Browsing Category

ଓଡିଶା

ପୂଜା ପାଇଁ ଟ୍ବିନ୍ ସିଟିରେ ଲାଗୁ ହେଲା ଟ୍ରାଫିକ୍ କଟକଣା

ଭୁବନେଶ୍ୱର: ଶାରଦୀୟ ଦଶହରା ପାଇଁ ଟ୍ବିନ ସିଟିରେ ଆଜିଠୁ ଟ୍ରାଫିକ୍‌ କଟକଣା ଲାଗୁ କରାଯାଇଛି । କଟକ ସହରରେ ଦିନ ୨ଟାରୁ ରାତି ଦୁଇଟା ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି ବ୍ୟବସ୍ଥା ଆସନ୍ତା ଅକ୍ଟୋବର ୨ ତାରିଖ ଦଶହରା ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ । ସେହିପରି ରାଜଧାନୀ ଭୁବନେଶ୍ବରରେ

ଶ୍ରୀମନ୍ଦିରରେ ନୀତି ବିଭ୍ରାଟ: ପଲଙ୍କ ବିଜେ ପୂର୍ବରୁ ହେଲା ଆଳତି

ପୁରୀ: ବିଳମ୍ବିତ ରାତିରେ ଶ୍ରୀମନ୍ଦିର ନୀତିରେ ବ୍ୟାପକ ବିଭ୍ରାଟ ହୋଇଥିବା ସୂଚନା ରହିଛି । ଆଳତି ସରିବା ପରେ ପଲଙ୍କ ବିଜେ ହୋଇଛି । ବଡ଼ସିଂହାର ଭୋଗ ପରେ ପରେ ମହାପ୍ରଭୁଙ୍କ ପଲଙ୍କ ବିଜେ ହେବା କଥା । ମହାପ୍ରଭୁଙ୍କ ପଲଙ୍କ ବିଜେ ହେବା ପରେ ଯେଉଁ ଆଳତି ହେବା କଥା ତାହା ପଲଙ୍କ ବିଜେ

ଆସନ୍ତା ୧ରେ ଆଉ ଏକ ଲଘୁଚାପ !

ଭୁବନେଶ୍ଵର :​‌  ପାର୍ବଣକୁ ଫିକା କରିପାରେ ଲଘୁଚାପ ଜନିତ ବର୍ଷା। ଆସନ୍ତା ୧ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୩୦ ତାରିଖରେ ଆଣ୍ତାମାନ୍ ସାଗରରେ ନୂଆ ଘୂର୍ଣ୍ଣିବଳୟ ପ୍ରବେଶ କରିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ସେପଟେ

ନଦୀରେ ଜଳସ୍ତର ବଢୁଛି: ବନ୍ୟା ଆଶଙ୍କା ନ ଥିବା କହିଲେ ସର୍ବୋଚ୍ଚ ଯନ୍ତ୍ରୀ

ଭୁବେନଶ୍ବର: ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ମହାନଦୀର ଶାଖା ନଦୀ ଗୁଡିକରେ ଜଳସ୍ତର

ଦବିଲା ତେଲ ନଦୀ ପୋଲ: ଭବାନୀପାଟଣାରୁ ଖଡ଼ିଆଳ ଗାଡି ଚଳାଚଳ ବନ୍ଦ

ଭବାନୀପାଟଣା: ଭବାନୀପାଟଣାରୁ ଖଡ଼ିଆଳ ଦେଇ ରାୟପୁରକୁ ସଂଯୋଗ କରୁଥିବା ତେଲ ନଦୀ ପୋଲ ଦବି ଯାଇଥିବାରୁ ଏହି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରଖାଯାଇଛି। ଆଜି ସକାଳ ପ୍ରାୟ ୯ଟା ବେଳେ ପୋଲ ମଝିରେ ଥିବା ଏକ ସ୍ଲାବରୁ ସିମେଣ୍ଟ ଖସିବା ସହିତ ସେହି ସ୍ଥାନରେ ଖୁଣ୍ଟ ଦବିଥିବା ଦେଖିବାକୁ ମିଳିଥିଲା।

