Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଢ଼ିଲା ତିର୍ତ୍ତୋଲ ବିଧାୟକ ଙ୍କ ଅଡୁଆ, ବାନ୍ଧବୀ ଆଣିଥିବା ଅଭିଯୋଗର ତଦନ୍ତ କରିପାରେ କ୍ରାଇମବ୍ରାଞ୍ଚ
ତିର୍ତ୍ତୋଲ: ବଢ଼ିଲା ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ । ବାନ୍ଧବୀ ସୋମାଲିକା ଦାଶ ଆଣିଥିବା ଅଭିଯୋଗର ତଦନ୍ତ କରିପାରେ କ୍ରାଇମବ୍ରାଞ୍ଚ । ଏନେଇ ଜଗତସିଂହପୁର ଏସପି କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛନ୍ତି । ବିଧାୟକ ବିଜୟ ଶଙ୍କର ଏକ ସେକ୍ସ ରାକେଟ ଚଳାଉଥିବା ନେଇ ସୋମାଲିକା!-->…
ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍ : ପରୀକ୍ଷା ବାତିଲ୍
ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ବିଶ୍ବ ବିଦ୍ୟାଳୟ । ଯୁକ୍ତ ତିନି ତୃତୀୟ ବର୍ଷ ପରୀକ୍ଷା ପ୍ରଶ୍ନପତ୍ର ଲିକ ହେବା ଜଣା ପଡିବା ପରେ ସମ୍ବଲପୁର ବିଶ୍ବ ବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରଣ ଆଜିର ପରୀକ୍ଷା ବାତିଲ କରିଥିବା ସୂଚନା ଦେଇଛନ୍ତି । ଆଜି ଏଜୁକେସନ ଅନର୍ସ ପରୀକ୍ଷା ଥିଲା ।!-->…
ପାରାଦୀପରେ ପୁଣି ଥରେ କୂଳ ଲଙ୍ଘିଲା ସମୁଦ୍ର
ପାରାଦୀପ: ପ୍ରାୟ ବର୍ଷକର ବ୍ୟବଧାନ ପରେ ପାରାଦୀପରେ ବୁଧବାର ପୁଣି ଥରେ ସମୁଦ୍ର କୂଳ ଲଙ୍ଘିଛି । ନେହରୁବଙ୍ଗଳାସ୍ଥିତ ମହାନଦୀ ମୁହାଣଠାରେ ସମୁଦ୍ର କୂଳ ଲଙ୍ଘି ୧୦ ମିଟରରୁ ଅଧିକ ବାଟ ମାଡ଼ି ଆସିଛି । ଫଳରେ ଓଡ଼ିଶାର ଜୀବନରେଖା ମହାନଦୀ ଓ ବଙ୍ଗୋପସାଗରର ମିଳନସ୍ଥଳ ମୁହାଣ ସମୁଦ୍ରରେ ଲୀନ!-->…
ସମସ୍ତେ ଆସନ୍ତୁ ଟିକା ନିଅନ୍ତୁ ଏବଂ ଚତୁର୍ଥ ଲହରରୁ ରକ୍ଷା ପାଆନ୍ତୁ : କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ
ଭୁବନେଶ୍ବର ୧ ୪ । ୭ : ବର୍ତ୍ତମାନ ହସ୍ପିଟାଲରେ ଟିକାକରଣ ଚାଲିଛି । ୧୮ରୁ ୫୯ ବୟସ ବର୍ଗର ଲୋକଙ୍କୁ ଦୈନିକ ୫ ଶହରୁ ୬ଶହ ଲୋକଙ୍କୁ ଟିକାକରଣ କରାଯିବ ବୋଲି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ କହିଛନ୍ତି ।
ଭୁବନେଶ୍ୱର ରେ ଟାଙ୍ଗୀ ପୋଲିସ୍ ର ଚଢାଉ, ଦୁଇ ଗିରଫ
ଭୁବନେଶ୍ୱର: ଆଜି ଭୁବନେଶ୍ୱର ୨ ନଂ ମାର୍କେଟରେ ଟାଙ୍ଗୀ ପୋଲିସ୍ ଚଢାଉ କରିଛି। ଚଢାଉ ସମୟରେ ଗୋଟିଏ ଚୋରା ଜୁପିଟର ସ୍କୁଟି ଜବତ ସହ ୨ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ଗଂଜାମ ଜିଲ୍ଲା କୋଦଳା ଥାନା ବେଲଝରି ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନ (୮ ବର୍ଷ) ଓ!-->…
ଆସନ୍ତାକାଲିଠୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣ : ବିଜୟ ପାଣିଗ୍ରାହୀ
