Browsing Category

ଓଡିଶା

ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର : ଜୁଲାଇରେ ୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ମୌସୁମୀ ଅଧିବେଶନ ନେଇ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଚଳିତ ବର୍ଷ ମୌସୁମୀ ଅଧିବେଶନରେ ରହିଛି ୨୪ଟି କାର୍ଯ୍ୟ ଦିବସ । ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ଅଧିବେଶନର ଆରମ୍ଭ ଅର୍ଥାତ…

ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି

ଭୁବନେଶ୍ବର: ବାରବାଟୀ ଟି-୨୦ ପାଇଁ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳି ପହଞ୍ଚିଛନ୍ତି। ବିମାନବନ୍ଦରରେ ଖେଳାଳିମାନଙ୍କୁ ସ୍ବାଗତ କରାଯାଇଥିଲା। ଏହାପରେ ଉଭୟ ଟିମକୁ ସ୍ୱତନ୍ତ୍ର ବସ୍ ଯୋଗେ ହୋଟେଲ ମେ' ଫେୟାରକୁ…

ଆଗୁଆ ଚାଲିଛି ରଥ ନିର୍ମାଣ, ୩ ରଥର ଉଠିଲା ଚାରି ନାହାକା

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ୩୬ ଦିନରେ ପହଞ୍ଚିଛି। ଆଜି ୩ ରଥର ଚାରି ନାହାକା ଉଠିଛି। ଯୋଜନା ଅନୁଯାୟୀ, ପ୍ରତିବର୍ଷ ଦେବସ୍ନାନ ପୂର୍ଣ୍ଣମୀ ଦିନ ୩ ରଥର ଚାରି ନାହାକା ଉଠିଥାଏ। କିନ୍ତୁ ଚଳିତ ବର୍ଷ ଆଗୁଆ ଏହି କାର୍ଯ୍ୟ ସରିଛି। ୪ ଦିନ ପୂର୍ବରୁ ଚାରି…

ବୋଲଗଡ଼ ଏଏସଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ଖୋର୍ଦ୍ଧା:ଏକ କେଶରେ ଦଫା କୋହଳ ଲଗାଇବା ପାଇଁ ଜଣେ ମହିଳାଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୋଲଗଡ ଥାନା ଏଏସଆଇ ଭଗବାନ ସ୍ବାଇଁ ଦୁର୍ନୀତି ନିବାରଣ ସଂସ୍ଥା ଖୋର୍ଦ୍ଧା ହାତରେ ଧରା ପଡିଛନ୍ତି। ଭିଜିଲାନ୍ସ ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିଛନ୍ତି। ଏହି ଥାନା ଅନ୍ତର୍ଗତ…

ମ୍ୟାଚ୍‌ ପୂର୍ବରୁ ବାରବାଟୀରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି

କଟକ: ଭାରତ ଓ ଦକ୍ଷିଣ ଆଫ୍ରିକା ମ୍ୟାଚ୍‌ ପୂର୍ବରୁ କଟକ ବାରବାଟୀ ଷ୍ଟାଡିୟମ୍‌ରେ ପହଞ୍ଚିଲେ ପୋଲିସ ଡିଜି। ଷ୍ଟାଡିୟମ୍‌ରେ ପହଞ୍ଚି ପୋଲିସ ଡିଜି ସୁନୀଲ ବଂସଲ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ପୋଲିସ ମୁଖ୍ୟାଳୟ ପକ୍ଷରୁ ଅତିରିକ୍ତ ଆବଶ୍ୟକ ପୋଲିସ ଫୋର୍ସ ଯୋଗାଇ ଦିଆଯିବ ବୋଲି…

ରାହୁଲ ଗାନ୍ଧୀଙ୍କୁ ଭେଟି ଓଡ଼ିଶା ଫେରିଲେ ନୂଆ ପିସିସି ସଭାପତି

ଭୁବନେଶ୍ବର: ଦିଲ୍ଲୀରୁ ରାହୁଲ ଗାନ୍ଧୀଙ୍କୁ ଭେଟି ଭୁବନେଶ୍ୱର ଫେରିଛନ୍ତି ନୂଆ ପିସିସି ସଭାପତି ଶରତ ପଟ୍ଟନାୟକ ।ଭୁବନେଶ୍ୱର ବିମାନବନ୍ଦରରେ ନୂଆ ପିସିସି ସଭାପତିଙ୍କୁ ସ୍ୱାଗତ କରିଛନ୍ତି କଂଗ୍ରେସ ନେତା ଓ କର୍ମୀ । ସ୍ୱାଗତ କରିବା ପାଇଁ ବିଶାଳ ପଟୁଆରରେ ପହଞ୍ଚିଥିଲେ କଂଗ୍ରେସ ନେତା ଓ…

୧ ଲକ୍ଷ ୭୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଢେଙ୍କାନାଳ: ଢେଙ୍କାନାଳ ସହର ରାମେଶ୍ୱରପୁର ରେଳଧାରଣା ନିକଟରୁ ଶୁକ୍ରବାର ଟାଉନ ଥାନା ପୋଲିସ ୧୬ ଗ୍ରାମ୍‌ ୭୦୦ ମିଲିଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିବା ବେଳେ ତାଙ୍କଠାରୁ ନଗଦ ୪୦ ହଜାର ଟଙ୍କା, ୫ଟି ମୋବାଇଲ ଫୋନ୍‌, ୨ ଭରି ଓଜନର ଏକ…

ଶପଥ ନେଲେ ଓଡିଶା ହାଇକୋର୍ଟର ୨ଜଣ ନୂଆ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ଏବଂ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଆଜି ଶପଥ ନେଇଛନ୍ତି । ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିଲେ । ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଏହି ଶପଥଗ୍ରହଣ ଉତ୍ସବ…

T-20 ମ୍ୟାଚ୍ ଦେଖିବାକୁ ଆସିପାରନ୍ତି ମୁଖ୍ୟମନ୍ତ୍ରୀ : ଜିଲ୍ଲାପାଳ

କଟକ : ଆଉ ଦୁଇ ଦିନ ପରେ ବାରବାଟୀରେ ଖେଳାଯିବ ଭାରତ-ସାଉଥ ଆଫ୍ରିକା T-20 । ଏନେଇ ବାରବାଟୀ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ପୋଲିସ ଡିଜି । ଖେଳ ପାଇଁ କଡ୍ଦା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ତେବେ ମ୍ୟାଚ ନେଇ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ପ୍ରତିକ୍ରିୟା ରଖିଛନ୍ତି । ସେ…

ଆସନ୍ତା ୧୬ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା: ଆସନ୍ତା ୧୬ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷା ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ। ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଖରାପ ହୋଇଯାଏ। ତେଣୁ ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସାମୟିକ…