Browsing Category

ଓଡିଶା

ରାଜ୍ୟରେ ହାତୀ ମୃତ୍ୟୁ ପ୍ରସଙ୍ଗ: ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କଲେ ହାଇକୋର୍ଟ

କଟକ, ୦୫।୦୭: ରାଜ୍ୟରେ ହାତୀ ମୃତ୍ୟୁ ପ୍ରସଙ୍ଗକୁ ନେଇ ଶୁଣାଣୀ କରିଛନ୍ତି ହାଇକୋର୍ଟ । ଆସାମ ଢାଞ୍ଚାରେ କଡା ଆଇନ୍ ଆଣିବା ସମ୍ପର୍କିତ ମାମଲାରେ ଆଜି ଶୁଣାଣି ହୋଇଥିଲା । ଏନେଇ ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରିକରିଛନ୍ତି ହାଇକୋର୍ଟ । ଆସନ୍ତା, ୨୫ ତାରିଖରେ ଏହି ମାମଲାର ପରବର୍ତ୍ତୀ…

ଓଡ଼ିଶା ଆସିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଆସନ୍ତା ୮ରେ ଓଡ଼ିଶା ଆସୁଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଓଡ଼ିଶା ଆସି ରାଷ୍ଟ୍ରପତି ନିର୍ବାଚନରେ ଭାଗ ନେଉଥିବା ବିଧାୟକ ଓ ସାଂସଦଙ୍କୁ ଭେଟି ଭୋଟ ଭିକ୍ଷା କରିବେ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ଏବଂ ନାମାଙ୍କନ ପତ୍ର ଦାଖଲ କରିବା ପରେ ସବୁ ରାଜ୍ୟ ଯାଇ…

୧୦ ବର୍ଷରେ ମରିଛନ୍ତି ୭୮୪ ହାତୀ, କୋରାପୁଟରେ ନାହାନ୍ତି ହାତୀ !

ଭୁବନେଶ୍ବର: ଗତ ୧୦ ବର୍ଷରେ ୭୮୪ଟି ହାତୀଙ୍କ ମୃତ୍ୟୁ ଘଟିଛି। ୨୦୧୨-୧୩ ମସିହାରୁ ୨୦୨୧-୨୨ ମସିହା ମଧ୍ୟରେ ଏହି ହାତୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୩୪ ଟି ହାତୀ ଶିକାରୀମାନଙ୍କ ଦ୍ବାରା ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୩୬ଟି ହାତୀ ମରିଛନ୍ତି। ରେଳ ଦୁର୍ଘଟଣାରେ ୩୦ଟି ଓ ସଡକ ଦୁର୍ଘଟଣାରେ…

ଆନ୍ତଃ ବିଶ୍ୱବିଦ୍ୟାଳୟ ସଫ୍ଟ ବେସବଲ୍ ଟୁର୍ଣ୍ଣାମେଂଟରେ ଭାଗ ନେବାକୁ ରାଜସ୍ଥାନ ଅଭିମୁଖେ ସୋଆର ଖେଳାଳୀ ଟିମ୍‌

ଭୁବନେଶ୍ୱର: ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସଫ୍ଟ ବେସ୍ ବଲ୍ ଟୁର୍ଣ୍ଣାମେଂଟରେ ଭାଗ ନେବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୪ ଜଣିଆ ଟିମ୍ ସୋମବାର ରାଜସ୍ଥାନ ଅଭିମୁଖେ ଗସ୍ତ କରିଛନ୍ତି । ରାଜସ୍ଥାନର ପାଚେରୀ ବାରିରେ ଉଭୟ ପୁରୁଷ ଓ ମହିଳା ବର୍ଗରେ ଆସନ୍ତା ଗୁରୁବାର ଏହି…

ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଦେଶରେ ଶୀର୍ଷ ସ୍ଥାନରେ ଓଡ଼ିଶା

ଭୁବନେଶ୍ବର: ପୁଣି ଓଡିଶାକୁ ଆଉ ଏକ ସଫଳତା । ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଓଡ଼ିଶା ଦେଶରେ ଶୀର୍ଷରେ ରହିଛି । ଦ୍ୱିତୀୟ ସ୍ଥାନରେ ରହିଛି ଉତ୍ତରପ୍ରଦେଶ । ଏନଏଫଏସଏର ଏହି ରାଙ୍କିଂରେ ଓଡ଼ିଶା ପୁଣି ପ୍ରଥମ ସ୍ଥାନ ଅଧିକାର କରିଛି । ଓଡିଶାର ଇଣ୍ଡେକ୍ସ ସ୍କୋର ୦.୮୩୬ ରହିଛି । ଏନେଇ…

ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬କୋଟି ମଞ୍ଜୁର

ଭୁବନେଶ୍ବର: ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଆହୁରି ସୁଦୃଢ଼ ହେବ । ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟ ସ୍ଥଳୀଗୁଡ଼ିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି। ତେଣୁ ୫୫ଟି ନୂଆ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ଦ୍ୱିତୀୟ…

ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ପାଇଁ ପୁଣି ଦାବୀ

ଭୁବନେଶ୍ୱର : ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ପାଇଁ ପୁଣି ଦାବୀ ହୋଇଛି। ମଙ୍ଗଳବାର ଭୁବନେଶ୍ୱରର ଲୋୟର ପିଏମଜିରେ କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା ତରଫରୁ ପ୍ରତିବାଦ କରାଯାଇଛି। କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚାର ସଦସ୍ୟମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ନୃତ୍ୟ ସହିତ ଶୋଭାଯାତ୍ରା କରି…

ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ସହିଦନଗର ଥାନା ଅନ୍ତର୍ଗତ ଆଚାର୍ୟ୍ୟବିହାରସ୍ଥିତ ଏକ ଭଡ଼ା ଘରୁ ଛାତ୍ରୀଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାଁ ଆଶ୍ରିତା ପଟ୍ଟନାୟକ। ଭଦ୍ରକ ଅଂଚଳରେ ତାଙ୍କ ଘର । ସେ ଭୁବନେଶ୍ୱରରେ ରହି ଏକ ଘରୋଇ…

ମୋବାଇଲ୍‌ ଗେମ୍‌ରେ ବୁଡ଼ିଗଲା ୧୦ହଜାର ଟଙ୍କା; ଆତ୍ମହତ୍ୟା କଲେ ଯୁବକ

ପଟ୍ଟାମୁଣ୍ଡାଇ : ଗେମ୍ ଖେଳିବା ବେଳେ ୧୦ ହଜାର ଟଙ୍କା ହରେଇବାରୁ ଯୁବକଙ୍କ ଆତ୍ମହତ୍ୟାl ଆଳି ଥାନା ଅନ୍ତର୍ଗତ ମାନପୁର ଗାଁରେ ଏମିତି ଘଟଣା ଘଟିଛିl ମୃତ ଯୁବକ ହେଲେ ଆଶିଷ କୁମାର ଦାସl ଆଶିଷ ଅନଲାଇନରେ ଗେମ୍ ଖେଳିବା ବେଳେ ୧୦ ହଜାର ଟଙ୍କା ହାରିଯିବାରୁ ଦୁଃଖିତ ହୋଇ ପଙ୍ଖାରେ ଗାମୁଛା…

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର ଓଡ଼ିଶା ଓ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଥିବା ଲଘୁଚାପ ଆନ୍ଧ୍ର ମୁହାଁ ହେଉଥିବାରୁ ଉପାନ୍ତରୁ ଉପକୂଳ ସବୁଠି ବର୍ଷିବ ବୋଲି ପୂର୍ବାନୁମାନ କରିଛି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)। ଆରବସାଗର…