Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭୁବନେଶ୍ୱରରେ ଚଳିତବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ! ପ୍ରତିକାର ବ୍ୟବସ୍ଥା ପାଇଁ ସଫେଇ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ…
ଭୁବନେଶ୍ୱରରେ ଚଳିତବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ ଅଭିଯୋଗ। ମୃତକ ଜଣକ ଅବସରପ୍ରାପ୍ତ ପୋଲିସ ଅଧିକାରୀ । ଡେଙ୍ଗୁରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗତକାଲି ସନ୍ଧ୍ଯା ୬ ଟା ୩୦ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା।!-->…
ରଜ ସୁଦ୍ଧା ଓଡ଼ିଶାକୁ ମୌସୁମୀ ଛୁଇଁବା ସମ୍ଭାବନା କ୍ଷୀଣ
ଭୁବନେଶ୍ୱର: ତାତି ଭିତରେ ଆହୁରି ଦରଦୀ ତଥା ଯନ୍ତ୍ରଣାଯୁକ୍ତ ଖବର ସାମନାକୁ ଆସିଛି । ତାହା ହେଲା ରଜ ସୁଦ୍ଧା ଓଡ଼ିଶାକୁ ମୌସୁମୀ ଛୁଇଁବା ସମ୍ଭାବନା କ୍ଷୀଣ । ଏନେଇ ଆଇଏମଡିର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ବଙ୍ଗୋପସାଗରର ଅଧିକାଂଶ!-->!-->!-->…
ଟି-୨୦ ମ୍ୟାଚ : ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିସିପି
ଭୁବନେଶ୍ୱର : ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଟି-୨୦ ମ୍ୟାଚ । ଏଥିପାଇଁ ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ଖେଳାଳି । ଖେଳାଳି ଆସିବା ପୂର୍ବରୁ ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲା କମିଶନରେଟ ପୋଲିସ । ଭୁବନେଶ୍ୱର ଡିସିପି ଭୁବନେଶ୍ୱର!-->…
ସରକାରୀ ଜାଗା ଦଖଲକୁ ନେଇ ଆଦିବାସୀ ଓ ବଙ୍ଗାଳିଙ୍କ ମଧ୍ୟରେ ଵିଵାଦ : ୩୨୬ ରାଜପଥ ଅବରୋଧ…
ମାଲକାନଗିରି : ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଏମ ଭି ୧୨୬ ଗ୍ରାମ ମୁଖ୍ୟ ସଡ଼କ ଉପରେ ଥିବା ସରକାରୀ ଜାଗା ଦଖଲକୁ ନେଇ କିଛିଦିନ ତଳେ ହେଇଥିବା ଵିଵାଦ କୁ କେନ୍ଦ୍ର କରି ଆଜି କିଛି ବଙ୍ଗୀୟ ଲୋକ ରାସ୍ତା ରୋକ କରିଛନ୍ତି । ଘଟଣା ରୁ ପ୍ରକାଶ ଜାତୀୟ ରାଜପଥ ଶଲଗ୍ନ ଏମ ଭି 126 ଗ୍ରାମଟି!-->!-->!-->…
ବାରବାଟୀ ଟି-୨୦: ଆସନ୍ତାକାଲି ୯ଟି କାଉଣ୍ଟରରେ ବିକ୍ରି ହେବ ଟିକେଟ୍
