Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶୋଇଥିବା ବେଳେ ଶ୍ରମିକଙ୍କ ଉପରକୁ ମାଡ଼ିଗଲା ବାଲି ବୋଝେଇ ଟ୍ରକ୍: ୨ ମୃତ, ତିନି ଗୁରୁତର
ଖୋର୍ଦ୍ଧା: ସକାଳୁ ସକାଳୁ ଖୋର୍ଦ୍ଧାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଶୋଇଥିବା ବେଳେ ଶ୍ରମିକଙ୍କ ଉପରକୁ ମାଡ଼ିଗଲା ବାଲି ବୋଝେଇ ଟ୍ରକ୍। ଦୁର୍ଘଟଣାରେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି ।
ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଛକ!-->!-->!-->…
ଆଜି ରାଜ୍ୟରେ ୨୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ!-->!-->!-->…
ହିଞ୍ଜିଳିକାଟୁରେ ରଥଯାତ୍ରା ପାଳନ
ହିଞ୍ଜିଳିକାଟୁ (୧।୭) : ହିଞ୍ଜିଳିକାଟୁ ପୌରପରିଷଦ ବଇଁଚବଣିଆ ସ୍ଥିତ ପାବନ ଶ୍ରୀକ୍ଷେତ୍ରରେ ୧୮ ତମ ଓ ରଙ୍ଗୁଣି ସାହି ସହ ପାଟଣା ସାହିରେ ରଥଯାତ୍ରା ମହାଆଡମ୍ଵର ସହକାରେ ପାଳନ ହୋଇଯାଇଅଛି। କରୋଣା ମହାମାରୀ ଯୋଗୁଁ ଗତ ଦୁଇ ବର୍ଷ ମନ୍ଦିର ପରିସରରେ ବିଧିପୂର୍ବକ ପାଳନ ହୋଇଥିଲା। କରୋଣା!-->…
ଜୁଲାଇ ୧୩ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ଗଲେ ‘ବଡ଼ ଖବର’ ସଂପାଦକ ଅର୍ଦ୍ଧେନ୍ଦୁ ଦାସ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ପରିଚାଳିତ ଘରୋଇ ନ୍ୟୁଜ ଚ୍ୟାନେଲ ‘ବଡ଼ ଖବର’ର ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଆଜି ସନ୍ଧ୍ୟାରେ ଜେଲ୍କୁ ପଠାଇ ଦିଆଯାଇଛି। ସେ ଜୁଲାଇ ୧୩ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ।ସୂଚନାଯୋଗ୍ୟ, ଦିଲ୍ଲୀର ଜନୈକ ବ୍ୟବସାୟୀ ଅର୍ଥନୈତିକ!-->…
୬ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ପଞ୍ଚାୟତ ପିଇଓ
ବ୍ରହ୍ମପୁର: ଲାଞ୍ଚ ନେଇ ଧରାପଡିଲେ ପଞ୍ଚାୟତ ପିଇଓ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଳକ୍ ତୁତୁବୁଡି ପଞ୍ଚାୟତ ପିଇଓ ରାଜେନ୍ଦ୍ର କୁମାର ବେହେରା । ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ।
ଖବର ଅନୁଯାୟୀ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ଘର ବାବଦର ଶେଷ!-->!-->!-->…
ଜାତୀୟ ରାଜପଥ ୨୦ ପାର୍ଶ୍ବରେ ଥିବା ଏସବିଆଇ ଏଟିଏମରୁ ଲୁଟ୍
ଆନନ୍ଦପୁର: କେନ୍ଦୁଝର ଘଷିପୁରା ଥାନା ଧକୋଠା ଜାତୀୟ ରାଜପଥ ୨୦ ପାର୍ଶ୍ବରେ ଥିବା ଏସବିଆଇ ଏଟିଏମରୁ ଲୁଟ୍ । ବୁଧବାର ବିଳମ୍ବିତ ରାତିରେ କିଛି ଦୃର୍ବୃତ୍ତ ଏଟିଏମ୍ ଥିବା ବ୍ଲିଡିଂର ଲାଇନ୍ କାଟିବା ପରେ ଗ୍ୟାସ୍ କଟର ସାହାଯ୍ୟରେ ସଟର କାଟିବା ସହ ଏଟିଏମକୁ ଭାଙ୍ଗି ଟଙ୍କା ଲୁଟି ନେଇଛନ୍ତି ।
!-->!-->…
ରଥଯାତ୍ରା ପାଇଁ ଆସିଲା ନୀତି ନିର୍ଘଣ୍ଟ
ପୁରୀ:ରାତି ପାହିଲେ ଶ୍ରୀଗୁଣ୍ଡିଚା ଯାତ୍ରା । ଏହି ଦିନ ୩ ରଥରେ ବିଜେ ହୋଇ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ଶ୍ରୀଜିଉ । ଦୀର୍ଘ ଦୁଇ ବର୍ଷ ପରେ ବଡଦାଣ୍ଡରେ ଭକ୍ତ ଓ ଭଗବାନଙ୍କର ହେବ ମହାମିଳନ । କରୋନା କଟକଣା ପାଇଁ ଦୁଇ ବର୍ଷ ଧରି ଭକ୍ତମାନଙ୍କୁ ରଥଯାତ୍ରାରେ ସାମିଲ ହେବା ପାଇଁ!-->…
ବିଧାନସଭା ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା
ଭୁବନେଶ୍ବର: ବିଧାନସଭା ମୌସୁମୀ ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ଅନୁଯାୟୀ ଏହି କଟକଣା କରାଯାଇଛି। ବିଧାନସଭାକୁ ସଂଲଗ୍ନ କରୁଥିବା ରାସ୍ତା ଉପରେ ଆସନ୍ତା ଜୁଲାଇ ୨ରୁ ଅଧିବେଶନ ଶେଷ ପର୍ଯ୍ୟନ୍ତ କଟକଣା ରଖାଯାଇଛି। ହାଉସିଂବୋର୍ଡ!-->…
ଓଡିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ଭୁବନେଶ୍ବର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ଶ୍ରୀ ବୈଷ୍ଣବ ଖୋର୍ଦ୍ଧା ରୋଡ-ବାଲାଙ୍ଗୀର ପ୍ରକଳ୍ପ ଯାଞ୍ଚ କରିବେ ଏବଂ ନୂଆଗାଁ ରୋଡ ଷ୍ଟେସନରେ ମହିପୁର-ନୂଆଗାଁ!-->…
‘ବଡ଼ ଖବର’ର ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କଲା ଇଓଡବ୍ଲୁ
ଭୁବନେଶ୍ବର: ନିଉଜ୍ ଚାନେଲ୍ 'ବଡ଼ ଖବର'ର ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଥିବାର ଖବର ମିଳିଛି। ଏନେଇ ଇଓଡବ୍ଲୁ ଏସପି ଦିଲ୍ଲୀପ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି। ବଡ଼ ଖବରର ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଇଓଡବ୍ଲୁ ଓଡ଼ଗାଁରୁ ଆଣି!-->…