Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପାରଳାଖେମୁଣ୍ଡି ସବଜେଲରେ କଏଦୀଙ୍କର ମୃତ୍ୟୁ; ଉଚ୍ଚସ୍ତରୀୟ ତଦନ୍ତ ଦାବି
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସବ ଜେଲରେ ଜଣେ ବିଚାରଧୀନ କଏଦୀ (UTP)ଙ୍କ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ମୃତକ ହେଉଛନ୍ତି ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ଗ୍ରାମ ତାଙ୍କଲା ସାହିର ରୁନା ବଡ଼ ରଇତ(୩୧)। ଅଗଷ୍ଟ ୧୦ ତାରିଖରେ ଏକ ପୋସ୍କୋ କେସ ଅଭିଯୋଗରେ ରାୟଗଡ ପୋଲିସ!-->…
ଗଞ୍ଜାମ ଜିଲ୍ଲା ରେ ରାଜସ୍ୱ ଓ ଖଣି ବିଭାଗର ପୁଷ ମାସ….!
ନୂତନ ସରକାର ରେ ବାବୁ ମାନେ ଜଣେ ଜଣେ କୁବେର ….!
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ ,ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା…
ମାଲକାନଗିରି, ୫।୯: ଗୁରୁ ଦିବସ ଅବସରରେ ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ‘ଗୁରୁ ସମ୍ମାନ-୨୦୨୬’ କାର୍ଯ୍ୟକ୍ରମ କାଲିମେଳା ବ୍ଲକର ଭୈରବୀ ୟୁଥ୍ କ୍ଲବ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଘର କାଲିମେଳା ଓ ପଡ଼ିଆ ବ୍ଲକ ଶାଖାର ମିଳିତ ଆୟୋଜନରେ ହୋଇଥିବା ଏହି!-->…
ସ୍ଥଗିତ ରହିଲା ଶିକ୍ଷକ ଆନ୍ଦୋଳନ: ସରକାରଙ୍କ ଆଶ୍ୱାସନା ପରେ ଧାରଣାରୁ ଓହରିଲା ସମନ୍ଵୟ ସମିତି
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜିଠାରେ ନିଜର ଦୀର୍ଘଦିନର ଦାବି ପୂରଣ ନେଇ ଚାଲିଥିବା ଶିକ୍ଷକ ଆନ୍ଦୋଳନ ଶେଷରେ ୨୧ ଦିନ ପରେ ସ୍ଥଗିତ ରଖାଯାଇଛି । ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଏବଂ ନିର୍ଦ୍ଦିଷ୍ଟ ପ୍ରତିଶ୍ରୁତି ପରେ ଆନ୍ଦୋଳନକାରୀ ଶିକ୍ଷକମାନେ ଧାରଣାରୁ ଓହରିବାକୁ!-->…
ଓଡିଶାରୁ ୪ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର
ଭୁବନେଶ୍ବର: ଗୁରୁ ଦିବସ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସାରା ଦେଶର ଅସାଧାରଣ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିଛନ୍ତି। ବିଦ୍ୟାଳୟ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ବୈଷୟିକ ତାଲିମ କ୍ଷେତ୍ରରେ ୮୨ ଜଣ!-->…
ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଡିଭିଜନ୍ AEE ଅନୁପମା ସାହୁ, ୩ଟି ସ୍ଥାନରେ ରେଡ୍
କେନ୍ଦ୍ରାପଡା: ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ୍ ଇଞ୍ଜିନିୟର (AEE) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ ଟଙ୍କା ରଖାଯାଇଥିବା ଅଫିସ୍ ଗାଡ଼ିକୁ ମଧ୍ୟ ଜବତ କରାଯାଇଛି।!-->…
୨୦୨୭ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ !
ଭୁବନେଶ୍ୱର: ଆସନ୍ତା ବର୍ଷ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ। ପଞ୍ଚାୟତ ନିର୍ବାଚନ ପାଇଁ କମିଶନ ଜୋରସୋରରେ ପ୍ରସ୍ତୁତି ଚଳାଇଥିବା ସେ କହିଛନ୍ତି। ପଞ୍ଚାୟତ!-->…
ଝାରସୁଗୁଡ଼ା ପୌରପାଳିକାରେ ୪୦ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ, ପୌରାଧ୍ୟକ୍ଷାଙ୍କୁ ଭିଜିଲାନ୍ସ ନୋଟିସ୍
ଝାରସୁଗୁଡ଼ା: ଝାରସୁଗୁଡ଼ା ପୌରପାଳିକାରେ ଆର୍ଥିକ ଅନିୟମିତତାକୁ ନେଇ ଏବେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ୨୦୨୩-୨୪ ଏବଂ ୨୦୨୪-୨୫ ଆର୍ଥିକ ବର୍ଷ ମଧ୍ୟରେ ସରକାରୀ ପାଣ୍ଠିରୁ ପ୍ରାୟ ୪୦ ଲକ୍ଷ ଟଙ୍କା ଆତ୍ମସାତ ବା ହେରଫେର ହୋଇଥିବା ନେଇ ଗମ୍ଭୀର ଅଭିଯୋଗ ଆସିବା ପରେ ଭିଜିଲାନ୍ସ ବିଭାଗ ତଦନ୍ତ!-->…
ମିଲ୍ ଖାଲି ନହେଲେ ଖରିଫ୍ ଧାନ କିଣା ହେବ କେମିତି ? FCI ସମସ୍ୟା ନେଇ ସମବାୟ ମନ୍ତ୍ରୀଙ୍କ ପ୍ରତିକ୍ରିୟା
ଭୁବନେଶ୍ବର : ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପରେ FCI ସମସ୍ୟା କଥା ଉଠାଇଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ମନ୍ତ୍ରୀ କହିଛନ୍ତି, FCI ଚାଉଳ ଉଠାଉନଥିବାରୁ ସରକାରଙ୍କ ଚିନ୍ତା ବଢ଼ିଛି । କାରଣ ମିଲ୍ ଖାଲି ନହେଲେ ଖରିଫ୍ ଧାନ କିଣା ହେବ କେମିତି ? ପୂର୍ବରୁ କମ୍ ଚାଷ!-->…
ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅତୁଳନୀୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି। କଟକସ୍ଥିତ ସେକେଣ୍ଡାରୀ ବୋର୍ଡ!-->…