମଶାଣିରେ ପହଞ୍ଚି ଦରପୋଡା ଶବ ଜବତ କରିଛି।
ବରଗଡ଼ ଜିଲ୍ଲା ବରପାଲି ଥାନା!-->!-->!-->…
ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କଲେ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଦ୍ରୌପଦୀ ମୁର୍ମୁଙ୍କୁ ଶୁଦ୍ଧ ଶାକାହାରୀ ମଧ୍ୟାହ୍ନ ଭୋଜନରେ ଆପାୟିତ କଲେ ମୁଖ୍ୟମନ୍ତ୍ରୀ । ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସହ ନବୀନ ନିବାସରେ ମଧ୍ୟାହ୍ନ ଭୋଜନ ପାଇଁ ନିମନ୍ତ୍ରଣ କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରଜାପିତା ବ୍ରହ୍ମକୁମାରୀ ଦିକ୍ଷିତା!-->…
ଆଜି ମୁଁ ଯାହା ହୋଇଛି, ବିଜେପି ପାଇଁ ହୋଇଛି: ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଓଡ଼ିଶାକୁ ନିର୍ବାଚନ ପ୍ରଚାରରେ ଆସିଥିବା ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାତ୍ୟ ଅତିଥି ଭବନରେ ବିଜେପି ସାଂସଦ ଓ ବିଧାୟକମାନଙ୍କୁ ସମ୍ବୋଧିତ କଲା ବେଳେ ଭାବବିହ୍ୱଳ ହୋଇଛନ୍ତି । ଭାଷଣ ଆରମ୍ଭରୁ ବିଜେପିର କାର୍ଯ୍ୟକର୍ତାଙ୍କ!-->…
ଏସ୍ଆରସି ଙ୍କ ଫେସବୁକ ଆକାଉଣ୍ଟ ହ୍ୟାକ୍ କରି ଟଙ୍କା ମାଗିଲେ ସାଇବର ଠକ
ଭୁବନେଶ୍ୱର: ସାଇବର ଠକଙ୍କ ଟାର୍ଗେଟରେ ବରିଷ୍ଠ ଆଇଏଏସ ଅଫିସର । ଏସଆରସି ପ୍ରଦୀପ ଜେନାଙ୍କ ଫେସବୁକ ଆକାଉଣ୍ଟ ହ୍ୟାକ୍ କରି ଟଙ୍କା ମାଗିଲେ ସାଇବର ଠକ । ଏନେଇ ସାଇବର ଥାନାରେ ଅଭିଯୋଗ କରିଛନ୍ତି ଏସଆରସି ପ୍ରଦୀପ ଜେନା । ତାଙ୍କ ଫଟୋକୁ ବ୍ୟବହାର କରି ଅନ୍ୟ ଏକ ଆକାଉଣ୍ଟ ଖୋଲିଛନ୍ତି ଦଲାଲ୍ ।!-->…
ଡିଜେରେ ବିଦ୍ୟୁତ୍ ତାର ଲାଗି ଜଣେ ବରଯାତ୍ରୀ ମୃତ, ୨ ଗୁରୁତର
ଭଦ୍ରକ: ବାଣ ସୋରଣୀ ଚାଲିଥିଲା। କନ୍ୟାଘର ଅଭିମୁଖେ ବାହାରିଥିଲା ବରଯାତ୍ରୀଙ୍କ ଶୋଭାଯାତ୍ରା। ଡିଜେ ସାଉଣ୍ଡରେ ଉଚ୍ଛୁଳି ପଡୁଥିଲା ମାହୋଲ। ହେଲେ କେଇ ମୁହୁର୍ତ୍ତରେ ଉତ୍ସବ ମୁଖର ପରିବେଶ ଶୋକାକୂଳ ମାହୋଲରେ ପରିଣତ ହୋଇଛି। ଡିଜେ ସମୟରେ ତାର ଲାଗି ଜଣେ ବରଯାତ୍ରୀଙ୍କ ମୃତ୍ୟୁ ଘଟିଥିବା!-->…
ମମିତା ହତ୍ୟା ମାମଲାରେ ଗୋବିନ୍ଦ ସାହୁକୁ ଜାମିନ
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ମମିତା ହତ୍ୟା ମାମଲାରେ ନେଇ ଆସିଛି ଆଉ ଏକ ଖବର । ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ସର୍ତ୍ତମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ । ଆଜିଠାରୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଆନ୍ତରୀଣ ଜାମିନ ପାଇଛି ଗୋବିନ୍ଦ । ହାଇକୋର୍ଟଙ୍କ ନିଷ୍ପତ୍ତି କ୍ରମେ!-->…
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହୁଡ଼ା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ, ଅପରାହ୍ନ ୪ ଟାରେ ରଥ ଟଣା
ପୁରୀ: ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଛି ନୀତି ନିର୍ଘଣ୍ଟ । ଶନିବାର ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ୭୫ପ୍ଲାଟୁନ ପୋଲିସ ଫୋର୍ସ ସହ ୧୦୦୦ ପୋଲିସ ଅଧିକାରୀ ମୁତୟନ ରହିବେ ।
ଶନିବାର ଭୋର ୪ ଟାରେ!-->!-->!-->…
ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ
ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ଭାବେ ଆଜି ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ । ନବ ନିର୍ବାଚିତ ସାଂସଦ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ନିଜ ନିଜ ପରିବାର ସହିତ ୨ ସାଂସଦ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ସାଂସଦ ମାନସ ମଙ୍ଗରାଜ ନିଜ ପରିବାର ସହ ଶପଥ ଗ୍ରହଣ ଉତ୍ସବରେ ସାମିଲ!-->…
୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ରରୁଆଁ ତହସିଲଦାର ଓ ଅମିନ
ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ରରୁଆଁ ତହସିଲ ଅଫିସରେ ଭିଜିଲାନ୍ସର ଚଢାଉ । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତହସିଲଦାର ଓ ଅମିନ ଧରାପଡିଲେ ଭିଜିଲାନ୍ସ ହାତରେ ।
ସୂଚନା ଅନୁଯାୟୀ, ଚକ୍ରଧର ମହାନ୍ତ ନାମକ ଜନୈକ ବ୍ୟକ୍ତିଙ୍କ ଠାରୁ ଜମି ପଟ୍ଟା କରିବା ପାଇଁ ରରୁଆଁ!-->!-->!-->…