Browsing Category

ଓଡିଶା

ଯାଜପୁର ତହସିଲର ସେକ୍ସନ ଅଫିସର ଗିରଫ

ଯାଜପୁର: ୨୦୦୬ରୁ ୨୦୧୬ ମସିହା ମଧ୍ୟରେ ଯାଜପୁର ତହସିଲରେ ୪ କୋଟି ୯୫ଲକ୍ଷ ଟଙ୍କା ଦୁର୍ନୀତି ମାମଲାର ଅର୍ଥ ଅପବ୍ୟବହାର ଘଟଣାରେ ଯାଜପୁର ଭିଜିଲାନ୍ସ ଦ୍ୱାରା ଅଜୟ କୁମାର ସାହୁ ଗିରଫ ହୋଇଛନ୍ତି। ଏସେ ସେ ବିଂଝାରପୁର ତହସିଲରେ ସେକ୍ସନ ଅଫିସର ଭାବେ କାର୍ଯ୍ୟରତ ଅଛନ୍ତି। ପୂର୍ବରୁ ସେ ଯାଜପୁର…

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ବର: ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପ୍ରସଙ୍ଗରେ ବିଜେଡି ସାଂସଦ ଅମର ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ବିଜେଡି ସମର୍ଥନ ଦେବ ବୋଲି ପରୋକ୍ଷରେ ସେ ସଂକେତ ଦେଇଛନ୍ତି।ଅମର ପଟ୍ଟନାୟକ କହିଛନ୍ତି, ମୁଖ୍ୟମନ୍ତ୍ରୀ ଏବେ ବିଦେଶ ଗସ୍ତରେ ଅଛନ୍ତି। କିନ୍ତୁ…

ବିଜୁଳି ଓ ଘଡ଼ଘଡ଼ି ସହ ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ମୌସୁମୀର ଆଗମନ ପରେ ପ୍ରବଳ ବର୍ଷା। ରାଜଧାନୀରେ ସକାଳୁ ପାଗ ଖରାଟିଆ ଥିଲା। ମଧ୍ୟାହ୍ନରେ ଆକାଶ ମେଘାଚ୍ଛନ ହେବା ସହ ମାଡ଼ି ଆସିଥିଲା ବର୍ଷା। ପ୍ରବଳ ବର୍ଷାରେ ହଠାତ ରାଜଧାନୀରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମୌସୁମୀର ଆଗମନ ପରେ ଗତ ଦୁଇ ତିନି ଦିନ ଧରି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ସମସ୍ତ ମାମଲା ରଦ୍ଦ କଲେ ହାଇକୋର୍ଟ

କଟକ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆସି ସାରିଥିବାରୁ ଦାୟର ସମସ୍ତ ମାମଲାର ଶୁଣାଣି କରି ହାଇକୋର୍ଟ ଏହାକୁ ରଦ୍ଦ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଆଉ କିଛି ପ୍ରାସଙ୍ଗିକତା ନଥିବା ହାଇକୋର୍ଟ…

ଆସିଲା ଓଡ଼ିଆ ଅଭିନେତ୍ରୀ ରଶ୍ମିରେଖାଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ବର: ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଏବେ ସାମ୍ନାକୁ ଆସିଛି। ରଶ୍ମିରେଖା ଆତ୍ମହତ୍ୟା କରିଥିବା ନେଇ ପୋଷ୍ଟମର୍ଟମ ରିପୋର୍ଟରୁ ସୂଚନା ମିଳିଛି। ରଶ୍ମିରେଖାଙ୍କ ମୃତ୍ୟୁ ସୁଇସାଇଡାଲ୍‌ ହ୍ୟାଙ୍ଗିଙ୍ଗ ଜନିତ ବୋଲି ପୋଷ୍ଟମର୍ଟମରୁ ସ୍ପଷ୍ଟ ହୋଇଛି। …

ରୋମରେ ପୋପ ଫ୍ରାନସିସଙ୍କୁ ଭେଟିଲେ ନବୀନ

ରୋମ: ରୋମର ଭାଟିକାନ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନସିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଭେଟିଛନ୍ତି । ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି 5T ସଚିବ…

୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି। ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧,…

ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ:ୟୁପିଏ ପରେ ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଓଡିଶା ବିଜେପିର ଆଦିବାସୀ ଚେହେରା ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ…

୩ ସହିଦ ଯବାନଙ୍କ ପରିବାରକୁ ୨୦ ଲକ୍ଷ ସହାୟତା, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନୂଆପଡ଼ା ଜିଲ୍ଲା ବୋଡେନ୍‌ ଥାନା ଅନ୍ତର୍ଗତ ପାଟଧରା ସଂରକ୍ଷିତ ଜଙ୍ଗଲରେ ନକ୍ସଲଗୁଳିରେ ସହିଦ ହୋଇଥିବା ୩ ଜଣ ସିଆରପିଏଫ୍‌ଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବେ। ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ସୁନୀଲ…

ବିଶ୍ୱ ସ୍ତରୀୟ ରେଲୱେ ଷ୍ଟେସନ ହେବ ପୁରୀ, ଖର୍ଚ୍ଚ ହେବ ୩୬୪ କୋଟି

ପୁରୀ : କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀ ଗସ୍ତରେ ଆସିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ପୁରୀ ରେଳଷ୍ଟେସନ ବିଶ୍ୱ ସ୍ତରୀୟ ରେଲୱେ ଷ୍ଟେସନ ହେବ । ଏ ନେଇ ଖର୍ଚ୍ଚ ହେବ 364 କୋଟି ଟଙ୍କା । ଏଥିପାଇଁ ଟେଣ୍ଡର ହୋଇଛି । ଆଉ ଦୁଇ ମାସ ଭିତରେ କାମ ଆରମ୍ଭ ହେବ ବୋଲି ସେ…