Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରଦୀପ୍ତ ନାଏକଙ୍କୁ ଭେଟିଲେ ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା
ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏବଂ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂ ଶୁକ୍ରବାର ଭେଟିଛନ୍ତି। ସେମାନେ ପ୍ରଦୀପ୍ତଙ୍କୁ ଭେଟି ତାଙ୍କ ସାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା ସହିତ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରୀ!-->…
କ୍ୟାମେରା ମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣା: ୮ ଜଣଙ୍କ ନାମ ସମେତ ୯୦୫ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ
ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ବହୁ ଚର୍ଚ୍ଚିତ ନୟାଗଡ଼ର କ୍ୟାମେରା ମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ଘଟଣାର ଆଜି କ୍ରାଇମବ୍ରାଞ୍ଚ ଚାନ୍ଦବାଲି ଜେଏମଏଫସି କୋର୍ଟରେ ୮ଜଣ ଅଭିଯୁକ୍ତ ସମେତ ୯୦୫ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି । ଯେଉଁଥିରେ ୩୪ ଜଣ ସାକ୍ଷୀ ରାହିଛନ୍ତି!-->…
ଧରାପଡ଼ିଲେ ନବରଙ୍ଗପୁରର ଧୁମ୍ ଚୋର
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପୋଲିସକୁ ଏକ ଚ୍ୟାଲେଞ୍ଜିଂ ଚୋରି ଘଟଣାରେ ସଫଳତା ମିଳିଛି । ଚର୍ଚ୍ଚିତ ଖାତୀଗୁଡ଼ା ହାଇସ୍କୁଲର ଧୁମ୍ ସିନେମା ଷ୍ଟାଇଲରେ ଚୋରି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗତ ୧ ତାରିଖ ରାତିରେ ସ୍କୁଲରୁ ବିଭିନ୍ନ ଜିନିଷ ଚୋରି କରି ପୋଲିସକୁ!-->…
ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କଲେ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଓଡ଼ିଶାରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସମର୍ଥନ ଲୋଡ଼ି ଓଡ଼ିଶା ଆସିଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ବିଧାୟକ ଓ ସାଂସଦଙ୍କୁ ଭେଟିଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ଆୟୋଜିତ!-->…
ରାଜ୍ୟରେ ଆଜି ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୧୧ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶୁକ୍ରବାର ଦିନ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା!-->…
ରାଜ୍ୟସ୍ତରୀୟ ବନମହୋତ୍ସବ : ଅପରାଜିତାଙ୍କ ଆକ୍ଷେପ, ଅଶୋକଙ୍କ ଉତ୍ତର
ଭବନେଶ୍ବର: ରାଜ୍ୟସ୍ତରୀୟ ବନ ମହୋତ୍ସବକୁ ନିମନ୍ତ୍ରଣ ନକରିବାକୁ ପ୍ରସଙ୍ଗରେ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ସ୍ଥାନୀୟ ସାଂସଦ ଓ କର୍ପୋରେଟରଙ୍କୁ ନିମନ୍ତ୍ରଣ ନକରିବା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ଅପରାଜିତା । ରାଜ୍ୟ ସରକାର ଡରୁଛନ୍ତି ଓ ସଂକୀର୍ଣ୍ଣ ମାନସିକତାର!-->…
ଆଇଟିଆରରୁ ତଥ୍ୟ ଲିକ୍ ଅଭିଯୋଗରେ ଗିରଫ ଅଭିଯୁକ୍ତଙ୍କ ଉପରୁ ହଟିଲା ୩ ଦଫା
ବାଲେଶ୍ୱର: ଚାନ୍ଦିପୁର ଆଇଟିଆରରୁ ତଥ୍ୟ ଲିକ୍ ଅଭିଯୋଗ ମାମଲାରେ ଆବଶ୍ୟକ କାଗଜପତ୍ର ଅଭାବରୁ ଅଭିଯୁକ୍ତଙ୍କ ଉପରୁ ହଟିଲା ୩ଟି ଦଫା। ଅଭିଯୁକ୍ତଙ୍କ ଉପରେ ଲାଗିଥିବା ଅଫିସିଆଲ୍ ସିକ୍ରେଟ ଆକ୍ଟ ୩, ୪, ୫ ହଟିଲା। ଆବଶ୍ୟକ ଡକ୍ୟୁମେଣ୍ଟ ନଥିବାରୁ ୩ଟି ଦଫା ହଟାଇଲେ ଏଡିଜେ-୩। ୫ ଜଣଙ୍କ ନାଁରେ!-->…
କଟକ ଫୁଲନଖରା ଛକରୁ ୪୨ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ
କଟକ: ୪୨ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ । କଟକ ଫୁଲନଖରା ଛକରୁ ଜବତ କରିଛି ଅବକାରୀ ଫ୍ଲାଇଙ୍ଗ ସ୍କ୍ୱାର୍ଡ। ନିଆଳି ଏରଞ୍ଚର ଜଣେ ବ୍ୟକ୍ତିଙ୍କ ଠାରୁ ଜବତ ହୋଇଛି ଏହି ୪୨୦ ଗ୍ରାମ ବ୍ରାଉନସୁଗର। ଅବକାରୀ ବିଭାଗ ଦ୍ଵାରା ଗିରଫ ହୋଇଛନ୍ତି ସଂପୃକ୍ତ ବ୍ୟକ୍ତି ନିଆଳି ଏରଞ୍ଚର ସମରେନ୍ଦ୍ର!-->…
ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ କରୋନା, ପରୀକ୍ଷା ବର୍ଜନ କଲେ ଛାତ୍ରଛାତ୍ରୀ
କଟକ: ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ଆନ୍ଦୋଳନକୁ ଓହ୍ଲାଇଲେ ଶତାଧିକ ଛାତ୍ରଛାତ୍ରୀ । କ୍ୟାମ୍ପସରେ ଏକାଧିକ ଶିକ୍ଷକ କରୋନା ପଜିଟିଭ ଚିହ୍ନଟ ପରେ ପରୀକ୍ଷା ବର୍ଜନ କରିଛନ୍ତି ଛାତ୍ରଛାତ୍ରୀ ।
ସୂଚନାଅନୁସାରେ, ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟର ଆଜି ୫ମ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ!-->!-->!-->…
ଅବସର ପ୍ରାପ୍ତ ପୌର କର୍ମଚାରୀଙ୍କ ଟଙ୍କା ହଡ଼ପ ଅଭିଯୋଗରେ ତିନି ଗିରଫ
ଦେବଗଡ଼: ଦେବଗଡ଼ ପୌର ପରିଷଦର ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ବାକି ଟଙ୍କା ହଡ଼ପ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଏହି ଅଭିଯୋଗର ତଦନ୍ତ କରାଯାଇ ଜଣେ ମହିଳାଙ୍କ ସହିତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ପରିଚୟ ଭୁବନ ମୋହନ ନାଏକ, ଓମ ପ୍ରକାଶ ସାହୁ ଓ ଅମୃତି ସାହୁ।!-->…