Browsing Category

ଓଡିଶା

ଭୁବନେଶ୍ୱରରେ ଓଡ଼ିଶା ପୋଲିସର ପ୍ରଥମ ‘ପେନସନ ଓ ଜିପିଏଫ ଅଦାଲତ’ ଅନୁଷ୍ଠିତ: ଅବସରପ୍ରାପ୍ତ କର୍ମଚାରୀଙ୍କ ସମସ୍ୟାର…

ଭୁବନେଶ୍ୱର: ଅବସରପ୍ରାପ୍ତ ପୋଲିସ କର୍ମଚାରୀମାନଙ୍କ ପେନସନ ଓ ଆର୍ଥିକ ସମସ୍ୟାର ସମାଧାନ ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି। ଭୁବନେଶ୍ୱରସ୍ଥିତ ସପ୍ତମ ବାଟାଲିୟନ ପରିସରରେ ଓଡ଼ିଶା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଏବଂ ଅକାଉଣ୍ଟାଣ୍ଟ ଜେନେରାଲ (A&E)…

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, ୬ ସ୍ଥାନରେ ଚଢ଼ଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ । ସେଣ୍ଟ୍ରାଲ ଇରିଗେସନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍ । ଭୁବନେଶ୍ବର, କଟକ…

୨୦ତାରିଖ ଅକ୍ଷୟ ତୃତୀୟାରେ ରଥ ଅନୁକୂଳ ନେଇ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ ଚୂଡାନ୍ତ

ପୁରୀ: ଏପ୍ରିଲ ୨୦ତାରିଖରେ ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ । ଏଥିସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଗତକାଲି ସନ୍ଧ୍ୟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ…

ଗଛ ପଡ଼ି ଯବାନଙ୍କ ମୃତ୍ୟୁ

ଜୟପୁର: ସାରଣ୍ଡାର ଘନ ଜଙ୍ଗଲରେ ସ୍ଥିତ ଜରାଇକେଲା ଥାନା ଅଞ୍ଚଳର ବାବୁଡେରା ସିଆରପିଏଫ୍ କ୍ୟାମ୍ପରେ ଘଟିଥିବା ଏକ ଦୁଃଖଦ ଘଟଣାରେ କୋବ୍ରା ୨୧୦ ବାଟାଲିଅନ୍‌ର କନଷ୍ଟେବଲ୍‌ ରାକେଶ କୁମାରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସମଗ୍ର ସୁରକ୍ଷା ବଳଙ୍କ ମଧ୍ୟରେ ଶୋକ ଦେଖାଯାଇଛି।ପ୍ରାପ୍ତ ସୂଚନା…

୧୦ ତାରିଖ ଯାଏଁ କାଳବୈଶାଖୀ !, ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦର୍ଶାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଓ ଆସନ୍ତାକାଲି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ…

୫ ଦିନ ହେଲା ଗାଁ ଅନ୍ଧାର, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ବାସୁଦେବପୁର:କାଳ ବୈଶାଖୀ ପ୍ରଭାବରେ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ପଡିବା ଫଳରେ ୫ଦିନ ଧରି ଗାଁ ଅନ୍ଧାର। ବିଦ୍ୟୁତ ଅଧିକାରୀଙ୍କୁ ଅଭିଯୋଗ କରିବା ପରେବି ସୁଧାର ନଆସିବାରୁ ଗ୍ରାମବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଏଭଳି ଘଟଣା ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବିଦେଇପୁର ଗାଁରେ ଦେଖିବାକୁ…

ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା

ଭୁବନେଶ୍ୱର: ବଜେଟ କେବଳ ଆୟ-ବ୍ୟୟର ତାଲିକା ନୁହେଁ, ବରଂ ଏହା ଓଡ଼ିଶାର ସମଗ୍ର ଉନ୍ନତି ସହ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣର ଏକ ସୁଦୃଢ଼ ରୋଡମ୍ୟାପ୍ ବୋଲି ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା ‘ଆମେ ଜାଣିବା, ଆମ ବଜେଟ୍‌’ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି…

ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ଭିତରକାଠ ନିକଟରେ ପଡ଼ିଥିଲା ରକ୍ତ

ପୁରୀ ୦୭।୦୪ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ। ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ହୋଇଛି। ବଡ଼ ମହାସ୍ନାନ ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଖବର ଅନୁଯାୟୀ, ମଙ୍ଗଳ ଆଳତୀ…

ବୈଠକ ପରେ ମୁହଁ ଖୋଲିଲେ ନେତା, କହିଲେ ନିଷ୍ପତ୍ତି ଅତି ଉତ୍ତମ

ଭୁବନେଶ୍ୱର: କଣ ହେବାକୁ ଯାଉଛି କି ବଡ଼ ପରିବର୍ତ୍ତନ? ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଚର୍ଚ୍ଚା ପ୍ରବଳ । ବିଶେଷ କରି ପ୍ରମିଳାଙ୍କ ସରକାରୀ ବାସଭବନରେ ବସିଥିଲା ସରକାରୀ ବୈଠକ । ତେବେ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା । ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି…

ଜିଲ୍ଲା ବୁଲିବା ଦରକାର ନବୀନ ବାବୁ, ଦିଲ୍ଲୀରୁ ଫେରି ବର୍ଷିଲେ ମନମୋହନ

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟନାୟକ ଜିଲ୍ଲା ବୁଲିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ଜଣେ ଦାୟିତ୍ୱ ସମ୍ପର୍ଣ୍ଣ ବିରୋଧୀ ଦଳ ନେତା ହିସାବରେ ନବୀନ ବାବୁ ଜିଲ୍ଲା ବୁଲିବା ଦରକାର । ମନମୋହନ କହିଛନ୍ତି ନବୀନ ବୁଲି ସମୀକ୍ଷା କଲେ…