Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟରେ ଆଉ ୪୦୧ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ସଂକ୍ରମିତ!-->…
ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡିଶା ୧ ନମ୍ବର ହୋଇଛି : କୃଷି ମନ୍ତ୍ରୀ
ଭୁବନେଶ୍ବର ୬ । ୭ : ବିଧାନସଭା ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ବିଧାନସଭା ପ୍ରଶ୍ନକାଳରେ ଖୁସି ପ୍ରକାଶ କଲେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ । ସେ କହିଛନ୍ତି, ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡିଶା ୧ ନମ୍ବର ହୋଇଛି ।
ତେଣୁ ଆଜି!-->!-->!-->…
ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସମର୍ଥନ ମାଗିବାକୁ କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲା ବିଜେଡି
ଭୁବନେଶ୍ବର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସମର୍ଥନ ମାଗିବାକୁ କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଛନ୍ତି ବିଜେଡିର ପ୍ରତିନିଧୀଦଳ ଭେଟିଛନ୍ତି। ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଧାୟକ ସ୍ନେହାଙ୍ଗିନୀ ଛୁରିଆ ଓ ବିଧାୟକ!-->…
ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ମାମଲା; ପୁରୁଷ ବନ୍ଧୁ କଲେ ଆତ୍ମହତ୍ୟା
ବହୁଚର୍ଚ୍ଚିତ ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ଘଟଣା ଉପରୁ ପରଦା ନହଟୁଣୁ ଘଟିଛି ଆଉ ଏକ ଅଘଟ। ରଶ୍ମିରେଖାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି । ଖବରପାଇ ଉଦିତନଗର ଥାନା ପୁଲିସ୍ ଘଟଣାସ୍ଥଳକୁ ଯାଇ ତାଙ୍କ ଝୁଲନ୍ତା!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାୟଗଡା ବିଧାୟକ ମକରନ୍ଦ ମୁଦୁଲି
ଭୁବନେଶ୍ୱର:ରାଷ୍ଟ୍ରପତି ନିର୍ବାଚନ ପାଇଁ ରାଜନୀତିର ପଶାଖେଳ ଆରମ୍ଭ ହୋଇଛି । ଏହାରି ମଧ୍ୟରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ ରାୟଗଡ଼ାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା ପରେ ଘୋଷଣା କରିଛନ୍ତି ମକରନ୍ଦ!-->…
ହଷ୍ଟେଲ ଖାଦ୍ୟ ଖାଇବା ପରେ ହଠାତ୍ ଅସୁସ୍ଥ ହୋଇ ପଡ଼ିଲେ ୧୦୦ ଛାତ୍ରୀ
ମଧ୍ୟାହ୍ନ ଭୋଜନ ଖାଇବା ପରେ ଅସୁସ୍ଥ ହୋଇ ପଡ଼ିଛନ୍ତି ୧୦୦ରୁ ଅଧିକ ଛାତ୍ରୀ । ସୁନ୍ଦରଗଡ଼ ଜିଲ୍ଲା ବଣାଇରୁ ଏଭଳି ଏକ ଖବର ଆସିଛି । ହଷ୍ଟେଲ ଖାଦ୍ୟ ଖାଇବା ପରେ ଉକ୍ତ ଛାତ୍ରୀମାନଙ୍କର ଦେହ ଖରାପ ହେବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଖବର ମୁତାବକ, ଅସୁସ୍ଥ ହୋଇଥିବା!-->!-->!-->…
ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ନେଇ ନରସିଂହଙ୍କୁ ଭେଟିଲେ ବିଜେଡି ସାଙ୍ଗଠନିକ ସଂପାଦକ
ଭୁବନେଶ୍ୱର: ମାଟିର ଝିଅକୁ ଜିତାଇବାକୁ ଅଣ୍ଟାଭିଡିଲା ବିଜେଡି । ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ବିଧାୟକ ଓ ସାଂସଦ ଓଡ଼ିଶା ମାଟିର ଝିଅ ତଥା ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଯେଭଳି ଭୋଟ ଦିଅନ୍ତି ସେ ନେଇ ଅଭିଯାନ ଆରମ୍ଭ କରିଛି ବିଜୁ ଜନତା ଦଳ । ସ୍ୱୟଂ!-->…
ମାଓ ନେତା ସବ୍ୟସାଚୀ ପଣ୍ଡା ଏମକେସିଜି ଡାକ୍ତରଖାନାରେ ଭର୍ତ୍ତି
ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲରେ ଅସ୍ତ୍ରୋପଚାର ଲାଗି ଭର୍ତ୍ତି ହୋଇଛନ୍ତି ମାଓବାଦୀ ନେତା ସବ୍ଯସାଚୀ ପଣ୍ଡା। ନିଜର କାନରେ ଯନ୍ତ୍ରଣା ଅନୁଭବ ପରେ କଡା ସୁରକ୍ଷା ବ୍ୟବସ୍ଥା ଭିତରେ ସବ୍ଯସାଚୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି ବୋଲି ସବ୍ଯସାଚୀଙ୍କ ଓକିଲ!-->…
ରାସ୍ତା ପାଇଁ ପ୍ରତି କିଲୋମିଟର ପିଛା ଖର୍ଚ୍ଚ ହୋଇଛି ୧୧ ଲକ୍ଷ ୬୨ ହଜାର ଟଙ୍କା
ଭୁବନେଶ୍ୱର: ତୃତୀୟ ଦିନରେ ସ୍ୱାଭାବିକ ଚାଲିଛି ବିଧାନସଭାର ମୌସୁମୀ ଅଧିବେଶନ। ଆଜି ପ୍ରଶ୍ନକାଳରେ ଗ୍ରାମ୍ୟ ଉନ୍ନୟନ ବିଭାଗର କାମ ନେଇ ଆଲୋଚନା ହୋଇଛି । ପୂର୍ତ୍ତ ବିଭାଗକୁ ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଟ୍ରାନସଫରରେ ସମସ୍ୟା ଏବଂ ଗାଁ ରାସ୍ତାଗୁଡ଼ିକ ଦୀର୍ଘଦିନ ଧରି ମରାମତି!-->…
ବିଜେବି କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଆସିଲା ରୁଚିକା ମହାନ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ
ଭୁବନେଶ୍ୱର: ବିଜେପି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଏହାରି ମଧ୍ୟରେ ସାମ୍ନାକୁ ଆସିଛି ରୁଚିକାଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ରହିଛି ।
ସୂଚନା ଅନୁସାରେ, ବିଜେବି!-->!-->!-->…