Browsing Category

ଓଡିଶା

ରାଇମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ ବୋଲି ମୁଖ୍ଯମନ୍ତ୍ରୀ…

ବୈତରଣୀ ନଦୀରୁ ପ୍ରାଚୀନ ମନ୍ଦିର ଶିଳାଖଣ୍ଡ ଉଦ୍ଧାର

ଧାମନଗର: ବାସୁଦବଙ୍କ ପୀଠ ସନ୍ନିକଟ ବୈତରଣୀ ନଦୀଗର୍ଭରୁ ପୂରାତନ ମନ୍ଦିରର ଭଗ୍ନାବିଶେଷ ଭଳି ଦିଶୁଥିବା ପ୍ରାଚୀନ ପଥର ଦେଖିବାକୁ ମିଳିଛି। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅର୍ଜୁନପୁର ବାଲିଘାଟରେ ଟ୍ରାକ୍ଟର ଓ ଟ୍ରକରେ ବାଲି ଉତ୍ତୋଳନ ହେଉଥିବା ବେଳେ ଡୋଜରରେ ବାଲି ଉଠାଯିବା ବେଳେ ଏକ ପଥର…

ଭିଜିଲାନ୍ସ ଜାଲରେ ବାଲେଶ୍ବର ଯୋଗାଣ ବିଭାଗର ଆଣ୍ଟି ସ୍ମଗଲିଙ୍ଗ ଗାର୍ଡ

ବାଲେଶ୍ୱର: ବାଲେଶ୍ୱର ଯୋଗାଣ ବିଭାଗର ଆଣ୍ଟି ସ୍ମଗଲିଙ୍ଗ ଗାର୍ଡଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫସିଲେ ଜନାର୍ଦ୍ଦନ ପଲାଇ । ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍ । ଜଳେଶ୍ୱରରେ ଥିବା ଘର, ଜଳେଶ୍ୱର ନୂଆବଜାରରେ ଥିବା କାର୍ଯ୍ୟାଳୟ, ୬୦ ନମ୍ବର ଜାତୀୟ…

ରାଜ୍ୟରେ ସକାଳ ୯ରୁ ୨ଟା ଯାଏ ଖୋଲିବ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ ଅଙ୍ଗନବାଡ଼ିର ସମୟରେ ପରିବର୍ତ୍ତନ କରାଯାଇଛି । ଆସନ୍ତା ୨୭ ତାରିଖରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି ସକାଳ ୯ଟାରୁ ଅପରାହ୍ଣ ୨ଟା ଯାଏ ଚାଲିବ । ଯେଉଁ ଅଙ୍ଗନବାଡ଼ି ସ୍କୁଲ ଗୃହରେ ଚାଲୁଛି ସେସବୁ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଖୋଲିବ । …

ପୁଅକୁ ଟାଙ୍ଗିଆରେ ହାଣି ଆତ୍ମହତ୍ୟା କଲା ବାପା

ନୂଆପଡା ଜିଲ୍ଲା ଧରମବନ୍ଧା ଗାଁରେ ପୁଅକୁ ହାଣି ହତ୍ୟା କରିବା ପରେ ଆତ୍ମହତ୍ୟା କଲା ବାପା। ଗତକାଲି ବାପା ପୁଅ ମଧ୍ୟରେ ନିଶାସକ୍ତ ଅବସ୍ଥାରେ ଗଣ୍ଡ ଗୋଳ ହୋଇଥିଲା । ଏଥିରେ ବାପା ଉତ୍ୟକ୍ତ ହୋଇ ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ । ପୁଅର ମୃତ୍ୟୁ ପରେ ବାପା ମାନସିକ ଭାରସାମ୍ୟ ହରାଇ…

ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନିରଂଜନ ବିଶି

ନୂଆଦିଲ୍ଲୀ: ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ନେଇଛନ୍ତି ନିରଞ୍ଜନ ବିଶି। ଆଜି ରାଜ୍ୟସଭାରେ ତାଙ୍କୁ ସଭାପତି ତଥା ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ ଶପଥ କରାଇଥିଲେ। ଆଜି ଦେଶର ବିଭିନ୍ନ ରାଜ୍ୟରୁ ରାଜ୍ୟସଭା ଉପନିର୍ବାଚନରେ ଜିତି ଥିବା ସାଂସଦଙ୍କୁ ଶପଥ ପାଠ କରାଯାଇଥିଲା। …

ଜଙ୍ଗଲରୁ ଅଜଣା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ହୋଇଥିବା ସୂଚନା

ଆଠଗଡ: ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର । ଆଠଗଡ ଥାନା ଅନ୍ତର୍ଗତ ଜେନାପଦା ଶାଳବଣୀ ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଖବର ପାଇ ଘଟଣାସ୍ଥଳରେ ଆଠଗଡ଼ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ମୃତ ମହିଳାଙ୍କ ପରିଚୟ ଏଯାଏଁ ମିଳିପାରି ନାହିଁ । ଦୁଇରୁ ତିନି ଦିନ…

ଅଲଟିମେଟ୍‌ ଖୋ ଖୋ ଲିଗ୍: ଫ୍ରାଞ୍ଚାଇଜ କିଣିବେ ଓଡ଼ିଶା ସରକାର

ଭୁବନେଶ୍ୱର: ଅଲଟିମେଟ୍‌ ଖୋ ଖୋ ଲିଗ୍‌ (ୟୁକେକେ)କୁ ପ୍ରୋତ୍ସାହିତ କରିବା ପାଇଁ ଆଗେଇ ଆସିଛନ୍ତି ଓଡ଼ିଶା ସରକାର । ଖୁବ୍‌ ଶୀଘ୍ର ଏହି ଲିଗ୍‌ରେ ଓଡ଼ିଶା ଏକ ନୂଆ ଫ୍ରାଞ୍ଚାଇଜ କିଣିବାକୁ ଯାଉଛି । ଏ ବିଷୟରେ ଗୁରୁବାର ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜାରି…

କିଶନନଗର ଥାନା ସମ୍ମୁଖରେ ଆତ୍ମାହୂତୀ ଉଦ୍ୟମ ଘଟଣା : ଥାନା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିଙ୍କୁ…

କଟକ : କଟକ କିଶନନଗର ଥାନା ସମ୍ମୁଖରେ ଆତ୍ମାହୂତୀ ଉଦ୍ୟମ ଘଟଣାରେ ଥାନା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିଙ୍କୁ ସୁପାରିଶ। କଟକ ଗ୍ରାମାଞ୍ଚଳ ଏସ୍‌ପି ଏନେଇ ସୁପାରିଶ କରିଛନ୍ତି । ଏହି ମାମଲାରେ ଆହତ ହୋଇଥିବା ଗୁଣନିଧି ବିଷୋୟୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି ।…

ରାଜ୍ୟରେ ଆଉ ୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …