Browsing Category

ଓଡିଶା

ଓଡ଼ିଶାରେ ଗଡ଼ିଲା ପ୍ରଥମ ଅମୃତ ଭାରତ ଏକ୍ସପ୍ରେସ, ଶୁଭାରମ୍ଭ କଲେ ମୋଦି…

ଝାରସୁଗୁଡା: ରେଳ ସଂଯୋଗୀକରଣକୁ ଆହୁରି ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଅମୃତ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଓଡ଼ିଶାର ବ୍ରହ୍ମପୁର ସହ ଗୁଜରାଟର ସୁରତ ଜିଲ୍ଲାର ଉଧନାକୁ ସଂଯୋଗ କରୁଛି। ପଶ୍ଚିମ ଓଡ଼ିଶା ସହରକୁ ଗସ୍ତ

ପାର୍ବଣରେ ଦୁର୍ଘଟଣା ରୋକିବାକୁ ବିଏମସିର ପ୍ରୟାସ; ୨୦୦ଗୋରୁ ସ୍ଥାନାନ୍ତର

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଦଶହରା ପର୍ବ । ଏହି ସମୟରେ ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ଜମିବ । ପର୍ବ ସମୟରେ ଲୋକମାନେ ଯେପରି ରାସ୍ତାରେ ବୁଲୁଥିବା ଗୋରୁଙ୍କ ଦ୍ୱାରା ଆଉ ଅସୁବିଧାରେ ପଡ଼ିବେ ନାହିଁ ଏବଂ ଟ୍ରାଫିକ ସମସ୍ୟା ହେବ ନାହିଁ ସେନେଇ

ଓଡିଶା ମାଟିରୁ ସାରା ଦେଶରେ ପ୍ରଧାନମନ୍ତ୍ରୀ ଆରମ୍ଭ କଲେ BSNL 4G ସେବା

ଝାରସୁଗୁଡା: ପ୍ରଧାନମନ୍ତ୍ରୀ ମୋଦି BSNL ର 4G ସେବା ଆରମ୍ଭ କରି ଦେଶକୁ ଏକ ବଡ଼ ଉପହାର ଦେଇଛନ୍ତି। ଭାରତ ସଞ୍ଚାର ନିଗମ ଲିମିଟେଡର 4G ସେବା ଏବେ ଦେଶର ପ୍ରତ୍ୟେକ ରାଜ୍ୟରେ ପହଞ୍ଚିସାରିଛି। ପୂର୍ବରୁ, BSNL ର 4G ସେବା ଦେଶର ବିଭିନ୍ନ ଟେଲିକମ୍ ସର୍କଲରେ ଆରମ୍ଭ କରାଯାଇଥିଲା। BSNLର 4G

ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ଅନୁମୋଦନ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ…

ଭୁବନେଶ୍ୱର: ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲାଅନୁମୋଦନ। ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡ ରଖାଯିବ। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ମିଶାଇ ଗୋଟିଏ ବୋର୍ଡ ଗଠନ

ଆଦିବାସୀ ମହିଳାଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ

କରଞ୍ଜିଆ : ଅବକାରୀ ଥାନା ଅଧିକାରିଣୀଙ୍କ ଦବଙ୍ଗ ଗିରି । ଘରୁ ଉଠାଇ ଆଣି ଅବକାରୀ ଥାନା ଭିତରେ ଜଣେ ଆଦିବାସୀ ମହିଳାଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ । ଏନେଇ ଯଶୀପୁର ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତା । ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଅବକାରୀ ଥାନା ଅଧିକାରିଣୀ ଶୁଭଦର୍ଶିନୀ ସାହୁ ଗତ

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଝାରସୁଗୁଡ଼ା ଯୁବ ସମାବେଶରେ ଯୋଗ ଦେବେ

ଝାରସୁଗୁଡ଼ା : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଝାରସୁଗୁଡ଼ାରେ ଯୁବ ସମାବେଶରେ ଯୋଗ ଦେବେ । ମୋଦିଙ୍କ ଗସ୍ତ ସଫଳ କରିବା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ୮୦ ପ୍ଲାଟୁନ

ସ୍ତ୍ରୀର ଅଶ୍ଳୀଳ ଭିଡିଓ ଭାଇରାଲ କରି ଗିରଫ ହେଲା ସ୍ୱାମୀ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଅଞ୍ଚଳରେ ସ୍ତ୍ରୀର ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଘଟଣାରେ ଅଭିଯୁକ୍ତ ସ୍ଵାମୀକୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ଜଣକ ହେଲେ ଜିତେନ୍ଦ୍ର ତାଣ୍ଡି(୩୧)। ଏ ନେଇ ଜିତେନ୍ଦ୍ରଙ୍କ ସ୍ତ୍ରୀ ଥାନା​‌ରେ ଅଭିଯୋଗ କରିଥିଲେ। ସୂଚନା ଅନୁସାରେ,

ହାତୀ ଆକ୍ରମଣରେ ଜଣେ ମୃତ

ଅନୁଗୋଳ : ଛତୁ ତୋଳିବାକୁ ଜଙ୍ଗଲକୁ ଯାଇ ହାତୀ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ବ୍ୟକ୍ତି ତାଙ୍କୁ ଗୁରୁତର ଅବସ୍ଥାରେ ବନବିଭାଗ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ କିନ୍ତୁ ଏଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୁଚନା ମୁତାବକ ଛେଣ୍ଡିପଦା ବ୍ଳକ୍ ଅନ୍ତର୍ଗତ ବାଗେଡିଆ

ଲଘୁଚାପ ବର୍ଷା: ଝାରସୁଗୁଡ଼ାରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା: ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ

ମୁଣ୍ଡଳୀରେ ବଢୁଛି ବନ୍ୟାଜଳ, ଭୟଭୀତ ତଳିଆ ଅଞ୍ଚଳବାସୀ

କଟକ : ମହାନଦୀର ମୁଣ୍ଡଳୀରେ ପହଞ୍ଚିଛି ବନ୍ୟାଜଳ। ମୁଣ୍ଡଳୀ ବ୍ୟାରେଜ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଜଳସ୍ଥର ବୃଦ୍ଧି ପାଉଥିବାରୁ ତଳିଆ ଅଞ୍ଚଳବାସୀ ଭୟଭୀତ। ମୁଣ୍ଡଳୀ ମହାନଦୀ ଉପର ମୁଣ୍ଡରେ ୮୮.୭୦ ଫୁଟ୍ ଏବଂ ତଳ ମୁଣ୍ଡରେ ୮୬.୬୦ ଫୁଟ ଜଳସ୍ତର ରହିଛି । ଜଳ ସମ୍ପଦ ବିଭାଗର