Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବିକ୍ରମ କେଶରୀ ଆରୁଖ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଲାଗି ନାମାଙ୍କନ ଭରିଛନ୍ତି ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖ । ବିଧିବଦ୍ଧ ଭାବେ ଆରୁଖ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଧାୟକ ବିକ୍ରମ କେଶରୀ ଆରୁଖ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ଯବାଦ ଜଣାଇଛନ୍ତି।!-->…
୫ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ କେନ୍ଦ୍ରାପଡ଼ା ଡେରାବିଶ ଏବିଇଓ
କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ପଡ଼ିଗଲେ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ। ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଷ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ବିପିନୀ ବିହାରୀ ସିଂଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ହଜାର ଟଙ୍କା ଜବତ!-->…
ମହାପ୍ରଭୁଙ୍କ ରଥଯାତ୍ରା ସମୀକ୍ଷା ବୈଠକରୁ କାର୍ଯ୍ୟ ଆରମ୍ଭ କଲେ ନୂଆ ଲୋକସଂପର୍କ ମନ୍ତ୍ରୀ
ଭୁବନେଶ୍ବର: ଚଳିତ ବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବରେ ସୁଚାରୁ ରୂପେ ସଂପାଦନ କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ତଥା କର୍ମଚାରୀମାନେ ନିଷ୍ଠାପର ଭାବରେ ନିୟୋଜିତ ହେବେ ବୋଲି ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦୀପ!-->…
ପୂର୍ବତନ ଜିିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା…
ନବରଙ୍ଗପୁର : ନବରଙ୍ଗପୁର ର ପୂର୍ବତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭୂଜଙ୍ଗ ଭୂଷଣ ରାଓ ଙ୍କ ବିୟୋଗରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ସେ ୨୦୦୮ ରୁ ୨୦୧୪ ମସିହା ପର୍ଯ୍ୟନ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରହିବା!-->!-->!-->!-->!-->…
ଓଡ଼ିଶା ଖଣି ନିଗମ ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକଙ୍କ ଦୁଇଦିନିଆ ସୁନ୍ଦରଗଡ଼ ଗସ୍ତ…
କୋଇଡ଼ା ଶିଳ୍ପ ତାଲିମ ପ୍ରତିଷ୍ଠାନର ଛାତ୍ରଛାତ୍ରୀଙ୍କ ଯିବାଆସିବା ସୁବିଧା ଲାଗି ୨ଟି ବସ୍ ସେବାର ଶୁଭାରମ୍ଭ
ସୁନ୍ଦରଗଡ଼/ରାଉରକେଲା : ରାଜ୍ୟ ସରକାରଙ୍କ ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ତଥା ଓଡ଼ିଶା ଖଣି ନିଗମର ଅଧ୍ୟକ୍ଷ ଦେଓରଞ୍ଜନ କୁମାର ସିଂ ଏବଂ ଓଡ଼ିଶା ଖଣି ନିଗମର!-->!-->!-->!-->!-->…
ଟି-୨୦: ବାରବାଟୀରେ ବିକ୍ରି ହୋଇଗଲା ୧୨ ହଜାର ଟିକେଟ୍
କଟକ: ଭାରତ-ଦକ୍ଷିଣ ଆଫିକ୍ରା ଦ୍ବିତୀୟ ଟି-୨୦ ମ୍ୟାଚ୍ ପାଇଁ ବାରବାଟୀରେ ସରିଲା ଟିକେଟ ବିକ୍ରି। କଟକ ସମେତ ବାହାର ଅଞ୍ଚଳରୁ ଲୋକେ ଆସି ଆଜି ଟିକେଟ ସଂଗ୍ରହ କରିଛନ୍ତି। ଆଜି ୯ଟି କାଉଣ୍ଟରେ ୧୨ ହଜାର ୯୩ଟି ଟିକେଟ ବିକ୍ରି କରିଛି ଓସିଏ। ଏହି ୯ଟି କାଉଣ୍ଟର ମଧ୍ୟରେ ସାତଟି ପୁରଷ ଓ ୨ଟି!-->…
୪୫.୩ ଡିଗ୍ରୀ ସହ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ବଲାଙ୍ଗୀର
ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଉପକୂଳରେ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ବୁଧବାର ଭଳି ଗୁରୁବାର ମଧ୍ୟ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହୋଇଛି। ୪୫.୩ ଡିଗ୍ରୀ!-->…
ଓଡିଶାର ପ୍ରଥମ ବିଳାସପୂର୍ଣ୍ଣ ହାଉସ ବୋଟ ‘ଗରୁଡ଼’ କୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭବନେଶ୍ବର: ଆଜି ଚିଲିକା ବଡ଼କୁଳରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଭର୍ଚୁଆଲ ମୋଡ଼ରେ ଲୋକାର୍ପିତ ହେଲା ଚିଲିକାର ପ୍ରଥମ ବିଳାସ ପୂର୍ଣ୍ଣ ହାଉସ ବୋଟ 'ଗରୁଡ଼'। ଏହି ଲୋକାର୍ପିତ ଉତ୍ସବରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ର,ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର,ଏସପି ଶୁଭେନ୍ଦୁ!-->…
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ଜନ୍ମ ଜୟନ୍ତୀ ପାଳିତ
ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ଆଜି ୯୧ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି ଅଫିସ ଛକ ସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି ।
ନନ୍ଦିନୀ ଦେବୀ ସ୍ମୃତି କମିଟି ପକ୍ଷରୁ!-->!-->!-->…
ଗ୍ରୀଷ୍ମପ୍ରବାହ ପାଇଁ ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଭୁବନେଶ୍ୱର: ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିସାରିଲାଣି । ଅସହ୍ୟ ତାତିରେ ସିଝୁଛି ପଶ୍ଚିମ ଓଡିଶା । ଉପକୂଳ ଓଡିଶାରେ ବି ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଉତ୍ତର-ପଶ୍ଚିମ ଓ ପଶ୍ଚିମ ଦିଗରୁ ରାଜ୍ୟକୁ ଉତ୍ତପ୍ତ ଶୁଷ୍କ ବାୟୁ ପ୍ରବେଶ କରୁଛି । ଆହୁରି ୨ ଦିନ ଧରି!-->…