Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
OPSC ରେଜଲ୍ଟ ପ୍ରକାଶିତ, ପ୍ରିୟାଂଶୁ ପାଲ ଟପ୍ପର
ଭୁବେନଶ୍ବର: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ଵାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ(ଓସିଏସ) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ମୋଟ ୩୮୯ ଜଣ ପରିକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ପ୍ରିୟାଂଶୁ ପାଲ୍ ଓସିଏସ ଟପ୍ପର ହୋଇଛନ୍ତି। ସେହିପରି ଅନନ୍ୟା ମିଶ୍ର ଦ୍ଵିତୀୟ!-->…
ମୁଖାପିନ୍ଧି ଲୁଟିନେଲେ ଦେଢ଼ କୋଟି ଟଙ୍କାର ଜିନିଷ
ସୁନ୍ଦରଗଡ଼: ମୁଖାପିନ୍ଧି ଆସିଲେ, ଲୁଟିନେଲେ । ସୁନ୍ଦରଗଡ଼ ଜିଲ୍ଲାରେ ଏବେ ବିଦ୍ୟୁତ୍ କମ୍ପାନୀରୁ ଲୁଟ୍ କରୁଥିବା ଗ୍ୟାଙ୍ଗ ସକ୍ରିୟ ଅଛନ୍ତି । ଗତକାଲି ରାତିରେ ଲହୁଣିପଡ଼ା ଥାନା ଦର୍ଜିଂ ଠାରେ ଏକ ବିଦ୍ୟୁତ୍ ନିର୍ମାଣ କମ୍ପାନୀର କ୍ୟାମ୍ପରେ ପ୍ରାୟ ଦେଢ଼ କୋଟି ଟଙ୍କାର କପର!-->…
ନକଲି ଡିଏସପିକୁ ମାଡି ବସିଲା ଅସଲି ପୋଲିସ, ନିଜକୁ ଝାଡ଼ଖଣ୍ଡ ଓ ଆସାମ ପୋଲିସ କହି ହୋଟେଲରେ ରହୁଥିଲା
ଭଦ୍ରକ : ହୋଟେଲ ରୁମରେ ଏକଦମ୍ ଷ୍ଟାଇଲ ମାରି ଶୋଇଥିଲେ ନକଲି ଡିଏସପି ବାବୁ । ଅଚାନକ ହୋଟେଲ ରୁମ୍ କବାଟ ଠକ୍ ଠକ୍ କଲେ ଦଳେ ପୋଲିସ୍ । ଯାହାଙ୍କୁ ଦେଖି ନିଦ ଭାଙ୍ଗିଗଲା ନକଲି ପୋଲିସ ବାବୁଙ୍କର । ହଠାତ୍ କିଛି ଆଉ କରିପାରିଲେନି କି ନିଜକୁ ବଞ୍ଚାଇପାରିଲେନି କାହିଁକିନା ହଠାତ୍!-->…
ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ଲୋକାର୍ପିତ, ଏଣିକି ହାତ ପାହାନ୍ତରେ ମିଳିବ ସରକାରୀ ସୁବିଧା
ଭୁବନେଶ୍ୱର : ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା ଓ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ ଆଦି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ । ଲୋକଙ୍କ ହାତ ପାହାନ୍ତାରେ ସେବା!-->…
ବାଲିଯାତ୍ରା ପାଇଁ ଷ୍ଟଲ ବୁକିଂ ଆରମ୍ଭ, ଏକାଧିକ ଆବେଦନ ଥିଲେ ହେବ ନିଲାମ
କଟକ: ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆଜିଠାରୁ ଷ୍ଟଲ ବୁକିଂ କରି ପାରିବେ ବ୍ୟବସାୟୀ। ଚଳିତ ବର୍ଷ ନଭେମ୍ବର ୫ ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା। ବାଲିଯାତ୍ରାରେ ସୁରୁଖୁରୁରେ ଷ୍ଟଲ ବଣ୍ଟନ ପାଇଁ ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି।
ତେବେ!-->!-->!-->…
ଦୁର୍ଗାପୂଜା ପାଇଁ ଟ୍ରାଫିକ୍ କଟକଣା ଜାରି କଲା କମିଶନରେଟ ପୋଲିସ
ଭୁବନେଶ୍ୱର: ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା। ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା। ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ। କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା ଉତ୍ସବ!-->…
ଗଞ୍ଜାମ ଜିଲ୍ଲାରେ ଅବକାରୀ ବିଭାଗର ଅଜବ ନିତୀ : ବିଭାଗୀୟ ଅଧିକାରୀ ନିର୍ଣ୍ଣୟ କରିବେ ନିଶା ମାଫିଆର ଓକିଲ…!
ସୁପାରିଶ ଓକିଲ ବିନା ପାଇବେନି ସାହାଯ୍ୟ..!
ନିଶା ବ୍ୟବସାୟ ର ଧରପଗଡ ଧର୍ମକୁ ଆଖିଠାର ….!
ଆଇନ ସହ ବି ଖେଳ ଚାଲିଛି ବୋଲି ଅଭିଯୋଗ ଆଣିଲେ ଆଇନ ଜିବୀ ….!.
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଅବକାରୀ ବାବୁ ମାନେ ଦଶହରା ପର୍ବକୁ ଆଖି ଆଗରେ ରଖି ଚଢ଼ାଉ ଜୋର ଦାର କରୁଥିବା!-->!-->!-->!-->!-->!-->!-->!-->!-->!-->!-->…
ଟ୍ରକ୍ ସହ ୬୧୫ କିଲୋ ଗଂଜେଇ ଜବତ, ୨ ଅଭିଯୁକ୍ତ ଗିରଫ
ମାଲକାନଗିରି: ସଦର ପୁଲିସକୁ ବଡ଼ ସଫଳତା ମିଳିଛି। ପାଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ଟ୍ରକରୁ ୬୧୫ କିଲୋ ଗଂଜେଇ ଜବତ କରିବା ସହ ୨ ଜଣ ଗଂଜେଇ ଚାଲାଣକାରୀକୁ ଗିରଫ କରିଛି କୋରକୋଣ୍ଡା ପୁଲିସ। ବିଶେଷ ସୂତ୍ରରୁ ଖବର ପାଇ ଗତକାଲି ରାତିରେ କୋରକୋଣ୍ଡା ସଦର ଆଇଆଇସି ହିମାଂଶୁ ବାରିକଙ୍କ!-->…
ଆଲୋଚନା ହିଁ ସମାଧାନର ବାଟ: ପିତାମ୍ବର ଆଚାର୍ଯ୍ୟ
ଭୁବନେଶ୍ଵର: ମହାନଦୀ ଜଳ ବିବାଦକୁ ନେଇ ଭୁବନେଶ୍ଵରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ବୈଠକରେ ଗୁରୁତ୍ଵପୂର୍ଣ୍ଣ ପ୍ରତିକ୍ରିୟା ରଖିଛନ୍ତି ଏଜି ପିତାମ୍ବର ଆଚାର୍ଯ୍ୟ। ସେ କହିଛନ୍ତି ମହାନଦୀକୁ ନେଇ କୃତ୍ରିମ ବିବାଦ ସୃଷ୍ଟି କରାଯାଇଥିଲା। ଦାମୀ ଓକିଲ ପୋଷିବାକୁ ଯୋଜନା!-->…
ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ସଫେଇ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସ୍ୱଚ୍ଛତା ହିଁ ସେବା ୨୦୨୫ ଅଭିଯାନ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଆୟୋଜିତ ଗଣସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ,!-->…