Browsing Category

ଓଡିଶା

୯ ମାସରେ ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ପୁରୀରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାରେ ଏକାଧିକ ଉନ୍ନୟନ କାର୍ଯ୍ୟ ଜାରି ରହିଛି। ଏହି କାର୍ଯ୍ୟ ଗୁଡ଼ିକ ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସମାପ୍ତ ହେବ, ସେଥିପ୍ରତି ଗୁରୁତ୍ୱ ଦେବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଭାଗୀୟ ଅଧିକାରୀମାନଙ୍କୁ…

ଦୁଇ ନାତିଙ୍କ ଠେଙ୍ଗା ମାଡ଼ରେ ଆଈ ମୃତ

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ ବଳମ ଗ୍ରାମର ପିତାବଳୀଖମଣ ପଡାରେ ଗୁରୁବାର ରାତି ପ୍ରାୟ ସାଢ଼େ ୮ଟା ବେଳେ ୨ ନାତିଙ୍କ ଠେଙ୍ଗା ମାଡରେ ଆଈର ମୃତ୍ୟୁ ହୋଇଛି। ମୃତ ଆଈ ଜଣଙ୍କ ହେଲେ କିସିଣ୍ଡା ଥାନା ଅନ୍ତର୍ଗତ ବଳମ ଗ୍ରାମର ପିତାବଳୀଖମଣ ପଡାର…

କୁମ୍ଭୀର ଆକ୍ରମଣରେ ମହିଳା ଗୁରୁତର

ରାଜନଗର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ରାଜେନ୍ଦ୍ରନାରାୟଣପୁର ଗାଁରେ କୁମ୍ଭୀର ଆକ୍ରମଣରେ ମହିଳା ଗୁରୁତର । ଆହତ ମହିଳା ହେଲେ ପୁର୍ଣ୍ଣିମା ଡିଣ୍ଡା । ଗାଁ ନିକଟରେ ଥିବା ଜୋର ନିକଟକୁ ଛେଳି ଚରାଇବାକୁ ଯାଇଥିଲେ । ଜୋର ପାର ହୋଇ ଆସିବା ବେଳେ ତାଙ୍କୁ କୁମ୍ଭୀର ଆକ୍ରମଣ କରିଥିଲା ।…

ରାଇମୋହନଙ୍କ ଚକ୍ଷୁଦାନ କଲେ ପରିବାର ଲୋକ, ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର : ସେ ନିରବି ଯାଇଛନ୍ତି । ନିଶ୍ଚଳ ହୋଇଯାଇଛି ବିରାଟକାୟ ଶରୀର । ଛାତିରେ ଛାତିଏ ଦୁଃଖକୁ ଜାବୁଡ଼ି ଧରି ରଖିଥିବା ରାଇମୋହନ କାହାରିକୁ ଦେଖିଲେ ମୁରୁକି ହସି ଦିଅନ୍ତି । ଆଜି ସମସ୍ତଙ୍କୁ କନ୍ଦାଇ ସେ ଆରପାରିକୁ ଚାଲି ଯାଇଛନ୍ତି । ସେ ସିନା ଚାଲି ଯାଇଛନ୍ତି ହେଲେ ତାଙ୍କ ଆଖିରେ ଆଉ…

କିଶନନଗର ଥାନା ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିବା ବ୍ୟକ୍ତିଙ୍କ ମୃତ୍ୟୁ

କଟକ: କଟକ ଜିଲ୍ଲା କିଶନନଗର ଥାନା ଆଗରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଗୁଣନିଧୀ ବିଶୋଇଙ୍କ ମୃତ୍ୟୁ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଗୁରୁବାର ସେ ଥାନା ଆଗରେ ପୋଲିସ ସାହାଯ୍ୟ ନ କରିବାକୁ ବିରୋଧ କରି ପେଟ୍ରୋଲ୍‌ ଢାଳି ଦେହରେ…

ବାଣୀବିହାରରେ ବୁଲିଲା ଖଣ୍ଡା, ଭୁଜାଲି

ଭୁବନେଶ୍ବର: ବାଣୀବିହାର ପରିସରରେ ବୁଲିଲା ଖଣ୍ଡା ଓ ଭୁଜାଲି। ଉତ୍କଳ ବିଶ୍ବବିଦ୍ୟାଳୟର ପୁରୁଣା କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ଆକ୍ରମଣ ଓ ପ୍ରତି ଆକ୍ରମଣ ହୋଇଛି। ଉଭୟ ଛାତ୍ରଗୋଷ୍ଠୀ ଗାଳିଗୁଲଜ ସହ ଖଣ୍ଡା ଓ ଭୁଜାଲି ବୁଲାଇ ଆତଙ୍କ ଖେଳାଇଲେ। କିଛି ଗାଡ଼ି…

ରଥଯାତ୍ରାରେ ସ୍ବାସ୍ଥ୍ୟ ସେବା ଯୋଗାଇବାକୁ ବାହାର ଜିଲାରୁ ଆସିବେ ୨୨୩ ଡାକ୍ତର

ପୁରୀ: ଦୀର୍ଘ ଦୁଇ ବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ଏଥିରେ ବହୁ ସଂଖ୍ୟାରେ ଭକ୍ତ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଭକ୍ତଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ଏକ ଚ୍ୟାଲେଞ୍ଜ ବୋଲି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ କହିଥିଲେ। ଏ ନେଇ ପୁରୀ ଛଡ଼ା ବାହାର…

ମୌସୁମୀ ଅଧିବେଶନ ପାଇଁ ଆସନ୍ତା ୨୯ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ମୌସୁମୀ ଅଧିବେଶନ ପାଇଁ ଆସନ୍ତା ୨୯ ତାରିଖରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଦିନ ସାଢେ ୧୧ଟାରେ ଏହି ବୈଠକ ବସିବ। ଏ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବିଇଓ ଅଫିସର ମୁଖ୍ୟ କିରାଣି

ଧର୍ମଗଡ : ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗ କିରାଣୀ । କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ୍ ଶିକ୍ଷା ବିଭାଗର ମୁଖ୍ୟ କିରାଣୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ୧୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭବାନୀପାଟଣା ଭିଜିଲାନ୍ସ ବିଭାଗ…

ପ୍ରବଳ ବର୍ଷା ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଓ କାଳବୈଶାଖୀର ସମ୍ଭାବନା ରହିଛି। ଏ ପରିସ୍ଥିତିରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ବୋଲି ବୋଲି କହିଛି ଭୁବନେଶ୍ୱରସ୍ଥିତ…