Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଲାଙ୍ଗୀର-ସୋନପୁର ସଡ଼କ ଦୁର୍ଘଟଣା: ପୋଲିସ ହାତରେ ଧରାପଡ଼ିଲେ ଫେରାର ଥିବା ଇନ୍ସପେକ୍ଟର ସ୍ନିଗ୍ଧାରାଣୀ
ଶେଷରେ ସୋନପୁର ପୋଲିସ ହାତରେ ବଲାଙ୍ଗୀରରୁ ଗିରଫ ହେଲା ଦୁର୍ଘଟଣା ଘଟାଇ ଫେରାର ମାରିଥିବା କାର ଚାଳକ । ଆଜି ସକାଳୁ ସୋନପୁର-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ବଡବାହାଲି ଛକ ନିକଟରେ ଏକ ଅଟୋକୁ ଧକ୍କା ଦେଇଥିଲା ଆର୍ଟିଗା କାର । ଦୁର୍ଘଟଣାରେ ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ୬!-->…
ଭିଜିଲାନ୍ସ ହାତରେ ଧରାପଡିଲେ ଅଙ୍ଗନବାଡି ସୁପରଭାଇଜର
ବଲାଙ୍ଗୀର : ଦିନକୁ ଦିନ ଦୁର୍ନୀତିଖୋର ଅଧିକାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପ୍ରତିଦିନ କେହି କେହି ଅଧିକାରୀ ଭିଜିଲାନ୍ସ ହାତରେ ଧରାପଡୁଛନ୍ତି । ଏହାରି ମଧ୍ୟରେ ଭିଜିଲାନ୍ସ ଜାଲରେ ଫସିଛନ୍ତି ଆଇସିଡିଏସ ସୁପରଭାଇଜର । ୧୯ ହଜାର ୮ଶହ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ!-->…
ସରକାରୀ କର୍ମଚାରୀଙ୍କ ପାଇଁ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବଢିଲା ଗୃହ ନିର୍ମାଣ ଋଣ
ଭୁବନେଶ୍ୱର : ରାଜ୍ୟ ସରକାର ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି!-->…
ମାଲକାନଗିରିରେ ଲଗାଣ ବର୍ଷା, ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ଠପ
ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ପ୍ରାୟ ୩ ଦିନ ହେଲା ବର୍ଷା ଲାଗି ରହିଛି । ଏଥିସହ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ବର୍ତ୍ତମାନ ଗୋଦାବରୀ ନଦୀ ଫୁଲିବାରେ ଲାଗିଛି । ଗୋଦାବରୀର ଜଳସ୍ତର ବର୍ତ୍ତମାନ ୫୦ ଫୁଟ ଉପରେ ରହିଛି । ଫଳରେ ଗୋଦାବରୀ ନଦୀର ପଛୁଆ!-->…
ବୁଧବାର ଠାରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ
ଭୁବନେଶ୍ବର, ୧୨।୭ ବୁଧବାର ଠାରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ । ବୁଧବାର ଗୃହରେ ୧୦ ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପିତ ହେବ। ୧୪-୨୯ ତାରିଖ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗ ଗୃହରେ ଆଲୋଚନା ହୋଇନପାରିବ ୨୯ ତାରିଖରେ ଗିଲୋଟିନରେ!-->…
ଶ୍ରୀମନ୍ଦିର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଶେଷ, ଜଗମୋହନ ଓ ନାଟମଣ୍ଡପ ସୁରକ୍ଷିତ
ପୁରୀ: ଶ୍ରୀଜୀଉଙ୍କର ଆଜି ନୀଳଦ୍ରି ବିଜେ ପୂର୍ବରୁ ଶ୍ରୀମନ୍ଦିର ବାର୍ଷିକ ରକ୍ଷଣାବେକ୍ଷଣ ଓ ମରାମତି କାର୍ଯ୍ୟ ଶେଷ ହୋଇଛି। ଏ ସମ୍ପର୍କରେ ସୂଚନା ଦେଇ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ)ର ବରିଷ୍ଠ ପ୍ରତ୍ନତତ୍ତ୍ୱ ଅଧିକ୍ଷକ ଚିତ୍ତରଞ୍ଜନ ଦାଶ କହିଲେ ଶ୍ରୀଜୀଉମାନେ!-->…
ବ୍ୟାଙ୍କ୍ରୁ ଟଙ୍କା ଉଠାଇ ଆସୁଥିବା ବେଳେ ୩ ଲକ୍ଷ ୬୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ରାଉରକେଲା: ରାଉରକେଲାରୁ ଲୁଟ୍। ୩ଲକ୍ଷ ୬୦ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ରାଉରକେଲା ସିଭିଲ ଟାଉନସିପ୍ ସ୍ଥିତ ଏକ ଘରୋଇ ବ୍ୟାଙ୍କ୍ରୁ ଟଙ୍କା ଉଠାଇ ଆସୁଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ପଲସରରେ ଆସି ଟଙ୍କା ନେଇ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ରଘୁନାଥପାଲ୍ଲୀ ଥାନା ପୋଲିସ!-->…
ବିଜେବି କଲେଜ୍ ଛାତ୍ରୀ ଆତ୍ମହତ୍ୟା ମାମଲା: ରାଗିଂକୁ ନେଇ କୌଣସି ସୁରାକ୍ ମିଳିପାରିନାହିଁ: ଡିସିପି
ଭୁବନେଶ୍ବର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ପୋଲିସର ତଦନ୍ତ ଜାରି ରହିଛି । ଏଯାଏ ରାଗିଂ ନେଇ କୌଣସି ପ୍ରମାଣ ପାଇନି ପୋଲିସ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ । ରୁଚିକାଙ୍କ ସହପାଠୀଙ୍କୁ ବି ପଚରାଉଚରା!-->…
ରସଗୋଲାକୁ ନେଇ ବର୍ତ୍ତମାନ ସେ ବିବାଦ ଆଉ ନାହିଁ : ମନ୍ତ୍ରୀ ପ୍ରତାପ ଦେବ
ଭୁବନେଶ୍ୱର: ରସଗୋଲା ଓଡ଼ିଶାର। ରସଗୋଲାକୁ ନେଇ ଅତୀତରେ ଯେଉଁ ବିବାଦ ସୃଷ୍ଟି ହୋଇଥିଲା ତାହା ଅତୀତ । ବର୍ତ୍ତମାନ ସେ ବିବାଦ ଆଉ ନାହିଁ । ଜିଆଇ ଟ୍ୟାଗ୍ ମିଳି ସାରିଛି । ସତ୍ୟ କେବେ ଲୁଚେ ନାହିଁ । ଆରାଧ୍ୟ ଦେବତା ଆମର ପ୍ରଭୁ ଶ୍ରୀ ଜଗନ୍ନାଥ । ମାଦଳା ପାଞ୍ଜିଠୁ ନେଇ ଇତିହାସକୁ ଗଲେ ବି ଏ!-->…
ରାଜ୍ୟରେ ଆଉ ୫୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୧୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୨ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
!-->!-->…