Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଧିକାରୀଙ୍କର ଅହଂକାର ବଢ଼ିଯାଇଛି, ଅଙ୍କୁଶ ଲାଗିବା ଦରକାର: ସୌମ୍ୟ ରଞ୍ଜନ ପଟ୍ଟନାୟକ
ଭୁବନେଶ୍ବର: ରାଜ୍ୟରେ ସରକାରୀ ଅଧିକାରୀଙ୍କର ଅହଂକାର ବଢ଼ିଯାଇଛି। ଏହା ଉପରେ ଅଙ୍କୁଶ ନ ଲାଗିଲେ ଗଣତନ୍ତ୍ର ବିପଦରେ ପଡ଼ିବ। ଆଜି ବିଧାନସଭାର ଶୂନ୍ୟକାଳରେ ବିଜେଡି ବରିଷ୍ଠ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଏହା କହିଛନ୍ତି । ଶୂନ୍ୟକାଳରେ ବିବୃତ୍ତି ରଖି ସୌମ୍ଯ କହିଛନ୍ତି,!-->…
ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା, ଅଭିଯୁକ୍ତ ଗିରଫ
ଭଦ୍ରକ: ସାଙ୍ଗ ବାହାଘର ଭୋଜିରୁ ଫେରିବା ବେଳେ ପିଟିପିଟି ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ । ଭୋଜିରେ ମାଂସ ଖାଇବା ଓ ପୂର୍ବ ଶତ୍ରୁତାକୁ ନେଇ ହତ୍ୟା ହୋଇଥିବା ନେଇ ପୋଲିସ ସ୍ପଷ୍ଟ କରିଛି ।
ସୂଚନା ଅନୁଯାୟୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ବିଜେଗଙ୍ଗାଧରପୁର ଅଞ୍ଚଳରେ ଗତକାଲି ସାଙ୍ଗ!-->!-->!-->…
କାଜୁ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଆଠଗଡ: ଆଠଗଡ ଥାନା ଅନ୍ତର୍ଗତ ରାଉତରାପୁର ଗ୍ରାମ ପାଖରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଗ୍ରାମର ରାସ୍ତା ପାର୍ଶ୍ଵରେ ଥିବା ବିଦ୍ୟୁତ ଟ୍ରାନ୍ସଫର୍ମ ସମ୍ମୁଖ କାଜୁ ଗଛରେ ଏହି ଅଚିହ୍ନା ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ମିଳିଛି । ଯୁବକଙ୍କ ପକେଟରେ!-->…
ମୃତ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବୀରେ ଏସ୍ଏଫ୍ଆଇ ଓ ଡିୱାଇଏଫ୍ଆଇ ପକ୍ଷରୁ ପ୍ରତିବାଦ
ଭୁବନେଶ୍ବର: ବିଜେବି ସ୍ୱୟଂ ଶାସିତ ମହାବିଦ୍ୟାଳୟର ମୃତ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦେବା ଦାବୀରେ ମଙ୍ଗଳବାର ଏସ୍ଏଫ୍ଆଇ ଓ ଡିୱାଇଏଫ୍ଆଇ ପକ୍ଷରୁ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
ମୃତ୍ୟୁ ପାଇଁ ଦାୟୀ ଅଭିଯୁକ୍ତ ୩ ଛାତ୍ରୀଙ୍କୁ ଅବିଳମ୍ବେ ଗିରଫ,!-->!-->!-->…
ଆମ ଝିଅ ତୁମ ଝିଅ ଭଳି ନୁହଁନ୍ତି – IIC ବିଶ୍ଵାଳ
ଭୁବନେଶ୍ୱର (୦୪/୦୭) : ବି.ଜେ.ବି. ହଷ୍ଟେଲ ପରିସରରେ ଯୁକ୍ତ୩ ପ୍ରଥମ ବର୍ଷ ଛାତ୍ରୀ ରୁଚିକାଙ୍କ ଫାଶୀ ଘଟଣାରେ ପରିବାର ଲୋକଙ୍କ ତରଫରୁ ସଙ୍ଗୀନ ଅଭିଯୋଗ ସାମ୍ନାକୁ ଆସିଛି । ଆଜି ବିଳମ୍ବିତ ରାତ୍ରି ପ୍ରାୟ ୧୦.୩୦ ସମୟରେ ଏସିପି,ଡିସିପି ଏବଂ ଅତିରିକ୍ତ ଡିସିପି ତଥା ସ୍ଥାନୀୟ IIC ଙ୍କ ସହ ଏକ!-->…