ଲଗାଣ ବର୍ଷାରେ ଭୁଶୁଡ଼ିଲା ରେତ ଡ୍ୟାମ କେନାଲ ହୁଡ଼ା

ଭବାନୀପାଟଣା : କଳାହାଣ୍ଡିରେ ଗତ ୨ ଦିନର ଲଗାଣ ବର୍ଷାରେ ଅନେକ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ସଦର ବ୍ଲକ୍ ଦେପୁର ନିକଟରେ ରେତ ଡ୍ୟାମର ମୁଖ୍ୟ କେନାଲ ତ ପ୍ରାୟ ୨୦ ଫୁଟ ହୁଡ଼ା ଭାଙ୍ଗି ଯାଇଛି। ଫଳରେ ପ୍ରାୟ ୬୦ ହେକ୍ଟରରୁ ଉର୍ଦ୍ଧ୍ବ ଚାଷ ଜମି ଜଳମଗ୍ନ ହେଇ ବିଲରେ ଥିବା ଫସଲ ନଷ୍ଟ ହେଇଛି।

ଟ୍ରକ୍ ଧକ୍କାରେ ଚାଲିଗଲା ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଜୀବନ

ରାୟଗଡା :ଟ୍ରକ୍ ତଳେ ଚାପି ହୋଇ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ମୃତ୍ଯୁବରଣ କରିଛନ୍ତି । ମୃତକ ହେଲେ କାଶୀପୁର ବ୍ଳକ ସିନ୍ଦୁରଘାଟି ପଞ୍ଚଯାତ ଡେରାକଣା ଗ୍ରାମର ରାହୁଳ ନାଏକ । ରାହୁଲ ରାୟଗଡା ବ୍ଲକ ପେନିକଣା ଆଶ୍ରମ ବିଦ୍ଯାଳୟରେ ରହି ପଡୁଥିବା ବେଳେ ଆଜି ଦଶହରା ପାଇଁ ଛୁଟି

ହାଣ୍ଡିଆ ପିଇ ଦେବାରୁ ସ୍ତ୍ରୀକୁ କାଠ ଫାଳିଆରେ ପିଟି ମାରିଦେଲା ସ୍ୱାମୀ

ଉଦଳା : ସ୍ୱାମୀ ସାଜିଲା ସୈତାନ । ସାମାନ୍ୟ ହାଣ୍ଡିଆ ସବୁ ସ୍ତ୍ରୀ ପିଇ ଦେବାରୁ କାଠ ଫାଳିଆରେ ବାଡ଼େଇ ବାଡ଼େଇ ମାରିଲା ସ୍ୱାମୀ। ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଉପରତାଳଡିହା ଗାଁରୁ ଆସିଛି ଅଭିଯୋଗ । ମୃତକ ହେଲେ ଗୁରୁ ପ୍ରସାଦ ସିଂଙ୍କ ସ୍ତ୍ରୀ ସୀତା ସିଂ । ଗୁରୁପ୍ରସାଦ

ଗର୍ଭବତୀଙ୍କୁ ବାନ୍ଧି ଲୁଟି ନେଲେ ଟଙ୍କା ଓ ଅଳଙ୍କାର

ସୋରୋ: ଗର୍ଭବତୀଙ୍କ ହାତ ଗୋଡ଼ ବାନ୍ଧି ଲୁଟିନେଲେ ଟଙ୍କା ଓ ଅଳଙ୍କାର । ଗର୍ଭବତୀ ମହିଳାଙ୍କୁ ବି ଛାଡିଲେନି ଲୁଟେରା । ଟଙ୍କା, ଗହଣା ତ ନେଲେ ନେଲେ ତା’ପରେ ପୁଣି ଗର୍ଭବତୀଙ୍କୁ ମାଡ଼ ମାରିଲେ । ସୋରୋରେ ମାତିଲେ ଚୋର । ସୁନା ଶଙ୍ଖା ଭାଙ୍ଗି ସୁନା ନେଇଗଲେ । କିଛି ଦିନର ବ୍ୟବଧାନ ପରେ

ଝାରସୁଗୁଡ଼ାରେ ମୋଦି: ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର କଲେ ଉଦ୍‌ଘାଟନ

ଝାରସୁଗୁଡା: ଝାରସୁଗୁଡାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ବିେଜେପି ବରିଷ୍ଠ ନେତୃବୃନ୍ଦ ଝାରସୁଗୁଡା ବିମାନ ବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ବିମାନବନ୍ଦରରୁ ଜେଲ ଛକ ପର୍ଯ୍ୟନ୍ତ ଏକ ବିଶାଳ ରୋଡ ସୋ’ରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଝଲକ ପାଇଁ