କଟକ: ବାରବାଟୀ ଟି-୨୦ ପାଇଁ ଆରମ୍ଭ ହୋଇଗଲାଣି କାଉଣ୍ଟଡାଉନ୍। ଆଉ ମାତ୍ର ୩ ଦିନର ଅପେକ୍ଷା । ରବିବାର ବାରବାଟୀରେ ଖେଳାଯିବ ଭାରତ- ଦକ୍ଷିଣ ଆଫ୍ରିକା ଟି-ଟ୍ବେଣ୍ଟି ମ୍ୟାଚ । ମ୍ୟାଚ ପାଇଁ ଅନଲାଇନ ଟିକେଟ ବିକ୍ରି ପରେ ଗତକାଲିଠାରୁ ଆରମ୍ଭ ହୋଇଛି ଅଫଲାଇନ ଟିକେଟ ବିକ୍ରି । ଆସନ୍ତାକାଲି!-->…
ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନ, ୫ଟି ଜିଲ୍ଲାର ୪୪୫ ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ…
ଭୁବନେଶ୍ବର: ସ୍କୁଲ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବା ଆମ ପାଇଁ ଆଗ ଅପେକ୍ଷା ବହୁତ ସହଜ ହୋଇଛି। ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଆମେ ତୁରନ୍ତ ତଥ୍ୟ ପାଇପାରୁଛୁ। ଏହାଦ୍ବାରା ପଢିବାରେ!-->…
ଥୋମାସ କପ ବିଜୟୀ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ସମ୍ପର୍ଦ୍ଧିତ କରିଛନ୍ତି। ଏଥିପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ!-->…
ରଥଯାତ୍ରା ପାଇଁ ବଡ଼ଦାଣ୍ଡରେ ରାପିଡ ଆକ୍ସନ ଫୋର୍ସର ମକଡ୍ରିଲ୍
ପୁରୀ: ଆଉ ଦିନ କେତେଟା ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ଜୋର୍ସୋର୍ରେ ଆଗେଇ ଚାଲିଛି କାମ। ଆସନ୍ତା ୧୪ ତାରିଖରେ ସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବେ ହଜାର ହଜାର ଶ୍ରଦ୍ଧାଳୁ। ଏଥିପାଇଁ ପୁରୀରେ ଅଧିକ ଭିଡ଼ ଆଶଙ୍କା!-->…
ଅପରାଧ ଯୋଜନା ଫେଲ୍; ୩ ଅଭିଯୁକ୍ତଙ୍କୁ ଗିରଫ କଲା ଜଟଣୀ ପୁଲିସ
ଭୁବନେଶ୍ବର: ବଡ଼ଧରଣର ଅପରାଧ ଘଟାଇବା ପାଇଁ ଯୋଜନା ପ୍ରସ୍ତୁତ କରୁଥିବା ବେଳେ ଜଟଣୀ ପୁଲିସ ହାତରେ ଧରାପଡ଼ିଛନ୍ତି ୩ ଜଣ ଅଭିଯୁକ୍ତ। ଗିରଫ ଅଭିଯୁକ୍ତମାନେ ହେଲେ ବିକ୍ରମ ଓରଫ ଧର୍ମେନ୍ଦ୍ର ରାଉତ (୨୭), ଦୀପୁ ଓରଫ ଦୀପ୍ତିନାରାୟଣ ଜେନା (୨୪) ଓ ସୁନ୍ଦର ମାର୍ଥା। ପୁଲିସ ଅଭିଯୁକ୍ତମାନଙ୍କ!-->…
ବାଲେଶ୍ଵର ମାଛ ବ୍ୟବସାୟୀଙ୍କ ହତ୍ୟାକାଣ୍ଡ ଘଟଣାରେ ୭ ଗିରଫ
ବାଲେଶ୍ଵର: ଚାନ୍ଦିପୁର ଅଞ୍ଚଳ ମାଛ ବ୍ୟବସାୟୀଙ୍କ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୭ ଗିରଫ । ସେମାନଙ୍କ ନିକଟରୁ ୧୧ଟି ମୋବାଇଲ, ୪ଟି ବାଇକ ଓ ଛୁରୀ ଜବତ କରିଛି ପୋଲିସ । ତେବେ ବାଲେଶ୍ଵରରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ି ଯାଉଥିବାବେଳେ ପୋଲିସ ପାଟ୍ରୋଲିଂ ଉପରେ ଗୁରୁତ୍ବ!-->…