ଭୁବନେଶ୍ଵର: ଆସନ୍ତାକାଲି ଠାରୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣ। ଏନେଇ ପ୍ରତିକ୍ରିୟା ରଖିଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି ଯେ, ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ବୃଦ୍ଧି ଘଟୁଛି। ତେଣୁ ସମସ୍ତ ବର୍ଗର ଲୋକଙ୍କୁ ଟିକାକରଣ ଉପରେ ଗୁରୁତ୍ଵ!-->…
ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସର ଆକ୍ଷେପକୁ ନେଇ ବିଧାନସଭାରେ ହଟ୍ଟଗୋଳ
ଭୁବନେଶ୍ବର: ଆଜି ବିଧାନସଭାରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସର ଅକ୍ଷେପକୁ ନେଇ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଧାର୍ଯ୍ୟ ସମୟରେ ପ୍ରଶ୍ନୋତ୍ତର କାର୍ଯ୍ୟକାଳ ଆରମ୍ଭ ହେବା କ୍ଷଣି ବିରୋଧୀ କଂଗ୍ରେସ ଓ ବିଜେପି ସଭ୍ୟ ଗୃହ ମଝିରେ ହଟଗୋଳ କରିଥିଲେ।
ଏନଡିଏ!-->!-->!-->…
ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ
ଭୁବନେଶ୍ୱର ୧୩।୦୪ : ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ । ସର୍ବଦଳୀୟ ବୈଠକରେ ବାହାରିପାରିଲାନି କୌଣସି ନିଷ୍କର୍ସ । ଶେଷରେ ୪ ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ।
ଖବର ଅନୁଯାୟୀ, ବିଧାନସଭାରେ ଆଜି ଚିତ୍ରକୋଣ୍ଡା SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ!-->!-->!-->…
୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବ୍ଲକ କନିଷ୍ଠ ଯନ୍ତ୍ରୀ
ଭୁବନେଶ୍ୱର: ୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ଯନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ କନିଷ୍ଠ ଯନ୍ତ୍ରୀ ସଂଘମିତ୍ରା ସାହୁଙ୍କୁ ଧରିଲା ଭିଜିଲାନ୍ସ । ବିଲ୍ ପାସ୍ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ସଂଘମିତ୍ରା ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏପରିକି!-->…
ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଭଲ ସ୍ଥିତିକୁ ଆସିପାରେ ଓଡ଼ିଶା : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ଵର, ୧୩/୦୭ : ସରିଛି ରଥଯାତ୍ରା, ବଢ଼ିପାରେ ସଂକ୍ରମଣ। ରଥଯାତ୍ରା ସରିଥିବାରୁ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି ଜନସାଧାରଣ। ତେଣୁ ତାକୁ ନଜର ରଖାଯାଇଛି l କମ୍ୟୁନିଟିରେ ମଧ୍ୟ ପଜିଟିଭିଟି କେସ୍ ରହିଛି। ତେଣୁ ବିଭିନ୍ନ ଜିଲ୍ଲାରେ କଣ ପରିସ୍ଥିତି ରହୁଛି ତାକୁ ତର୍ଜମା କରାଯଉଛି l!-->…