ବିଜେବି ଛାତ୍ରୀ ଆତ୍ମହତ୍ୟା ଘଟଣା, ନିଜ ଆଡୁ ମାମଲା ରୁଜୁ କଲେ OHRC
ଭୁବନେଶ୍ବର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲା । ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ମାନବାଧିକାର କମିଶନ । ମାମଲା ରୁଜୁ କରି ଟୁଇନ ସିଟି ପୋଲିସ କମିଶନରଙ୍କୁ ନୋଟିସ କରିଛନ୍ତି । ତଦନ୍ତର ଅଗ୍ରଗତି ନେଇ ରିପୋର୍ଟ ଦାଖଲ କରିବାକୁ ଡେଡଲାଇନ ଦେଇଛନ୍ତି କମିଶନ ।
!-->!-->!-->…
ବର୍ଷାଙ୍କ ନିକଟକୁ ଭାଗବତ ପଠାଇଲେ ଅନୁଭବ
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ଧରୁନି। କୋର୍ଟର ଶୁଣାଣି ପରେ ସୋମବାର ଅନୁଭବ ବର୍ଷାଙ୍କ ଓକିଲଙ୍କ ମାଧ୍ୟମରେ ବର୍ଷାଙ୍କ ପାଇଁ ଶୀମଦ ଭାଗବତ ପଠାଇଥିବା ଜଣାପଡ଼ିଛି।!-->…
ଜୁଲାଇ ୬, ଦିନ ୧ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର: ଆସନ୍ତା ଜୁଲାଇ ୬ ଦିନ ୧ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ମାଟ୍ରିକ ରେଜଲ୍ଟ www.bseodisha.ac.in ରେ ଉପଲବ୍ଧ ହେବ ।
ପରୀକ୍ଷାର୍ଥୀ ମାନେ ମଧ୍ୟ ନିଜର ମୋବାଇଲ ରୁ OR10 ଏବଂ ନିଜର ରୋଲ ନମ୍ବର କୁ ଟାଇପ କରି 5676750 କୁ ପଠାଇଲେ ଫଳାଫଳ ଜାଣିହେବ ବୋଲି ବୋର୍ଡ!-->!-->!-->…
ପୋଲିସ-ଛାତ୍ର କଂଗ୍ରେସ ଧସ୍ତାଧସ୍ତି, ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ
ଭୁବନେଶ୍ବର: ବିଧାନସଭା ଅଧୀବେଶନ ଚାଲିଥିବା ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ସୋମବାର ଧସ୍ତାଧସ୍ତି ହୋଇଛି। ବିଜେପି କଲେଜ ଛାତ୍ରୀ ମୃତ୍ୟୁ ଘଟଣା ପ୍ରତିବାଦରେ ଛାତ୍ର କଂଗ୍ରେସ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲା। ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ ଅଟକାଇବାକୁ ଯାଇ!-->…
ବିଜେବି ଛାତ୍ରୀ ଆତ୍ମହତ୍ୟା ମାମଲା: ଏବେ ସୁଦ୍ଧା ୧୦୦ରୁ ଅଧିକଙ୍କୁ ଜେରା
ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ଏବେ ସୁଦ୍ଧା ୧୦୦ରୁ ଅଧିକଙ୍କୁ ଜେରା କରାଗଲାଣି । ରବିବାର ପୋଲିସ ୬୨ ଜଣଙ୍କୁ ଜେରା କରିଥିଲା । ଜେରାରୁ ୨ ଅଭିଯୁକ୍ତ ଛାତ୍ରୀଙ୍କ ବିଷୟରେ ସୂଚନା ମିଳିଛି । ସୁଇସାଇଡ଼ ନୋଟରେ ୩ ଜଣଙ୍କ ସମ୍ପର୍କରେ ଉଲ୍ଲେଖ!-->…