Browsing Category

ଓଡିଶା

ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସଂଜୟ କୁମାର ସିଂ

ଭୁବନେଶ୍ୱର : ଆଜି ପୂର୍ବାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ ଏବଂ ଅନ୍ୟ ବରିଷ୍ଠ…

ରୋମରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଇଟାଲୀରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମୋଲହୋତ୍ରା । ୧୦ ଦିନିଆ ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଅନେକ କାର୍ଯ୍ଯକ୍ରମ ରହିଛି । ତେବେ…

ସୂଚନା ଅଧିକାର ଆଇନ ପରିସରଭୁକ୍ତ ହେବ ଭିଜିଲାନ୍ସ

କଟକ: ଏଣିକି ସୂଚନା ଅଧିକାର ଆଇନ ପରିସରଭୁକ୍ତ ହେବ ଭିଜିଲାନ୍ସ। ବିଭାଗର ସମ୍ବେଦନଶୀଳ ଏବଂ ଗୋପନୀୟ ପ୍ରସଙ୍ଗକୁ ବାଦ ଦେଇ ଅନ୍ୟ ସମସ୍ତ ବିଷୟ RTI ପରିସରଭୁକ୍ତ ହେବ। ଏ ସମ୍ପର୍କିତ ୩ ଟି ପୃଥକ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଦୁର୍ନୀତି…

ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଗତ ୨୪ ଘଣ୍ଟାରେ ଓଡ଼ିଶାର ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି। ଆଗାମୀ ୫ଦିନ ଯାଏ ଏହି ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଗତ ୨୪ ଘଣ୍ଟାରେ ରାଜ୍ୟର ୨ଟି ସ୍ଥାନରେ ଅତି ପ୍ରବଳ ଓ ୯ଟି…

ମୋକିମଙ୍କ ପିଟିସନ ଖାରଜ କରି ୫୦୦୦ ଟଙ୍କାର ଜରିମାନା ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ: ହାଇକୋର୍ଟରେ ବାରବାଟୀ କଟକ ବିଧାନସଭା ନିର୍ବାଚନ ମାମଲା । ଏହାର ଶୁଣାଣି କରି ବିଧାୟକ ମହମ୍ମଦ ମୋକିମଙ୍କ ପିଟିସନ ଖାରଜ କରିଛନ୍ତି ଅଦାଲତ । ଏହାସହ ବିଧାୟକ ମହମ୍ମଦ ମୋକିମଙ୍କୁ ୫ ହଜାର ଟଙ୍କାର ଜରିମାନା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମହମ୍ମଦ ମୋକିମଙ୍କ ନିର୍ବାଚନକୁ…

ଖାଦ୍ୟ ଓ ଯୋଗାଣ ବିଭାଗର ସିଏସ୍‌ଓଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ବର : ରାଜ୍ଯ ଖାଦ୍ୟ ଓ ଯୋଗାଣ ବିଭାଗର ସିଏସ୍‌ଓ ଅନାଦି ଚରଣ ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ହୋଇଛି । ଏହି ଚଢାଉରେ ୪ ଜଣ ଡିଏସ୍‌ପି, ୮ ଜଣ ଇନସ୍ପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ସୂଚନା ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖାଦ୍ୟ ଓ ଯୋଗାଣ…

ବିଏମସି କମିଶନର ଭାବେ ଦାୟିତ୍ବ ଗ୍ରହଣ କଲେ ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେ

ଭୁବନେଶ୍ବର: ଲୋକଙ୍କ ଜିଲ୍ଲାପାଳ ଭାବେ ପରିଚିତ ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେ ଏବେ ବିଏମସି କମିଶନର ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଗଞ୍ଜାମ ଜିଲ୍ଲାପାଳ ରହିବା ସମୟରେ ସେ ଅନେକ ଚ୍ୟାଲେଞ୍ଜକୁ ଦୃଢତାର ସହ ମୁକାବିଲା କରିଛନ୍ତି । କରୋନା ମହାମାରୀର ସବୁଠୁ ଅଧିକ ପ୍ରଭାବ ଗଞ୍ଜାମରେ…

ଛତିଶା ନିଯୋଗର ବରିଷ୍ଠ ସେବାୟତଙ୍କୁ ନେଇ ଏସ୍‌ପିଙ୍କ ବୈଠକ

ପୁରୀ : ଘୋଷଯାତ୍ରାକୁ ଆଉ ମାତ୍ର ୧୦ଦିନ ବାକିଥିବା ବେଳେ ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ଏସପିଙ୍କ କାର୍ଯ୍ୟାଳୟରେ ଛତିଶା ନିଯୋଗର ବରିଷ୍ଠ ସେବାୟତଙ୍କୁ ନେଇ ବୈଠକ କରାଯାଇଛି। ପୋଲିସ ଓ ସେବାୟତଙ୍କ ମଧ୍ୟରେ କିଭଳି ଉତ୍ତମ ସମନ୍ବୟ ରଖାଯାଇ ଶୃଙ୍ଖଳିତ ରଥଯାତ୍ରା…

ହାତୀ କଙ୍କାଳ ମିଳିବା ମାମଲାରେ ଫରେଷ୍ଟ ଗାର୍ଡ ନିଲମ୍ୱିତ

ଆଠଗଡ଼ : ହାତୀ କଙ୍କାଳ ମିଳିବା ମାମଲାରେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଫରେଷ୍ଟ ଗାର୍ଡ ପ୍ରଭାତ ପ୍ରଧାନଙ୍କୁ ଚାକିରିରୁ ନିଲମ୍ବିତ କରିଛି। ଏଥିସହ ତାଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି ବନ ବିଭାଗ। ଗତ ୧୪ ତାରିଖରେ ଆଠଗଡ ବନ ବିଭାଗ ପକ୍ଷରୁ ହାତୀ କଙ୍କାଳ ଉଦ୍ଧାର…

ଘରକୁ ଘର ବୁଲି କରୋନା ରୋଗୀଙ୍କୁ ଚିହ୍ନଟ କରାଯିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଏବେ ପୁଣି ଥରେ ଉପର ମୁହାଁ ହୋଇଛି ସଂକ୍ରମଣ । ରାଜ୍ୟରେ ଏବେ ୫୦ ମୁହାଁ ଦୈନିକ ସଂକ୍ରମଣ । ତେବେ ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣ ପାଇଁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପ୍ରତିକ୍ରିୟା ରଖିଛନ୍ତି । ପୁରୁଣା…