Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜୁଲାଇ ୨ରେ ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ୱର: ଜୁଲାଇ ୨ରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ । ଯାହା ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ୧ ତାରିଖ ରଥଯାତ୍ରା ଥିବାରୁ ଜୁଲାଇ ୨ ତାରିଖରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ । ବୈଠକ ଦିନ ୧୧ଟାରେ ଆରମ୍ଭ ହେବାକୁ ଥିବାରୁ ସକାଳେ ବିଜେଡି ବିଧାୟକ ଦଳ ବୈଠକ!-->…
ରାଜ୍ୟରେ ବଢ଼ୁଛି ସଂକ୍ରମଣ, ୧୨ଜଣ ଶିଶୁ ଙ୍କ ସମେତ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
!-->!-->!-->…
ବିର୍ସାମୁଣ୍ଡା ହକି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କଲେ ସୁନ୍ଦରଗଡ଼ ଜିଲ୍ଲାପାଳ
ରାଉରକେଲା : ସୁନ୍ଦରଗଡ଼ର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେବା ପରେ ଡାକ୍ତର ପରାଗ ହର୍ଷଦ ଗାଭାଲି ଶନିବାର ଦିନ ରାଉରକେଲା ଗସ୍ତରେ ଆସିଥିଲେ। ରାଉରକେଲାର ବିପିୟୁଟି କ୍ୟାମ୍ପସରେ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିବା!-->…
ରାଉରକେଲାରେ ଏନକାଉଣ୍ଟର ; ଅପରାଧୀ ଠାରୁ AK-47 ରାଇଫଲ୍ ଜବତ
ରାଉରକେଲା: ରାଉରକେଲାରୁ ଏକ ବଡ଼ ଏନକାଉଣ୍ଟରର ଖବର ସାମ୍ନାକୁ ଆସିଛି। ଚଣ୍ଡିପୋଶ ଥାନା ଅନ୍ତର୍ଗତ ଏହି କାଣ୍ଡ ଘଟିଥିବା ସୂଚନା ମିଳିଛି। ପୋଲିସର ଏନକାଉଣ୍ଟରରେ ଜଣେ ଭୟଙ୍କର ଅପରାଧୀ ଆହତ ହୋଇଥିବା ବେଳେ ତାଙ୍କ ନିକଟରୁ ଏକେ -୪୭ ବନ୍ଧୁକ ଜବତ ହୋଇଛି। ରାଉରକେଲା ପୋଲିସ ଅନ୍ୟ ୨ ଅପରାଧୀଙ୍କୁ!-->…
ସାଂସଦ ଅପରାଜିତାଙ୍କ ବାର୍ଷିକ ରିପୋର୍ଟ କାର୍ଡ ଉପସ୍ଥାପନ
ଭୁବନେଶ୍ୱର : ବାର୍ଷିକ ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ସାଂସଦଙ୍କ ତୃତୀୟ ବର୍ଷର ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି । ମୁଖ୍ୟତଃ ଜନସାଧାରଣଙ୍କ ଉନ୍ନତି, ଅଭିଯୋଗ ଶୁଣାଣି, ସମାଧାନ ଏବଂ ଜନସାଧାରଣ ନିକଟରେ!-->…
ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ସୋନିଆଙ୍କୁ ଚିଠି ଲେଖିବି : ସୁର ରାଉତରାୟ
ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କୁ ନେଇ କଂଗ୍ରେସରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ଓଡ଼ିଶା କଂଗ୍ରେସ ଦ୍ରୌପଦୀଙ୍କୁ ସମର୍ଥନ କରୁ ନ ଥିବା ବେଳେ ଦଳର ହାଇକମାଣ୍ଡ ଯାହା ନିଷ୍ପତି ନେବେ ସେ ତାହାକୁ ଗ୍ରହଣ କରିବେ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଥିଲେ। ତେବେ ପୂର୍ବରୁ!-->…
ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ମାଟ୍ରିକ ରେଜଲ୍ଟକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର । ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି!-->…
ଶେଷ କିଶାନଙ୍କୁ ଦେଖି ଭାବବିହ୍ୱଳ ହେଲେ ନବୀନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ସଚିବ ଭିକେ ପାଣ୍ଡିଆନ୍ଙ୍କୁ ଭେଟିଛନ୍ତି ଓଡ଼ିଶାର ଯୁବ ବୈଜ୍ଞାନିକ ଶେଷ କିଶାନ। ମୁଖ୍ୟମନ୍ତ୍ରୀଙ୍କ ରୋମ୍ ଗସ୍ତ ବେଳେ ଶ୍ରୀ କିଶାନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ୪ ବର୍ଷ ତଳର ସ୍ମୃତିକୁ ରୋମନ୍ଥନ କରିଛନ୍ତି। ଜର୍ମାନୀରେ!-->…
ଛାତ୍ରୀ ନିଖୋଜ ଘଟଣା : ପୁରୁଷବନ୍ଧୁଙ୍କ ସହ ସ୍ୱିଟି ପଶ୍ଚିମବଙ୍ଗରୁ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱର ଷ୍ଟେସନରୁ ଇଞ୍ଜିନିୟରିଂ ଛାତ୍ରୀ ସ୍ୱିଟି ରଏ ନିଖୋଜ ଘଟଣା । ପୁରୁଷବନ୍ଧୁଙ୍କ ସହ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରୁ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କୁ ଉଦ୍ଧାର କରିବାକୁ ସ୍ଥାନୀୟ ପୋଲିସ ସହାୟତା ନେଲା ଜିଆରିପି । ବୁଧବାର ସୁଇଟ୍ ଜନଶତାବ୍ଦୀ ଏକ୍ସପ୍ରେସ୍ ଯୋଗେ!-->…
ରାଜ୍ୟରେ ଆଉ ୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪ଜଣ ସଂକ୍ରମିତ ରହିଛନ୍ତି!-->…